-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||     

HOME   ଜିଲ୍ଲା

ସଂସ୍କାର ଭାରତୀ ବଲାଙ୍ଗିରରେ ଜନ୍ମାଷ୍ଟମୀ ପାଳିତ

19-Aug-2022



ବଲାଙ୍ଗିର(ପ୍ରେରଣା ଖବର)-ସ୍ଥାନୀୟ ଗାନ୍ଧୀ ନଗର ଜୁହ୍ନାଡିହି, ବଲାଙ୍ଗିର ଠାରେ ସଂସ୍କାର  ଭାରତୀ ବଲାଙ୍ଗିର ଆନୁକୁଲ୍ୟରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସାହର ସହ ପାଳିତ ହୋଇଯାଇଛି । ଏ ଅବସରରେ ଏକ କୃଷ୍ଣଲିଳା ବେଷ ପ୍ରଦର୍ଶନ କାର୍ଯ୍ୟକ୍ରମରେ ବଲାଙ୍ଗିର ର ବିଭିନ୍ନ ଅଂଚଳର ଅନେକ ଛୋଟ ଛୋଟ ପୁଅ - ଝିଅମାନେ ଭାଗ ନେଇ ନିଜକୁ ରାଧା, କୃଷ୍ଣ, ସୁଦାମା, ବଳରାମ, ଯଶୋଦା ତଥା ନନ୍ଦରାଜା ଭାବରେ ବିଭିନ୍ନ ରଙ୍ଗ ବେରଙ୍ଗ ବେଶ ପୋଷାକରେ ସଜେଇ ହୋଇ ଏକ ରଙ୍ଗମୟ ପରିବେଶ ସୃଷ୍ଟି କରିଥିଲେ । ସ୍ଥାନୀୟ ରାଧାକୃଷ୍ଣ ମନ୍ଦିରରେ ପୂଜାର୍ଚ୍ଚନା ପରେ ସମସ୍ତ କୃଷ୍ଣଲିଳା ବେଶଧାରୀ ଶିଶୁଗଣଙ୍କୁ କିର୍ତ୍ତନ୍ୟ ଦଳର ଖୋଳ କରତାଳ ଓ ଭଜନ ସହ ନଗର ପରିକ୍ରମା କରିବା ସହ ଶ୍ରଦ୍ଧାଳୁ ନଗରବାସୀ ନିଜ ନିଜ ଦ୍ୱାର ସମ୍ମୁଖରେ ପୂର୍ଣ୍ଣକୁମ୍ଭ ସ୍ଥାପନ ପୂର୍ବକ ଧୂପ, ଦୀପ, ନୈବେଦ୍ୟ ଓ ଫୁଲ ଚନ୍ଦନ ଦେଇ କୃଷ୍ଣଲିଳା ବେଶ ଧାରୀ ବାଳକ - ବାଳିକାମାନଙ୍କୁ ବନ୍ଦାପନା କରିବାର ଏକ ମନୋରମ ଦୃଶ୍ୟ ଆମ ସାଂସ୍କୃତିକ ପରଂପରାକୁ ସ୍ମରଣ କରାଇ ଦେଉଥିଲା । ତାପରେ ସଭା କାର୍ଯ୍ୟରେ ସଂସ୍କାର ଭାରତୀ ବଲାଙ୍ଗିର ର ସାଧାରଣ ସଂପାଦକ ଦିଲ୍ଲୀପ କୁମାର ସିଂହଦେଓ ଆଜିର ଯୁଗରେ ପରମ ଯୋଗୀ ଶ୍ରୀକୃଷ୍ଣଙ୍କ ମହାତାଦର୍ଶର ପ୍ରାସଙ୍ଗିକତା ସମ୍ବନ୍ଧରେ ପ୍ରତିଭାଗି ତଥା ଅଭିଭାବକ ଓ ଅଭିଭାବକମାନଙ୍କୁ ଆଲୋକପାତ କରିଥିଲେ । ସଭାପତି ବାସୁଦେବ ମେହେର ସଭାକାର୍ଯ୍ୟ ପରିଚାଳନା କରିଥିଲେ । ଜିଲ୍ଲା ସଂଯୋଜକ ପ୍ରଭାକର ମିଶ୍ର, କାର୍ଯ୍ୟକାରୀ ସଂପାଦକ ମଳୟ ତ୍ରିପାଠୀ, ଉପସଭାପତି ମୁରଲିଧାରୀ ପତି, କୋଷାଧ୍ୟକ୍ଷ ମାନସ ରଂଜନ ସାହୁ, ସଭ୍ୟ ନିରଂଜନ ରଥ, ବୁଦ୍ଧିସାଗର ଯୋଷୀ, ରାହାସ ବିହାରୀ ଭୋଇ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଡ. ବ୍ରଜ କିଶୋର ପଣ୍ଡା ମଂଚ ପ୍ରଦାନରେ ସହଯୋଗ କରିଥିଲେ ଓ ଆର୍ତ୍ତତ୍ରାଣ ବାଗ ଓ ସାଥି କିର୍ତ୍ତନ ରେ ସହଯୋଗ କରିଥିଲେ । ବିଭିନ୍ନ ବେଶ ପୋଷାକରେ ସୁସଜ୍ଜିତ ଶିଶୁମାନେ ମଂଚରେ ନିଜ ନିଜ ଚରିତ୍ରାଭିନୟ ପ୍ରଦର୍ଶନ କରିଥିଲେ ଓ ପରେ ପରେ ସେମାନଙ୍କୁ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପ୍ରଶସ୍ତି ପତ୍ର ପ୍ରଦାନ କରାଯାଇଥିଲା । ପରିଶେଷରେ ପ୍ରସାଦ ସେବନ ପୂର୍ବକ ଏହି ମନୋରମ କାର୍ଯ୍ୟକ୍ରମଟି ମହାନନ୍ଦରେ ପରିସମାପ୍ତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026

You Might Also Like