-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀରର ଦୁଇ ପ୍ରମୂଖ ଦେବୀ ପୀଠର ସୁରକ୍ଷା ପାଇଁ ଜନଜାଗରଣ ଅଭିଯାନ, ସମର୍ଥନର ହାତ ବଢ଼ାଇଲେ ଜିଲ୍ଲାର ବହୁ ସ୍ୱେଚ୍ଛାସେବୀ ସଂଗଠନ

20-Aug-2022



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗିରବାସୀଙ୍କ ଇଷ୍ଟଦେବୀ ତଥା ଭାବନା ବିଶ୍ବାସର ପ୍ରତୀକ ହେଉଛନ୍ତି ମାଁ ସମଲେଶ୍ୱରୀ l ତେବେ ବଲାଙ୍ଗିର ରେ ମାଁ ସମଲେଶ୍ୱରୀ ଓ ମାଁ  ପାଟଣେଶ୍ୱରୀଙ୍କ ମନ୍ଦିର ବର୍ତ୍ତମାନ ଅବହେଳିତ ହୋଇ ପଡିରହିଛି l ସାମାନ୍ୟ ବର୍ଷା ହେଲେ  ପାଟନେଶ୍ୱରୀ ମନ୍ଦିରକୁ ରାସ୍ତା ପାଣି ପ୍ରବେଶ

କରୁଥିବା ବେଳେ କିଛି ଦିନ ତଳେ ସମଲେଶ୍ୱରୀ ମନ୍ଦିର ର ଛାତ ରୁ ସିମେଣ୍ଟ ଅତଡା ଖସି ଥିଲା l ବିପଦସଙ୍କୁଳ ଅବସ୍ଥାରେ ପଡିଥିବା ଏହି ଦୁଇ ଦେବୀ ପୀଠର ସୁରକ୍ଷା ପାଇଁ ବର୍ତ୍ତମାନ 'କିଛି ସ୍ୱେଚ୍ଛାସେବୀ ସଂଗଠନ  ଅଣ୍ଟା ଭିଡିଛନ୍ତି l ବଲାଙ୍ଗୀରର ଏହି ଦୁଇ ପ୍ରମୂଖ ମନ୍ଦିର ସୁରକ୍ଷା ତଥା ନିର୍ମାଣ ନିର୍ମାଣ ପାଇଁ  ଜନଜାଗରଣ ଅଭିଯାନ ଆରମ୍ଭ କରାଯାଇଛି l ଜିଲ୍ଲାର ଏକାଧିକ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ଓ ସ୍ୱେଚ୍ଛାସେବୀ

ବୃନ୍ଦଙ୍କୁ ଆରମ୍ଭ ହୋଇଛି l ଦଳମତ  ନିର୍ବିଶେଷରେ ବଲାଙ୍ଗୀର ଜନତା  ଠୁ ଆରମ୍ଭ କରି ସଂଗଠନ  ନେତା,  ମନ୍ତ୍ରୀ ପ୍ରଶାସନ ପର୍ଯ୍ୟନ୍ତ  ସମସ୍ତଙ୍କୁ ନେଇ ମାଁ ଙ୍କ ମନ୍ଦିର ନିର୍ମାଣ କରାଯିବା ବୋଲି କୁହାଯାଇଛି l  ଏହି ଅଭିଯାନରେ ବଲାଙ୍ଗୀ ର ନାଗରିକ କମିଟି, ସ୍ୱାଭିମାନ ପରିବାର, ଯାଦବ ସମାଜ,ବଣୀକ ସଂଘ , ମାରୱାଡି ସମାଜ ,ବଲାଙ୍ଗିର ହୋଟେଲ ମାଲିକ ସଂଘ ,ରାଇଡର ଗ୍ରୁପ,ସିମାଇଲ ଫର ଅଲ ସଂଗଠନ  ପ୍ରମୂଖ ଏହି ଅଭିଯାନକୁ ସମର୍ଥନ କରିଛନ୍ତି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026

You Might Also Like