-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||     

HOME   ଜିଲ୍ଲା

ପାରଂପାରିକ ଟେରାକୋଟା ହନୁମାନ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ

22-Aug-2022



ସୁବର୍ଣ୍ଣପୁର-  ଏଠାକାର ନିଆରା ପର୍ବ ଲଙ୍କାପୋଡି ଆସନ୍ତା ୨୬.୮.୨୦୨୨ ତାରିଖ ଦିନ ପବିତ୍ର ଭାଦ୍ରବ ଅମାବସ୍ୟା ଦିନ ମହାସମାରୋହରେ ପାଳନ କରାଯିବ । ଏଥି ପୂର୍ବରୁ ଏହି ହଜି ଯାଉଥିବା ନିଆରା ପର୍ବକୁ ଉଦ୍ଜିବିତ କରିବାପାଇଁ ଆଜି ସ୍ଥାନୀୟ ଟାଉନ ହଲଠାରେ ସ୍କୁଲ ଛାତ୍ର ଛାତ୍ରୀ ମାନଂକ ମଧ୍ୟ୍ୟରେ ପାରଂପାରିକ ଟେରାକୋଟା ହନୁମାନ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଟିତ ହୋଇ ଯାଇଛି । ଏହି ଚିତ୍ରାଂକନ ପ୍ରତିଯୋଗିତାରେ ସହରର ବିଭିନ୍ନ ଶିକ୍ଷାନୁଷ୍ଠାନର ଦୁଇଶହରୁ ଉର୍ଧ ଛାତ୍ର ଛାତ୍ରୀ ଭାଗନେଇଥିଲେ । ପ୍ରଥମରୁ ପଂଚମ ଓ ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ର ଛାତ୍ରୀଂକୁ ଦୁଇଟି ଗୃପରେ ଭାଗକରାଯାଇ କନିଷ୍ଠ ବିଭାଗର କୁମାର ଆଦିତ୍ୟ ବେହେରା, କେନ୍ଦ୍ରିୟ ବିଦ୍ୟାଳୟ,ପ୍ରଥମ,   ମନୀଷା ମନସ୍ୱିନୀ ଭୋଇ, କିଡ୍ସ ଇଂରାଜୀ ବିଦ୍ୟାଳୟ, ଦ୍ୱିତୀୟ  ଓ ପ୍ରାନ୍ସି ପ୍ରିୟଦର୍ଶିନୀ ପୁଝାହାରୀ, ଆଇଡିଏଲ ପବ୍ଲିକ ସ୍କୁଲ , ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ , ବରିଷ୍ଠ ବିଭାଗରେ ପ୍ରଥମ ରଂଜନ ପଣ୍ତା, କିଡ୍ସ ଇଂରାଜି ବିଦ୍ୟାଳୟ, ଦ୍ୱିତୀୟ ସୁମିତ କୁମାର ମେହେର, ମହାରାଜା ହାଇସ୍କୁଲ, ଓ  ଶୋହନ ମେହେର , କିଡସ ଇଂରାଜି ବିଦ୍ୟାଳୟ, ତୃତୀୟ ସ୍ଥାନ ଅଧିକାର କରିଛନ୍ତି ।
ଲଙ୍କାପୋଡି ମହୋତ୍ସବ କମିଟି ଓ ନାଟ୍ୟଚକ୍ର ସୁବର୍ଣ୍ଣପୁରର ମିଳିତ ଉଦମ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାରେ ଚିତ୍ର ଶିଳ୍ପି ରୋହିତ ମହାପାତ୍ର , ସିଦ୍ଧାର୍ଥ ମିଶ୍ର ଓ ଅଂକିତା କଅଁର ବିଚାରକ ଭାବେ ଯୋଗଦେଇଥିଲେ । ପ୍ରତିଯୋଗିତାକୁ ମନୋଜ ବାରିକ, ଗୌରୀଶଂକର ଦଣ୍ତସେନା , କିରଣମୟୀ ବାରିକ ପରିଚାଳନା କରିଥିଲେ । କୃତି ପ୍ରତିଯୋଗୀମାନଂକୁ ଆସନ୍ତା ୨୬.୮.୨୦୨୨ ତାରିଖ ସଂଧ୍ୟାରେ ସ୍ଥାନୀୟ ଟାଉନ ହଲଠାରେ ଅନୁଷ୍ଠିତ ହେବାକୁଥିବା ଲଙ୍କାପୋଡି ମହୋତ୍ସବ ଦିନ ପୁରସ୍କୃତ କରାଯିବା ସହିତ ସେହିଦିନ ପାରଂପାରିକ ଟେରାକୋଟା ହନୁମାନ ସାଜସଜ୍ଜା ପ୍ରତିଯୋଗୀତା ,ସାମୁହିକ ହନୁମାନ ଚାଳିଶା ପଠନ ସହିତ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯିବ ବୋଲି   ମୁଖ୍ୟ ଆୟୋଜକ ଶ୍ୟାମା ଓଁ ପ୍ରସାଦ ମିଶ୍ର  ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026

You Might Also Like