-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||     

HOME   ରାଜନୀତି

ବିଜୁ ଯୁବ ଜନତା ଦଳ ପୁନର୍ଗଠିତ, ହୀରାଲାଲ ବେହେରା ପୁନଶ୍ଚ ସାଧାରଣ ସମ୍ପାଦକ ମନୋନୀତ

20-Aug-2022



ସମ୍ବଲପୁର(ସଂଜୀପ ପାଣିଗ୍ରାହୀଙ୍କ ରିପୋର୍ଟ): ଆଗାମୀ ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବିଜୁ ଯୁବ ଜନତା ଦଳର ପୁନର୍ଗଠନ କରିଛନ୍ତି I ସଙ୍ଗଠନରେ କିଛି ନୂଆ ମୁହଁକୁ ସ୍ଥାନ ମିଳିଥିବା ବେଳେ ବହୁ ପୁରାତନ ‌ଯୁବନେତା ନିଜ ସ୍ଥିତି ବଜାୟ ରଖିବାରେ ସକ୍ଷମ ହୋଇଛନ୍ତି I ତେବେ ଦଳର ଏହି ପୁନର୍ଗଠନରେ ସମ୍ବଲପୁରର ବିଜେଡି ନେତା ହୀରାଲାଲ ବେହେରାଙ୍କୁ ପୁନଶ୍ଚ ସାଧାରଣ ସମ୍ପାଦକ ପଦବୀ ମିଳିଛି I ସଙ୍ଗଠନର ମହାସଚିବ ଏଲିନା ଦାଶଙ୍କ ପଦ ମଧ୍ୟ ସୁରକ୍ଷିତ ରହିଛି I କମିଟିରେ କାର୍ଯ୍ୟକାରୀ ସଭାପତି ଭାବେ ବୈକୁଣ୍ଠନାଥ ନାୟକ, ଶୁଭେନ୍ଦୁ ମଙ୍ଗରାଜ ଓ ଧୃତିରଂଜନ ମାର୍ଥାଙ୍କୁ ନିଯୁକ୍ତି ମିଳିଛି I ସେହିପରି ବରିଷ୍ଠ ଉପସଭାପତି ଭା‌ବେ ଜ୍ୟୋତିର୍ମୟୀ ପରିଡ଼ା, ସୁବାସ ଚନ୍ଦ୍ର ନାୟକ, ମଣ୍ଟୁ ନାୟକ, ଜୋନ୍ ସଭାପତି ଭାବେ ଭୁବନେଶ୍ୱର ପାଇଁ ବିଜୟ କେତନ ସାହୁ, କଟକ ପାଇଁ ଶୁଭ୍ରାଂଶୁ ନାରାୟଣ ମିଶ୍ର, ଗଞ୍ଜାମ ପାଇଁ ନଚିକେତା ସ୍ୱାଇଁ, ବଲାଙ୍ଗୀର ପାଇଁ ମନୀନ୍ଦ୍ର ମହାନ୍ତି, କୋରାପୁଟ ପାଇଁ ତାପସ ତ୍ରିପାଠୀ, ବାଲେଶ୍ୱର ପାଇଁ ଜୟରାମ ଦାସ ଓ ସମ୍ବଲପୁର ପାଇଁ ଯୁବ ନେତା ଦେବାଶିଷ ପରିଡ଼ାଙ୍କୁ ପୁନଶ୍ଚ ନିଯୁକ୍ତି ମିଳିଛି I ଜଣେ ମହାସଚିବ, ୩ ଜଣ କାର୍ଯ୍ୟକାରୀ ସଭାପତି, ୩ ଜଣ ବରିଷ୍ଠ ଉପ ସଭାପତି, ୭ ଜଣ ଜୋନ ସଭାପତି, ୧୩ଜଣ ଉପସଭାପତି, ୪୬ଜଣ ସାଧାରଣ ସମ୍ପାଦକ, ୬୩ଜଣ ସମ୍ପାଦକ, ୨୩ଜଣ ଯୁଗ୍ମ ସମ୍ପାଦକ ଓ ୩୫ଜଣ ଜିଲ୍ଲା ସଭାପତିଙ୍କୁ ନେଇ ଏକ ବଡ଼ ଟିମ୍‌ ଗଠନ କରାଯାଇଛି I ତେବେ ହୀରାଲାଲ ବେହେରା ପୁନଶ୍ଚ ରାଜ୍ୟ ସାଧାରଣ ସମ୍ପାଦକ ମନୋନୀତ ହେବାପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି I ଅନ୍ୟପକ୍ଷରେ ତାଙ୍କୁ ଏହି ଏହି ଗୁରୁ ଦାୟିତ୍ୱ ପଦବୀ ପୁନଶ୍ଚ ପ୍ରଦାନ କରିଥିବାରୁ ଶ୍ରୀ ବେହେରା ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ବରିଷ୍ଠ ଉପ ସଭାପତି ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ରାଜ୍ୟ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପର୍ଯ୍ୟବେକ୍ଷକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ଶିକ୍ଷା ମନ୍ତ୍ରୀ ଇଂ. ରୋହିତ ପୂଜାରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାଶ, କୁଚିଣ୍ଡା ବିଧାୟକ କିଶୋର ନାୟକ, ବିଜେଡି ଜ଼ିଲ୍ଲା ସଭାପତି ଇଂ. ସିଦ୍ଧାର୍ଥ ଦାସ ଙ୍କୁ ଧନ୍ୟବାଦ୍ ତଥା କୃତଜ୍ଞତା ଜ୍ଞାପନ କରିଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026

You Might Also Like