-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||     

HOME   ଜିଲ୍ଲା

ବହୁମୂଖୀ ବନ୍ୟା ବାତ୍ୟା ଆଶ୍ରୟସ୍ଥଳୀ ରେ ତାଲିମ ଶିବିର

22-Aug-2022



ନବରଙ୍ଗପୁର(ପ୍ରେରଣା ଖବର) ':ନବରଙ୍ଗପୁର ଜିଲ୍ଲା ସଦର ମହକୁମା ଦଶହରା ପଦା ଠାରେ ଥିବା ବହୁମୁଖୀ ବନ୍ୟା ଓ ବାତ୍ୟା ଆଶ୍ରୟ ସ୍ଥଳୀ ରେ ପଚିଶ ଜଣ ସଭ୍ୟ ସଭ୍ୟା ଙ୍କୁ ନେଇ ଆଶ୍ରୟ ସ୍ଥଳୀ ର ରକ୍ଷଣା ବେକ୍ଷଣ, ପରିଚାଳନା, ନଥିପତ୍ର ଲିଖନ ଏବଂ ପ୍ରାଥମିକ ଚିକିତ୍ସା ସମ୍ବନ୍ଧୀୟ ଏକ ପ୍ରଶିକ୍ଷଣ ଶିବିର ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ ଙ୍କ  ଦ୍ୱାରା ଶୁଭ ଉଦଘାଟନ ହୋଇ ଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରଇତ ଉପସ୍ଥିତ ଥିବା ସଭାର ସମସ୍ତ ସଭ୍ଯ ମାନଙ୍କୁ ସ୍ଵାଗତ ଜଣାଇବା ସହିତ ପାକୃତିକ ବିପର୍ଯ୍ୟୟ ସମୟରେ ନିଜେ ସୁରକ୍ଷିତ ରହିବା ସହ ଅନ୍ୟ ମାନଙ୍କୁ କିପରି ସୁରକ୍ଷିତ ରଖିବେ ଉପସ୍ଥିତ ଥିବା ସଭ୍ଯ ମାନଙ୍କୁ ବୁଝାଇଥିଲେ। ପାକୃତିକ ବିପର୍ଯ୍ୟୟ ସମ୍ବନ୍ଧରେ ନିଜେ ସଚେତନ ରହିବା ସହିତ ଅନ୍ୟ ଙ୍କୁ ସଚେତନ କରିବା ଦ୍ୱାରା ଅନେକ ସମସ୍ୟା ଆପେ ଆପେ ଦୂର ହୋଇଯାଇଥାଏ ବୋଲି ପ୍ରକାଶ କରିଥିଲେ। ବାତ୍ୟା ବନ୍ୟା ତଥା ବିପର୍ଯ୍ୟୟ ଆସିବା ପୂର୍ବରୁ , ବିପର୍ଯ୍ୟୟ ସମୟରେ ଏବଂ ବିପର୍ଯ୍ୟୟ  ପରବର୍ତ୍ତୀ ସମୟରେ ସ୍ଥାନୀୟ ଜନସାଧାରଣ, ଗୃହପାଳିତ ପଶୁ ପକ୍ଷୀ ଯଥା ଜୀବନ ଜୀବିକା କିପରି ସୁରକ୍ଷିତ ହୋଇପାରିବ ସେଥିପାଇଁ ପାକୃତିକ ବିପର୍ଯ୍ୟୟ ସମ୍ବନ୍ଧରେ ସ୍ଵତନ୍ତ୍ର ଭାବେ ପ୍ରଶିକ୍ଷଣ ନେଇଥିବା  ଗଂଜାମ ଜିଲ୍ଲାରୁ ଆସିଥିବା ଦୁଇ ଜଣ ପ୍ରଶିକ୍ଷକ ତ୍ରିଲୋଚନ ପ୍ରଧାନ ଏବଂ ଅଶୋକ ରାଉଳ ଏହି କାର୍ଯ୍ୟକ୍ରମରେ ଅନ୍ୟମାନ ଙ୍କୁ ପ୍ରଶିକ୍ଷଣ ଦେବାର କାର୍ଯ୍ୟକ୍ରମ ରହିଛି। 

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ  ନବରଙ୍ଗପୁର ପୌରଧକ୍ଷ କୁନୁ ନାୟକ, ପୌର ଉପାଧ୍ୟକ୍ଷା ସୌମ୍ୟା ମହାପାତ୍ର ଏବଂ ପୌରାଞ୍ଚଳର ସମସ୍ତ ୱାର୍ଡ ସଭ୍ୟ ସଭ୍ୟା, ପ୍ରକଳ୍ପ ପ୍ରଶାସକ, ଜନଜାତି ଉନ୍ନୟନ ସଂସ୍ଥା ଅଭିମନ୍ୟୁ ମାଝୀ,ଜିଲ୍ଲା ଜରୁରୀକାଳୀନ ଅଧିକାରୀ ମୌସୁମୀ ନାୟକ, ତହସିଲଦାର ରବିନ୍ଦ୍ର କୁମାର ରାଉତ,ଜିଲ୍ଲା ଜରୁରୀକାଳୀନ ବିଭାଗ ର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ, ଜିଲ୍ଲା କ୍ରୀଡା ଅଧିକାରୀ ମହେନ୍ଦ୍ର କୁମାର ସାହୁ,ବରିଷ୍ଠ ରାଜସ୍ଵ ସହାୟକ ତ୍ରିପତି ବାଲାଜୀ ସାହୁ, ଆଶ୍ରୟସ୍ଥଳୀ ର ସମ୍ପାଦକ ତଥା ନୋଡାଲ ଅଫିସର ରାମଶଙ୍କର ଦାସ, ହର୍ଷା ଟ୍ରଷ୍ଟର ଦିବ୍ୟସିଂହ ପ୍ରଧାନ,ମନୀଷା ପଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   07-Oct-2026
  ଜିଲ୍ଲା  
ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   07-Oct-2026
  ଜିଲ୍ଲା  
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   07-Oct-2026
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026

You Might Also Like