-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||     

HOME   ଜିଲ୍ଲା

ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଉଦଯାପିତ

22-Aug-2022



ପଦ୍ମପୁର:(ନରହରୀ ବଗର୍ତ୍ତୀ) :ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁର ସଂକୁଳ ର ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଆଜି  ଉଦଯାପିତ ହୋଇଯାଇଛି । ମାନନୀୟ ଶ୍ରୀଯୁକ୍ତ ଦ୍ୱାଦଶ କୁମାର ପଧାନ ସଂକୁଳ ପ୍ରମୁଖ  ଦୀପ ପ୍ରଜ୍ୱଳନ  ପୂର୍ବକ ପୂଷ୍ପାର୍ଚ୍ଚନା  କରି କୃତି ଭାଇ ଭଉଣୀ ମାନଙ୍କୁ ପୁରସ୍କୃତ  କରି ମାର୍ଗ ଦର୍ଶନ ପୂର୍ବକ ଉଦଯାପନ ଘୋଷଣା କରିଥିଲେ ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଜ୍ଞାନ ପ୍ରମୁଖ ମମତା ଗୁରୁମା ବୃତ୍ତ କଥନ କରିଥିବା ବେଳେ ଚୈତନ୍ୟ ଗୁରୁଜୀ  ବିଦ୍ୟାମନ୍ଦିର ପ୍ରମୁଖ ଧନ୍ୟବାଦ ଅର୍ପଣ କରିଥିଲେ ।

ଉକ୍ତ ଜ୍ଞାନ ବିଜ୍ଞାନ ମେଳାରେ ସଂକୁଳରୁ ୧୮୮ ଜଣ ପ୍ରତିଭାଗୀ ପ୍ରକଳ୍ପ ପ୍ରଦର୍ଶନ, ପ୍ରଶଂମଞ୍ଚ,ପ୍ରୟୋଗ, ପତ୍ରବାଚନ ଓ ନିର୍ବନ୍ଧ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିଥିଲେ ସେଥିରୁ ୪୫ ଜଣ ବିଭାଗ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା କୁ ଉନ୍ନିତ ହୋଇଥିଲେ ।ଉଦଘାଟନୀ ଦିବସରେ କିଶୋର ବର୍ଗର ବିଭିନ୍ନ ପ୍ରଶ୍ନମଞ୍ଚ ଅନୁଷ୍ଠିତ ହୋଇଥିଲା ଏହି କାର୍ଯ୍ୟକ୍ରମ କୁ ୧୭ ଜଣ ପରିଚାଳକ ପରିଚାଳନା କରିଥିଲେ ।  ସମସ୍ତ ଗୁରୁଜୀ ଗୁରୁମାଙ୍କ ସହଯୋଗରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026
  ଜିଲ୍ଲା  
_ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   07-Oct-2026
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026

You Might Also Like