-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

୮୦ ଘଣ୍ଟା ରୁ ଉର୍ଦ୍ଧ୍ୱ ହେବ ହଲଦି ୫୯ ନମ୍ବର ଜାତୀୟ ରାଜପଥ ଅବରୋଧ,, ଧାରଣା ସ୍ଥଳକୁ କୌଣସି ଉଚ୍ଚ ପଦାଧିକାରୀ ପହଞ୍ଚି ନ ଥିବା ନେଇ ଚାଷୀ ଅସନ୍ତୋଷ

19-Aug-2022



ମୁରିବାହାଲ:  ବଲାଙ୍ଗିର ଜିଲ୍ଲା ମୁରିବାହାଲ୍ ବ୍ଲକ୍ ଅନ୍ତର୍ଗତ ହଲଦି ଛକ ଠାରେ ପ୍ରଧାନ ମନ୍ତ୍ରୀ ଫସଲ ବୀମା ରାଶିରୁ ବଞ୍ଚିତ ଥିବା ଚାଷୀବୃନ୍ଦ ଙ୍କ ୮୦ ଘଣ୍ଟାରୁ ଉର୍ଦ୍ଧ ହେବ ରାଜରାସ୍ତା ଅବରୋଧ ଜାରୀ ରହିଛି। ଫସଲ ବୀମା ରାଶି ପ୍ରଦାନ ରେ ଅହେତୁକ ବିଳମ୍ବ ଯୋଗୁଁ ତଥା ଯୋଗ୍ୟ ତାଲିକାରେ ଥାଇ ମଧ୍ୟ ବୀମା ରାଶି ପାଇ ନ ଥିବାରୁ ହଲଦି ଗ୍ରାମ ପଞ୍ଚାୟତ, ଲେବଡ଼ା ଗ୍ରାମ ପଞ୍ଚାୟତ ଓ ବାଙ୍କେଲ୍ ଗ୍ରାମ ପଞ୍ଚାୟତର ମିଳିତ ଚାଷୀ ବୃନ୍ଦ ହଲ୍ଡି ସମିତି ସଭ୍ୟ ଟୁନା ମଣି ମହାନନ୍ଦ,କୃଷକ ନେତା ସିଦ୍ଧେଶ୍ୱର ଦାସ, ଦୁଷ୍ମନ୍ତ ବାଗଙ୍କ ନେତୃତ୍ୱରେ ଚାଲିଥିବା ଧାରଣା ଆଜି ଚତୁର୍ଥ ଦିନରେ ପହଞ୍ଚିଛି।ଏହି କାର୍ଯ୍ୟକ୍ରମର ଚାଷୀ ହେମ ସାଗର ସାହୁ, ହଲଦି ପୂର୍ବତନ ସରପଂଚ ହୃଷିକେଶ ବାଗ, ସମିତି ସଭ୍ୟ ଦୁଷ୍ମନ୍ତ ବାଗ,ଧନେଶ୍ଵର ମାଝୀ, ପର୍ଥରାମ୍ ଭୋଇ, ଚତୁର ମହାନନ୍ଦ, 

ତୁଳସୀ ରାମ ଭୋଇ, ଉତ୍ତମ ମହାନନ୍ଦ, ଶଶି ମହାନନ୍ଦ, ଉପେନ୍ଦ୍ର ଦୀପ, ଦିନେଶ କୁମ୍ଭାର,ସୁଦର୍ଶନ ମହାକୁଡ଼, ଯଶୋବନ୍ତ ମହାନନ୍ଦଙ୍କ ସମେତ ଶତାଧିକ ଚାଷୀ ଧାରଣାରେ ବସିଛନ୍ତି। ରାତିରେ ଚାଷୀ ମାନେ ରାସ୍ତାରେ ଶୋଇ ରହିଛନ୍ତି।ଧାରଣାସ୍ଥଳ କୁ ମୁରିବାହାଲ ବ୍ଲକ୍ ଅଧକ୍ଷ, ମୁରିବାହାଲ୍ ତହସିଲଦାର ଯାଇ ବୁଝାସୁଝା କରିଛନ୍ତି। ମୁରିବାହାଲ୍ ପୋଲିସ ଧାରଣା ସ୍ଥଳରେ ଉପସ୍ଥିତ ଥିବା ବେଳେ ଜିଲ୍ଲାପାଳ କିମ୍ବା ଉପଜିଲ୍ଲାପାଳ ଆସି ଲିଖିତ ପ୍ରତିଶ୍ରୁତି ନ ଦେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଚାଷୀ ମାନେ  ରୋକଠୋକ୍ ଭବରେ ଶୁଣାଇ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like