-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

କୁଞ୍ଜଳତା ପଣ୍ଡାଙ୍କ ହୃଦଘାତରେ ପରଲୋକ

27-Nov-2020



 

ବଲାଙ୍ଗୀର, (ପ୍ରେରଣା ଖବର) - ସ୍ଥାନୀୟ ବରପାଲି ପଡ଼ା ରେ ରହୁଥିବା ବାଙ୍କା ବିହାରୀ ପଣ୍ଡା ଙ୍କ ସ୍ତ୍ରୀ କୁଞ୍ଜଳତା ପଣ୍ଡା ୬୭ବର୍ଷ ବୟସରେ ପରଲୋକ ହୋଇଯାଇଛି। ତେବେ ସୂଚନା ଅନୁସାରେ ଗତ ୨୫,୧୧,୨୦୨୦ରେ କଞ୍ଜଳତା ଅସୁସ୍ଥ ଅନୁଭବ କରିବାରୁ ପ୍ରଥମେ ବଲାଙ୍ଗୀର ଭୀମଭୋଇ ଓ ପରେ ବରଗଡ଼ ବିକାଶ ହସ୍ପିଟାଲ କୁ ସ୍ଥାନାନ୍ତରିତ କରାଯାଇଥିଲା। ଯେଉଁଥିରେ ଦୁଇ ଦିନର ଚିକତ୍ସା ପରେ ଗତ ୨୬,୧୧,୨୦୨୦ ରାତ୍ରି ୯ଟାରେ ହୃଦ ଘାତରେ ବରଗଡ଼ ହସ୍ପିଟାଲ ରେ ମୃତ୍ୟୁ ବରଣ କରିଛନ୍ତି।ଏବଂବରଗଡ଼ ରୁ ଆଜି ସକାଳୁ ତାଙ୍କ ମରଶରୀର ରହୁଥିବା ନିଜ ଘରକୁ ଫେରିଲା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ତେବେ କଞ୍ଜଳତା ପଣ୍ଡା ଜଣେ ମେଳାପୀ, ପରୋପକାରୀ,ସହୃଦୟଶୀଳ ମହିଳା ଥିଲେ। ଯାହା ତାଙ୍କ ବିୟୋଗରେ ବରପାଲି ପଡ଼ା ସମେତ ସହର ମଧ୍ୟରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।ଓ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ପାଇଁ ନିକଟସ୍ଥ ବ୍ରାହ୍ମଣ ପଡ଼ା ସବାଦାହ ରେ ସମ୍ପର୍ଣ୍ଣ ହୋଇଛି।ସବାଦାହ ସମୟରେ ତାଙ୍କ ତିନୋଟି ପୁଅ ଶ୍ରୀମଣ୍ତ ପଣ୍ଡା,ସୁଶାନ୍ତ ପଣ୍ଡା,ସୁଜିତ ପଣ୍ଡା, ଙ୍କ ସହ ତାଙ୍କ ସମ୍ପର୍କୀୟ ଉପସ୍ଥିତ ଥିଲେ। ଅନ୍ୟପଟେ ବରପାଲି ପଡ଼ା ର ବାଙ୍କା ବିହାରୀ ପଣ୍ଡା ବଲାଙ୍ଗୀର ପିପି ଏକ୍କାଡେମୀ ହାଇସ୍କୁଲ ର ପୂର୍ବତନ ହେଡମାଷ୍ଟର ଭାବେ ଅବସରପ୍ରାପ୍ତ ଅଧକ୍ଷ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like