-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁରୀ ସାହିତ୍ୟର ବ୍ୟାପ୍ତି ଓ ଗଭୀରତା ଅକଳନୀୟ 

21-Aug-2022



ବରଗଡ଼:-ସମ୍ବଲପୁରୀ କାବ୍ୟ କବିତା ଯେପରି ଉନ୍ନତ ଓ ସୁଦୂରପ୍ରସାରୀ ଗଦ୍ୟ ସାହିତ୍ୟ ମଧ୍ୟ ସେହିପରି ସମୃଦ୍ଧ ଓ ଆକର୍ଷଣୀୟ ।ଶ୍ରଦ୍ଧାଶୀଳ  ଲେଖକ ଓ ହୃଦୟଗ୍ରାହୀ ପାଠକଙ୍କ ସମନ୍ମୟ ଯୋଗୁଁ ସମଲପୁରୀ ସାହିତ୍ୟ ର ବ୍ୟାପ୍ତି ଓ ଗଭୀରତା ଆକଳନୀୟ ବୋଲି ପୁସ୍ତକ ଉନ୍ମୋଚନ ସଭାରେ ବକ୍ତା ମାନେ ମତ ବ୍ୟକ୍ତ କରିଥିଲେ ।ସମ୍ଵଲପୁରୀ ସାହିତ୍ୟ ପରିଷଦ ବରଗଡ଼ ଦ୍ୱାରା ଆୟୋଜିତ ତଥା ପ୍ରଫେସର କେଶ ରଂଜନ ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ପରିସରରେ ଅନୁଷ୍ଠିତ ପୁସ୍ତକ ଉନ୍ମୋଚନ ଅବସରରେ ପ୍ରାକ୍ତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ମୁଖ୍ୟ ଅତିଥି ଓ ବିଧାୟକ ଦେବେଶ ଆଚାର୍ଯ୍ୟ ସମ୍ମାନୀତ ଅତିଥି ରୂପେ ଯୋଗଦାନ କରି ସମ୍ବଲପୁରୀ ଭାଷା ରେ ଉନ୍ନତ ସାହିତ୍ୟ ସୃଷ୍ଟି ଯୋଗୁଁ ଏ ଭାଷାର ଭବିଷ୍ୟତ ଉଜ୍ଜ୍ବଳମୟ ବୋଲି ମତବ୍ୟକ୍ତ କରିଥିଲେ ।ଏହି ଅବସରରେ ସମଲପୁରୀ ସାହିତ୍ୟ ପରିଷଦ ର ଛଅ ମାସିକ ପତ୍ରିକା'କଥା ଆର୍ କଥାନି' କଥାକାର ଧନପତି ମହାପାତ୍ରଙ୍କ ଉପନ୍ୟାସ , 'ରିକସାବାଲା'ଓ ଗଳ୍ପ ସଂକଳନ ,'ଖେଲ୍ ନୁହେଁ ସରେ 'କୁ ଅତିଥିବୃନ୍ଦ ଉନ୍ମୋଚନ କରିଥିଲେ ।'କଥା ଆର୍ କଥାନି'ପତ୍ରିକା ର ସମୀକ୍ଷା କରିବାକୁ ଯାଇ ଅଧ୍ୟାପିକା ସଂଘମିତ୍ରା ମିଶ୍ର ଆମ ମାତୃଭାଷାର ପରିକ୍ଷା ନିରୀକ୍ଷା କରି ଉନ୍ନତ ଗଳ୍ପ ସୃଷ୍ଟି ହୋଇଛି ବୋଲି ମତ ରଖିଥିଲେ।ପ୍ରଫେସର ଡଃ ସୁଜିତ କୁମାର ପୃଷେଠ୍ 'ରିକସାବାଲା' ଉପନ୍ୟାସ ତଥା ଡଃ ଅଶୋକ କୁମାର ମହାପାତ୍ର 'ଖେଲ୍ ନୁହେଁ ସରେ' କଥାନି ପୁସ୍ତକର ଆଙ୍ଗୀକ ସମୀକ୍ଷା କରିଥିଲେ ।