-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||     

HOME   ଜିଲ୍ଲା

ଖଲିଆପାଲି ବିଦ୍ୟାଳୟରେ ଡାଇରିଆ ଓ ମ୍ୟାଲେରିଆ ସଚେତନତା କାର୍ଯ୍ୟକ୍ରମ

20-Aug-2022



ବଲାଙ୍ଗିର(ପ୍ରେରଣା ଖବର)- ଆଗଲପୁର ବ୍ଲକ ଅନ୍ତର୍ଗତ ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜୁନିଅର ରେଡକ୍ରସ ଓ ଇକୋ କ୍ଲବ ଆନୁକୂଲ୍ୟରେ ଡାଇରିଆ ଓ ମ୍ୟାଲେରିଆ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ  ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା ଦୂର୍ଯ୍ୟୋଧନ ପଶାୟତ ଅଧ୍ୟକ୍ଷତା କରି ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମର ଉ୍‌ଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଡାଇରିଆରୁ ରକ୍ଷା ପାଇବାପାଇଁ ସର୍ବଦା

ହାତକୁ ସାବୁନରେ ଭଲ ଭାବରେ ଧୋଇବା,ଯୋତା ପିନ୍ଧି ଶୌଚାଳୟର ବ୍ୟବହାର କରିବା, ହେଲୋଜେନ ବଟୀକା ପଡିଥିବା ପାଣି ବା ବିଶୁଦ୍ଧ ଫୁଟା ପାଣି ପିଇବା, ତଟକା ଓ ଗରମ ଖାଦ୍ୟ ଖାଇବା, ତରଳ ଝାଡା ହେଲେ ଓଆରସର ବ୍ୟବହାର କରିବା ଏବଂ ମ୍ୟାଲେରିଆରୁ ରକ୍ଷା ପାଇବା ପାଇଁ ପ୍ରତିଦିନ ମଶାରୀ ଟାଙ୍ଗି ଶୋଇବା, ଘର ପାଖ ବୁଦା ସଫା କରିବା ଓ ଆବର୍ଜନା ତଥା ମଇଳା ପାଣି ଜମି ବାକୁ ନ ଦେବା, ଘର ବାହାର  ସଫା ରଖି

ଧୁପଦାନୀ ର ବ୍ୟବହାର କରିବା ସହ ଆବଶ୍ୟକ ହେଲେ ସ୍ୱାସ୍ଥ୍ୟ କର୍ମି ଓ ଡାକ୍ତରଙ୍କ ପରାମର୍ଶ ନେବା ପାଇଁ ପ୍ରଧାନଶିକ୍ଷକ ଶ୍ରୀପଶାୟତ ବୁଝଥିାଇଥିଲେ । ଏଥି ସହିତ ହାତ ଧୁଆର ୬ ଗୋଟି ସୋପାନକୁ ଛାତ୍ରଛାତ୍ରୀ ମାନଙ୍କୁ ତାଲିମ ଦିଆ ଯାଇଥିଲା । କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ସଂଗୀତା ସାହୁ,ଧୀରେନ୍ଦ୍ର କୁମାର ସାହ. ଜ୍ୟୋର୍ତିମୟ ମିଶ୍ର ଓ ସନ୍ତୋଷ କୁମାର ପାଇକ ଚନ୍ଦନ, କମିଟୀ ଚେୟାରମ୍ୟାନ ରଧେଶ୍ୟାମ କରନ ପ୍ରମୁଖ ସହଯୋଗ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026

You Might Also Like