-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||     

HOME   ଜିଲ୍ଲା

ଶିଶୁ ବିକାଶ ମନ୍ଦିରରେ ପବିତ୍ର ଜନ୍ମାଷ୍ଟମୀ ପାଳିତ।

18-Aug-2022



ବିନିକା(ହିମାଂଶୁ ଶେଖର ପୁଟେଲ) ପବିତ୍ର ଜନ୍ମାଷ୍ଟମୀ ଅର୍ଥାତ ଭଗବାନ ଶ୍ରୀ କୃଷ୍ଣଙ୍କ ଜନ୍ମ ଦିନ ବିନିକା ସହର ସମେତ ବ୍ଳକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି ।ଏହି ଅବସରରେ ନିର୍ଜଳା ଉପବାସ କରିଥିବା ଭଗବାନଙ୍କ ଭକ୍ତମାନେ ନିଜ ପୂଜା ସାମଗ୍ରୀ ଧରି ମନ୍ଦିର,କ୍ଲବ,ପାଠାଗାର ଆଦି ସ୍ଥାନ ମାନଙ୍କରେ ଆୟୋଜିତ କାର୍ଯ୍ୟକ୍ରମରେ ଭାଗ ନେଇ ପ୍ରଭୁ ଶ୍ରୀ କୃଷ୍ଣଙ୍କ ଜନ୍ମ ଠାରୁ ପୃଥିବୀ ପୃଷ୍ଠରେ କରିଥିବା ଲୀଳା ସମ୍ପର୍କରେ ଭାଗବତ ମାଧ୍ୟମରେ ଅବଗତ ହୋଇଥିଲେ । ସେହିପରି ବିନିକା ସ୍ଥିତ ଶିଶୁ ବିକାଶ ମନ୍ଦିର ସ୍କୁଲରେ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି ।ସ୍କୁଲରେ ଅଧ୍ୟୟନ ରତ ସମସ୍ତ ଛାତ୍ରମାନେ କୃଷ୍ଣ ବେଶରେ ଓ ଛାତ୍ରୀମାନେ ରାଧା ବେଶରେ ସଜ୍ଜିତ ହୋଇଥିଲେ ।ଭଗବାନ ଶ୍ରୀ କୃଷ୍ଣଙ୍କ ବାଲ୍ୟ ଲୀଳା ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପ୍ରଦର୍ଶିତ ହୋଇଥିଲା ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ସୁମତି ବାଗ ଓ ଶିଶୁ କଳିକା ପ୍ରମୁଖ ରିକୀ ମେହେରଙ୍କ ପ୍ରତେକ୍ଷ୍ୟ ତତ୍ତ୍ଵାବଧାନରେ ଗୁରୂମା ସୀତା,ସ୍ୱାଗତିକା,ସାଗରିକା,ବନ୍ଦନା,ଶ୍ରଦ୍ଧାଞ୍ଜଳୀ,ବବିତା,ଶ୍ରାବଣୀ,କବିତା,ପାର୍ବତୀ,ଅନିତା ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026

You Might Also Like