-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||     

HOME   ଜିଲ୍ଲା

ମହିଳା ଏସ. ସି .ଏସ. ଓ. ଙ୍କୁ ଯୌନ ନିର‌୍ୟାତନା ଘଟଣା- ପିଡ଼ିତା ଙ୍କୁ ଭେଟି ଆଲୋଚନା କଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ

20-Aug-2022



ବଲାଙ୍ଗୀର,  ଜିଲ୍ଲା ଯୋଗାଣ ବିଭାଗର ମହିଳା ଅଧିକାରୀଙ୍କୁ ଯୌନ ନିର‌୍ୟାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି । ଆଜି ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର‌୍ୟ୍ୟକାରୀ ସଭାନେତ୍ରୀ ବଂଲତ ମାଝୀଙ୍କ ନେତୃତ୍ୱରେ ଏକ ଦଳ  ପିଡ଼ିତା ଙ୍କୁ ଦେଖା କରି ସହଯୋଗର ହାତ ବଢ଼ାଇଛି । ସଙ୍ଘ ନେତ୍ରୀ ଶ୍ରୀମତୀ ମାଝୀ ଘଟଣାକୁ ତୀବ୍ର ନିନ୍ଦା କରିବା ସହ ଦୋଷୀ ଉପରେ ତୁରନ୍ତ କାର‌୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ।
ଶ୍ରୀମତୀ ମାଝୀ ନିଜ ପ୍ରତିକ୍ରିୟାରେ ଆହୁରି କହିଛନ୍ତି ଯେ, ଜିଲ୍ଲା ଯୋଗାଣ ବିଭାଗ  ମୁଖ୍ୟ ଅଧିକାରୀ (ସି ସି ଏସ ଓ ) ମୀର ରାଜା ଅଲ୍ଲୀ ଙ୍କ ବିରୋଧରେ ଜଣେ ଆଦିବାସୀ ମହିଳା ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ଲକ୍ଷ୍ୟାଧିକ ଟଙ୍କା ଲାଞ୍ଚ ମାଗିବା, ବେଆଇନ ଭାବେ ବିଳମ୍ବିତ ରାତି ଯାଏ କାର‌୍ୟ୍ୟାଳୟ ରେ କାମ କରାଇବା, ଅଶାଳୀନ ମନ୍ତବ୍ୟ ଦେବା ସହିତ  ଶାରିରୀକ ମାନସିକ ନିର‌୍ୟାତନା ଦେବା ଭଳି ଗମ୍ଭୀର ଅଭିଯୋଗ ହୋଇଛି । ପ୍ରଥମେ  ଜିଲ୍ଲା ପ୍ରଶାସନ ମହିଳା କର୍ମଚାରୀଙ୍କ ଅଭିଯୋଗ ଉପରେ କାନ ବନ୍ଦ କରିଦେବ ପରେ ,  ଉକ୍ତ ଆଦିବାସୀ ମହିଳା ଅଧିକାରୀ ଜଣକ ବାଧ୍ୟ ହୋଇ ଗତ ତା.୯-୮-୨୨ରିଖରେ ବଲାଙ୍ଗୀର ଟାଉନ ଥାନାରେ ଅଭିଯୋଗ କରିଥିଲେ । ଯାହା କେଶ ନଂ.୦୪୦୪ ତା.୯.୮.୨୨ ସେକ୍ସନ ୨୯୪,୩୫୪(ଇ),୫୦୬, ଆଦିବାସୀ ହରିଜନ ନିର‌୍ୟାତନା ନିବାରଣ ଆଇନ ଧାରା-୩(୧)(କ୍ସ),୩(୧)(ଗ୍ଦ),୩(୨)(ଙ୍ଖବ) ରେ ପଞ୍ଜିକୃତ ହୋଇଛି । ଘଟଣାକୁ ଦୀର୍ଘ ୧୧ ଦିନ ବିତିଯାଇଥିଲେ ସୁଦ୍ଧା ଦୋଷୀକୁ ଖୋଜି ପାଉ ନଥିବା ପୋଲିସ କେବଳ ତଦନ୍ତ ନାଁ ରେ ଦିନ ଗଡାଉଛି । ନିର‌୍ୟାତିତା ନ୍ୟାୟ ପାଇଁ ବାର ଦୁଆର ହେଉଥିବା ବେଳେ  ଅଭିଯୁକ୍ତ ବେଫିକର ବୁଲୁଛି ।  ଜିଲ୍ଲା ପୋଲିସ ଓ ପ୍ରଶାସନ ତଦୃପ କାର‌୍ୟ୍ୟକଳାପ ରେ  ଜିଲ୍ଳା ଆଦିବାସୀ କଲ୍ୟାଣ ସଂଘ କ୍ଷୋଭ ପ୍ରକାଶ କରିଛି । ସଂଘ ଆଜି ପିଡ଼ିତା ଘରକୁ ଯାଇ ପିଡ଼ିତାଙ୍କୁ ଭେଟି ଏ ବିଷୟରେ ଆଲୋଚନା କରି ଉକ୍ତ ଘଟଣାର ନିରପେକ୍ଷ ତଦନ୍ତ କରି ଆଇନ ଅନୁଯାୟୀ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଦାବୀ କରିଛି । ଆଜିର ଏହି ଆଲୋଚନା ସମୟରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର କାର‌୍ୟ୍ୟକାରୀ ସଭାନେତ୍ରୀ ବନଳତା ମାଝୀ, ଯୁଗ୍ମ ସମ୍ପାଦକ  ଗିରିରାଜ ଭୋଇ,ବଲାଙ୍ଗିର ବ୍ଲକ ଉପସଭାପତି  ଅଚ୍ୟୁତ ଧରୁଆ ପ୍ରମୁଖ ଉପସ୍ଥିତ ଥିଲେ । ତେବେ ଘଟଣାର ନିରପେକ୍ଷ ତଦନ୍ତ କରି ଦୋଷୀ ଉପରେ ଯଥାଶୀଘ୍ର କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରାନଗଲେ ଆଗାମୀ ଦିନରେ ସଂଘ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛି ।
 


News Comment




Photo in News

Advertisment
Lastest News
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026

You Might Also Like