-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||     

HOME   ଜିଲ୍ଲା

ନ୍ୟାୟ ଦାବିରେ ପ୍ରେମିକ ର ଘର ଆଗରେ ପ୍ରେମିକାର ଧାରଣା

20-Aug-2022



ଗଞ୍ଜାମ : ପ୍ରେମ, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ସହ ପ୍ରେମିକାକୁ ଧୋକା ଦେବା ଘଟଣା ଦିନକୁ ଦିନ ସମାଜରେ ବୃଦ୍ଧି ପାଇବାରେ ଲାଗିଛି l କେଉଁଠି ପ୍ରେମିକା ନ୍ୟାୟ ଦାବିରେ ଆଇନ ର ଆଶ୍ରୟ ନେଉଛନ୍ତି ତ କେଉଁଠାରେ ପ୍ରେମିକା କିଛି ଉପାୟ ନପାଇ ପ୍ରେମିକର ଘର ଆଗରେ ଧାରଣା ଦେଉଥିବା ଦେଖିବାକୁ ମିଳୁଛି l ସେହିଭଳି ଆଜି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଆସିକା ଥାନା ନଳବଣ୍ଟା ଗ୍ରାମର ନୃସିଂହ ମନ୍ଦିର ସାହିରେ l ସାହିର ନରସିଂହ ପ୍ରଧାନଙ୍କ ଘର ଆଗରେ ନ୍ୟାୟଦବୀରେ ଯାଜପୁର ଜିଲ୍ଲା ଶାସନପଡା ଗ୍ରାମର ଗୀତା ମଲ୍ଲିକ ଧାରଣା ବସିଛନ୍ତି l ଏକ ବର୍ଷ ତଳେ ଉଭୟ ତାମିଲନାଡୁ ପରମେଶ୍ୱର ପଲ୍ଲିମରେ ଟେଲରିଙ୍ଗ କାମ କରୁଥିଲେ l ସେଠାରେ ଉଭୟଙ୍କ ମଧ୍ୟରେ ପ୍ରେମସମ୍ପର୍କ ଗଢି ଉଠିଥିଲା l ନରସିଂହ ଗୀତାଙ୍କୁ ବିବାହ ପ୍ରତିଶୃତି ଦେଇ

ଏକାଧିକ ସାରୀରିକ ସମ୍ପର୍କ ରଖିଥିବା ବେଳେ ଗତ ଏକ ମାସ ହେବ ନରସିଂହ ତାଙ୍କ ଫୋନ ଉଠାଉ ନଥିବା ଅଭିଯୋଗ କରିଛନ୍ତି ଗୀତା l ସେପଟେ ପ୍ରେମିକ ତାଙ୍କୁ ଧୋକା ଦେଇ ଅନ୍ୟତ୍ର ବିବାହ କରୁଥିବା ଖବର ପାଇବା ପରେ ପ୍ରମିକା ନ୍ୟାୟ ଦାବିରେ ପ୍ରେମିକ ର ଘର ଆଗରେ ବସିଥିବା ଦେଖିବାକୁ ମିଳିଛି l ଅନ୍ୟପଟେ ଖବର ପାଇ ଆସିକା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଥିବା ସୂଚନା ମିଳିଛି l 

(ଗଞ୍ଜାମରୁ ଭଗବାନ ପାଢ଼ୀ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026

You Might Also Like