-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||     

HOME   ଜିଲ୍ଲା

ଚୁକ୍ତି ଭିତ୍ତିକ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ

18-Aug-2022



ସୁବର୍ଣ୍ଣପୁର(ମନୋରଂଜନ ତ୍ରିପାଠୀ)-ଚୁକ୍ତି ଭିତ୍ତିକ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଜି ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି  ।ରାଜ୍ୟ ସଂଘର ଆହ୍ବାନରେ ଜିଲ୍ଲା ଶାଖାର ଶହ ଶହ କର୍ମଚାରୀ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି  ।ଜିଲ୍ଲା ସଭାପତି ଚିନ୍ମୟାନନ୍ଦ ପାଢୀଙ୍କ ନେତୃତ୍ବରେ କର୍ମଚାରୀମାନେ ଦସ୍ତଖତ ଅଭିଯାନରେ ସାମିଲ ହୋଇ ଠିକା ନିଯୁକ୍ତି ପ୍ରଥାକୁ ବନ୍ଦ କରିବା ପାଇଁ ଦାବି କରିଛନ୍ତି  ।ସରକାର ଏବେ ପ୍ରଥମ ଛଅ ବର୍ଷ ଠିକା କର୍ମଚାରୀ ଭାବେ ନିଯୁକ୍ତି ଦେଉଥିବା ବେଳେ ଛଅ ବର୍ଷ ପରେ ତାଙ୍କ ଚାକିରି ସ୍ଥାୟୀ କରାଯାଉଛି  ।ପ୍ରଥମ ଛଅ ବର୍ଷର କାର୍ଯ୍ୟକୁ ସରକାର ମାନ୍ୟତା ଦେଉ ନ ଥିବା ଅଭିଯୋଗ କରିଛନ୍ତି  ।ତେବେ ପ୍ରଥମ ଛଅ ବର୍ଷର ମାନ୍ୟତା ଦେବା ସହିତ ସ୍ଥାୟୀ ଚାକିରି ସହିତ ଦରମା ଓ ଭତ୍ତା ଦାବି କରିଛନ୍ତି  ।ଦାବି ପୂରଣ ପାଇଁ ଗତ 16 ତାରିଖରୁ ଆଗାମୀ 22 ତାରିଖ ପର୍ଯ୍ୟନ୍ତ ମଧ୍ୟାନ୍ନ ବିରତି ପରେ କଳାବ୍ୟାଜ ପରିଧାନ କରି ପ୍ଲାକାର୍ଡ ଧରି ନିଜ ନିଜ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି  ।ତେବେ ଦାବି ପୂରଣ ନ ହେଲେ ଚଳିତ ମାସ ଶେଷ ସପ୍ତାହରେ ରାଜଧାନୀରେ ଦୁର୍ବାର ଆନ୍ଦୋଳନ କରିବେ ବୋଲି ଜିଲ୍ଲା ସଭାପତି ଚେତାବନୀ ଦେଇଛନ୍ତି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026

You Might Also Like