-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର (ପ୍ରେରଣା ଖବର): ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||     

HOME   ଜିଲ୍ଲା

ପାଟଣାଗଡ କଳସ ସୁନା ଦୋକାନରୁ ଡକାୟତ ଘଟଣା,୧୫ ଦିନ ପରେ ବି ମୁଖ୍ୟ ଆସମୀକୁ ଧରିବାରେ ପୁଲିସ ବିଫଳ, ଅଣାୟତ ଆଇନ ଶୃଙ୍ଖଳାକୁ ନେଇ ଭୟଭୀତ ସହରବାସୀ

20-Aug-2022



ପାଟଣାଗଡ (ପ୍ରେରଣା ଖବର) ପାଟଣାଗଡ ଥାନା ଅଚଂଳରେ ବିଗିଡିବାରେ ଲାଗିଛି ଆଇନ ଶୃଙ୍ଖଳା, ପୁଲିସକୁ ଖୋଲା ଚେଲେଞ୍ଜ ଦେଇ ଦୃବୃତ୍ତ ଭିଆଉଛନ୍ତି ଅମାନବୀୟ କାଣ୍ଡ,ଯାହାକୁ ନେଇ ସ୍ଥାନୀୟ ଅଚଂଲରେ ଏକ ଭୟର ବାତାବରଣ ସୃଷ୍ଟି ହୋଇ ଥିବାବେଲେ ଏବେବି ପୁଲିସକୁ ଚକମା ଦେଇ କଲସ ସୁନା ଦୋକାନରୁ ଡକାୟତ କରିଥିବା ଦୃବୃତ୍ତ ମାନେ ଫେରାର ଅଛନ୍ତି l 

 ଏହାକୁ ନେଇ ସ୍ଥାନୀୟ ଅଚଂଳରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି । ମିଲିଥିବା ସୂଚନା ମୂତାବକ ଗତ ଅଗଷ୍ଟ ୫ ତାରିଖ,ପାଟଣାଗଡ ସହର ମୁଖ୍ୟ ରାସ୍ତାରେ ଥିବା ଅମୃତ କଳସ ସୁନା ଦୋକାନ । ସମୟ ପାଖାପାଖି ଅପରାହ୍ନ ୪ଟାରେ ୩ଟି ବାଇକରେ ୬ଜଣ ଯୁବକ ଆସି ପୁରା ଫିଲ୍ମ ଷ୍ଟାଇଳରେ ଦୋକାନ ମାଲିକଙ୍କୁ ବନ୍ଧୁକ ଦେଖାଇ ଲୁଟିନେଳେ ୧.୫ କେଜି ସୁନା ଅଳଙ୍କାର ଓ ୫୦ ହଜାର ଟଙ୍କା ।ପାଟଣାଗଡ ଥାନା ଠାରୁ ମାତ୍ର ୨୦୦ ମିଟର ଦୂରରେ ଘଟିଛି ଏପରି ଘଟଣା ଘଟିଥିଲେ ହିଁ ପୁଲିସକୁ ଖୋଲାଚେଲେଞ୍ଜ ଦେଇ ଦୃବୃତ୍ତ ମାନେ ଲୁଟିନେଲେ ଭଳିକି ଭଳି ସୁନା ହାର ଓ ହଜାର ହଜାର ଟଙ୍କା ।ଯାହାର ପୁରା ଦୃଶ୍ୟ ସିସିଟିଭି ଫୁଟେଜରେ କଏଦ ହୋଇଥିବା ଦେଖିବାକୁ ମିଲିଛି । ହେଲେ ଘଟଣାକୁ ଆଜି ୧୫ ଦିନରୁ ଉର୍ଦ୍ଧ ହୋଇଥିଲେହିଁ ଆଜି ପ୍ରର୍ଯ୍ୟନ୍ତ ଚୋରୀ ସମଗ୍ରୀ କିମ୍ବା ଏଥିରେ ସମ୍ପକ୍ତ ଡକାୟତ ମାନଙ୍କୁ ପୁଲିସ ଧରିବାରେ ବିଫଲ ହୋଇଛି ।ଅବଶ୍ୟ ଏହାର ୧୧ ଦିନପରେ ଅର୍ଥାତ ୧୬.୮.୨୦୨୨ରେ ପୁଲିସ ୪ଜଣ ଯୁବକକୁ ଗିରଫ କରି କୋର୍ଟ ଚାଲଣ କରିଛି ଏବଂ ସେମାନଙ୍କ ଠାରୁ ୪୨ ହଜାର ୫୦୦ ଟଙ୍କା ସହ ଡକାୟତ ରେ ବ୍ୟବହୃତ ଏକ ଦେଶୀ ବନ୍ଧୁକ, ୨ଟି ଜୀବନ୍ତ ଗୁଳି ଏବଂ ଗୋଟିଏ କଳା ପଲସର ବାଇକ ସହ ମୋବାଇଲ ଜବତ କରିଛି କିନ୍ତୁ ଏଥିରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତ ମାନଙ୍କୁ ଧରିବାରେ ବିଫଳ ହୋଇଛି ପୁଲିସ ଏବେବି ମୁଖ୍ୟ ଆସାମୀ ସହ ଅନ୍ୟମାନେ ଫେରାର ଥିବାରୁ ଭୟଭୀତ ଅବସ୍ଥାରେ ଥିବା କହିଛନ୍ତି ସୁନା ଦୋକାନ ମାଲିକ ମୁକେଶ ଜୈନ । ପୋଲିସ ଚୋରକୁ 

ଧରିପାରିଲା ଚୋରୀ ସମଗ୍ରୀ କାହିଁ ବୋଲି ପ୍ରଶ୍ନ କରୁଛନ୍ତି ।ତେବେ କେତେଦିନ ହେବ ପାଟନାଗଡ ଅଚଂଳରେ ଚୋର ଡକାୟତି ଭଳି ଘଟଣା ବୃଦ୍ଧି ପାଉଥୁବାରୁ ସ୍ଥାନୀୟ ପୁଲିସ ଲୋକଙ୍କ ବିଶ୍ୱାସ ହରାଇବାରେ ବସିଛି ।ସହରରେ କେମିତି ଆଇନ ଶୃଙ୍ଖଳା ପରିସ୍ଥିତି ଶାନ୍ତି ଶୃଙ୍ଖଲା ରହିବା ସେନେଇ ରାଜ୍ୟ ପୋଲିସ ଡିଜି ଅଭୟ କୁମାର ସହ ଆଇନମନ୍ତ୍ରୀ ଜଗନ୍ନାଥ ସାରକା ଦୃଷ୍ଟି ଦେବାକୁ ସ୍ଥାନୀୟ ଲୋକେ ଦାବୀ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର (ପ୍ରେରଣା ଖବର): ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026

You Might Also Like