ପ୍ରାରମ୍ଭରେ ସଙ୍ଗୀତଜ୍ଞ ଶରତ ଚନ୍ଦ୍ର ପାଢ଼ୀଙ୍କ ପ୍ରାରମ୍ଭିକ ସଙ୍ଗିତ ଗାନ ପରେ ପରିଷଦର ସଂପାଦକ ଉତ୍ପନ୍ନ କୁମାର ଭୋଇ ସ୍ବାଗତ ଅଭିଭାଷଣ ଓ ସହ ସଂପାଦକ ତେଜରୁ ବାରିକ୍ ଅତିଥି ପରିଚୟ ପ୍ରଦାନ କରିଥିଲେ।ଏହି ଅବସରରେ କଥା ଆର୍ କଥାନି ରେ ସ୍ଥାନିତ କଥାନି ର ସ୍ରଷ୍ଟା ମାନଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ବିଧାୟକ ଶ୍ରୀ ଆଚାର୍ଯ୍ୟ ସମ୍ମାନୀତ କରିଥିଲେ। ଶେଷରେ ଅଧ୍ୟାପକ ସୁଶାନ୍ତ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ମଧ୍ୟାହ୍ନ ବିରତି ପରେ ଶ୍ରୀ ଶରତ ଚନ୍ଦ୍ର ପାଢ଼ୀ ଙ୍କ ସଭାପତିତ୍ବରେ ଦ୍ୱିତୀୟ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ଅଧ୍ୟାପକ ନାରାୟଣ ଭୋଇ ଓ କବିୟତ୍ରୀ ନମିତା ଯାଦବଙ୍କ ସଂଯୋଜନାରେ  ସମ୍ବଲପୁରୀ କବିତା  ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା।ଏଥିରେ ସର୍ବଶ୍ରୀ  ଡିଲେଶର ସାହୁ, ମୋହିତ ସାହୁ, ଗୈାର ଚରଣ ସା,ନିତ୍ୟାନନ୍ଦ ଭୋଇ,ରଞ୍ଜିତ ପ୍ରଧାନ, ଦିଲ୍ଲୀପ ସାହୁ, ଦେବାନନ୍ଦ ସାହୁ, କୁଶବନ୍ତ ଗଡତିଆ,ନମିତା ଦୀପ ଯାଦବ, କୁମୁଦ ବାରିକ, ସୁବାଷ ମେହେର, ସୁଦାମା ଠେଟୁଆ, ପ୍ରହଲ୍ଲାଦ ମେହେର, ବୁଦ୍ଧଦେବ ଠେଟୁଆ, ସ୍ୱର୍ଣ୍ଣପ୍ରଭା କର,ସୁହାନୀ ମେହେର, ସରୋଜ ସାହୁ, ବୈରାଗୀ ସାହୁ, ରସାନନ୍ଦ ଭୂଏ ,ସୁଶୀଲ ବୁଦ୍ଧିଆ, ସରୋଜ କୁମାର ଆଚାର୍ଯ୍ୟ, ତରଣିସେନ ପ୍ରଧାନ, ଦୈତାରୀ ବିଶ୍ୱାଳ,ସନ୍ତୋଷିନୀ ନାଗ,ମୁନିରାମ କୁମ୍ଭାର, ସୁରେଶ କୁମାର ଭୋଇ, ଡିଲେସ ମେହେର, ସୁରେନ୍ଦ୍ର ମେହେର, କ୍ଷେତ୍ରବାସୀ ମେହେର, ଉମେସ୍ ପ୍ରଧାନ,ସୁଶାନ୍ତ ଭୋସାଗର,ମୋହନ ମହାନନ୍ଦ ,ମନୋଜ ବାଗ,ମାନସ ରଞ୍ଜନ ଦାଶ, ଜଟାଧାରୀ ପଧାନ, ଲକ୍ଷ୍ମଣ ମଲ୍ଲିକ, ଗୋପାଳ ଭେସରା ପ୍ରମୁଖ ସ୍ୱରଚିତା କବିତା ପାଠ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like