-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ହତ୍ୟାକାଣ୍ଡର ଗୋଟି ଗୋଟି କରି ସବୁ ଡେମୋ ଦେଖାଉଛନ୍ତି ହତ୍ୟାକାରୀ।

19-Aug-2022



ବଲାଙ୍ଗିର (ପ୍ରେରଣା ଖବର) ହତ୍ୟାକାଣ୍ଡର ଗୋଟି ଗୋଟି କରି ସବୁ ଡେମୋ ଦେଖାଉଛନ୍ତି ହତ୍ୟାକାରୀ। ଏ ଲୋମଟାଙ୍କୁରା ଦୃଶ୍ୟ ହେଉଛି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲ ପରିସରର । ଗତ ୧୬ ତାରିଖ ଦିନ ସୁଦପଡାର ଅଜୁଦୋରାଙ୍କୁ ବିଭତ୍ସ ଭାବରେ ହତ୍ୟା କରି ଫେରାର ମାରିଥିଲେ ହତ୍ୟାକାରୀ ।

ମାଁ ର ଆଖି ସାମ୍ନାରେ ପୁଅକୁ କରିଥିଲେ ହତ୍ୟା । ପୁଅ ଅଜୁ ଦୋରାର ମୃତ୍ୟୁ ହୋଇଥିବା ବେଲେ, ମାଁ ଜୟନ୍ତି ଦୋରା ଗୁରୁତର ଅବସ୍ଥାରେ ହସପିଟାଲରେ ଭର୍ତ୍ତି ହୋଇଥିଲେ । ବଲାଙ୍ଗିର ଟାଉନ ପୋଲିସ ହତ୍ୟା ମାମଲା ରୁଜୁ କରିବା ସହିତ, ତଦନ୍ତ ଜାରୀ ରଖିଥିଲା । ମାତ୍ର ଚାରିଦିନରେ  ୪ ଜଣ ହତ୍ୟାକାରୀଙ୍କୁ କାବୁ କରିବାରେ ସଫଲ ହୋଇଥିଲା ବଲାଙ୍ଗିର ପୋଲିସ । 

ବଲାଙ୍ଗିର ଏସ.ପି ନୀତିନ କୁସଳକର ସାମ୍ୱାଦିକ ସମ୍ମିଳନୀରେ ପୂରା ହତ୍ୟାକାଣ୍ଡର ସୂଚନା ଦେଇଛନ୍ତି । ପାରିବାରିକ ଝଗଡାରୁ ନିଜ ଦାଦା(କାକା) ପୁଅ ଭାଇ ଅଜୁ ଦୋରାକୁ ମୁନା ଦୋରା ହତ୍ୟା କରାଇଥିଲା । ଭାଇ ମୁନା ଦୋବା ସହିତ ରାହୁଲ ପାଣିଗ୍ରାହୀ, ସୋମ ପୁଜିଂ ଓ ଚନ୍ଦ୍ର ପଧାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । କେମିତି ଧରାପଡିଲେ ହତ୍ୟାକାରୀ, ଏ ନେଇ ଆଜି ଏକ ପ୍ରେସ ମିଟ ମାଧ୍ୟମରେ ସୂଚନା ଦେଇଛନ୍ତି ବଲାଙ୍ଗିର ଏସ୍ ପି ନୀତିନ୍ କୁଶଳରେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026

You Might Also Like