-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ କ୍ରୀଡା ଶିକ୍ଷକ ସମ୍ମିଳନୀ

22-Aug-2022



ବରଗଡ଼:-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ପୁଞ୍ଜିପଥର ହାଇସ୍କୁଲରେ ବ୍ଲକସ୍ତରୀୟ କ୍ରୀଡା ଶିକ୍ଷକ ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ପ୍ରଧାନ ଶିକ୍ଷକ ଚୂଡାମଣି ବଢେଇଙ୍କ ଅଧ୍ଯକ୍ଷତାରେ ସାଧାରଣ ସଭା ହୋଇଥିଲା। ଗୋଷ୍ଠୀ ଶିକ୍ଷା ଅଧିକାରୀ  ଶ୍ରୀମାନ ସୁରେଶ କୁମାର ରାଉତରାୟ ମୁଖ୍ଯ ଅତିଥି, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମାନ ସୁଶାନ୍ତ କୁମାର ପାଣ୍ଡେ, କ୍ରାଡା ଶିକ୍ଷକ ସଂଘର ସଭାପତି ଶ୍ରୀମାନ ସଚିଦାନନ୍ଦ ପଧାନ, ପୂର୍ବତନ ବ୍ଲକ ସଂପାଦକ ଶ୍ରୀମାନ ସୁରେନ୍ଦ୍ର ମୋହନ ପଧାନ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ମଞ୍ଚାସୀନ ଥିଲେ। ଚଳିତ ବର୍ଷ ପାଇଁ ବାର୍ଷିକ କ୍ୟାଲେଣ୍ଡର ତଥା ବ୍ଲକସ୍ତରୀୟ କ୍ରୀଡା ପାଇଁ ସ୍ଥାନ ଚୟନ କରାଯାଇଥିଲା।ଦିବଂଗତ ମହବେରନା ହାଇସ୍କୁଲର କ୍ରୀଡା ଶିକ୍ଷକ ଦେବାନନ୍ଦ ସାହୁଙ୍କ ଉଦ୍ଦେଶ୍ଯରେ ଦୁଇ ମିନିଟ ପ୍ରାର୍ଥନା କରାଯାଇଥିଲା।

ଦିବଂଗତ କ୍ରୀଡା ଶିକ୍ଷକଙ୍କ ସଂପର୍କରେ ଶିକ୍ଷକଗଣ ସ୍ମୃତି ଚାରଣ କରିଥିଲେ।ସ୍ଥାନୀୟ ହାଇସ୍କୁଲର ଛାତ୍ରୀଗଣ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ। ବ୍ଲକ ସଂପାଦକ ବିଶିକେଶନ ମେହେର ବାର୍ଷିକ ବିବରଣୀ ପଠନ କରିଥିଲେ।ଫକୀର ମୋହନ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। କ୍ରୀଡା ଶିକ୍ଷକ ସରୋଜ କୁମାର ପୁରୋହିତ ସମ୍ମିଳନୀକୁ ସଂଚାଳନ କରିଥିଲେ। ଏଥିରେ ବିଭିନ୍ନ ବିଦ୍ୟାଳୟରୁ ୨୮ଜଣ କ୍ରୀଡା ଶିକ୍ଷକ ଯୋଗଦାନ କରିଥିଲେ। ଶେଷରେ ବାଳକୃଷ୍ଣ ପୋଢ଼ ଧନ୍ଯବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like