-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||     

HOME   ଜିଲ୍ଲା

ସାତକେଜି ଗଞେଇ ଜଵତ ସହ ୧ ଗିରଫ

18-Aug-2022



ପାଟଣାଗଡ଼(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ଅବକାରୀ ବିଭାଗ ପେଟ୍ରୋଲିଂ କରୁଥିବା ସମୟରେ  ୭ କେଜି ଗଞ୍ଜେଇ ଜବତ କରିବା ସହ ଜଣେ ଯୁବକ ଙ୍କୁ ଗିରଫ କରିଛି ।  ଯୁବକ ଜଣକ ହେଲେ ଦେଓଗାଁ ଥାନା ଅନ୍ତର୍ଗତ ମହଲାଇ ଗାଁର ଶଙ୍କର ସାହୁ ।  ସୁଚନାଯୋଗ୍ୟଯେ ଅବକାରୀ ବିଭାଗ ଅଧିକାରୀ ସତ୍ୟ ନାରାୟଣ ଦାସ ଆଜି ପେଟ୍ରୋଲିଂ କରୁଥିବାବେଳେ କୌଣସି ସୂତ୍ରରୁ ଖବର ପାଇ ହରିଶଙ୍କର ରାସ୍ତାରେ ଥିବା ବର୍ଥଲା ଛକରେ ଏକ ବାଇକ ଚାଳକକୁ ସନ୍ଦେହ କରି ଅଟକାଇ ଥିଲେ । ଏହି ସମୟରେ ଚାଳକ ଜଣକ ପଳାଇ ଯିବାକୁ ଉଦ୍ୟମ କରୁଥିବାବେଳେ ଅବକାରୀ ବିଭାଗର

କର୍ମଚାରୀମାନେ ତାଙ୍କୁ କାବୁ କରିବାରେ ସଫଳ ହୋଇଥିଲେ । ପରେ ଅଭିଯୁକ୍ତଙ୍କ ବାଇକରୁ ପ୍ରାୟ ୭ କେଜି ଗଞ୍ଜେଇ ବାହାରି ଥିଲା । ଅଭିଯୁକ୍ତ କୁ ପାଟଣାଗଡ ଅବକାରୀ ଥାନାକୁ ଆଣି ଅଭିଯୁକ୍ତ ନାଁରେ ଏକ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୪୦ ହଜାର ଟଙ୍କା ହେବ ବୋଲି ଶ୍ରୀ ଦାସ କହିଛନ୍ତି । ଏହି ଚଢ଼ଉ ସମୟରେ ବୁଲୁ ସେଠୀ, ଗୁଣମତି ମାଝୀ, ବଳରାମ ପ୍ରଧାନ ଓ ଦୁଲେଶ୍ୱର କୁମୁରା ଉପସ୍ଥିତ ଥିଲେ !


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026

You Might Also Like