-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||     

HOME   ଜିଲ୍ଲା

ପଦ୍ମପୁର ରାଜବୋଡାସମ୍ବର ହାଇସ୍କୁଲ ରେ “ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ ଲଗାଇବା” କାର୍ଯ୍ୟକ୍ରମ ଅନୁଷ୍ଠିତ

23-Aug-2022



ପଦ୍ମପୁର(ନରହରି ବଗର୍ତ୍ତୀ): ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଳକ ଅନ୍ତର୍ଗତ ରାଜବୋଡାସମ୍ବର ହାଇସ୍କୁଲ “ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ ଲଗାଇବା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ହାଇସ୍କୁଲର ପ୍ରଧାନ ଶିକ୍ଷକ ଧର୍ମ କୁମାର ଶତପଥୀ ସଭାପତିତ୍ବ କରି ପରିବେଶ ସୁରକ୍ଷା ଦିଗରେ ଛାତ୍ର ମାନଙ୍କ ସହଭାଗୀତା ସଂପର୍କରେ ଆଲୋଚନା କରି ଥିଲେ। ଅତିଥି ଭାବରେ ପ୍ରକୃତିବଂଧୁ ମୀନକେତନ ସାହୁ ଯୋଗ ଦେଇ ବିଶ୍ଵ ଉତ୍ତାପନ ହ୍ରାସ ନିମନ୍ତେ ବୃକ୍ଷରୋପଣ ଓ ସଂରକ୍ଷଣର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ। ବିଦ୍ୟାଳୟର ଶିକ୍ଷକ ରାଜେଶ ଖମାରୀ ଅତିଥି ପରିଚୟ ପ୍ରଦାନ ସହିତ ସଭା ପରିଚାଳନା କରିଥିବା ବେଳେ ଶିକ୍ଷକ ମୋହନ ବନଛୋର ପରିବେଶ ସୁରକ୍ଷା ଦିଗରେ ସମସ୍ତଙ୍କ ସହଯୋଗ କାମନା କରି ଧନ୍ୟବାଦ ଅର୍ପଣ କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ମୋ ସ୍କୁଲ ସଭାପତି ଚନ୍ଦ୍ରଭାନୁ ପ୍ରଧାନ, ଅଭିଳାଷ ସାହୁ, ହରେକୃଷ୍ଣ ମେହେର, ପ୍ରଭାସିନୀ ସା, ପ୍ରୀତିରଶ୍ମି ସେଟ, ରୁଦ୍ରାଙ୍ଗଜ ବାରିକ, ସୁନୀତା ଖମାରୀ, ଚନ୍ଦ୍ର ଶେଖର ଭୋସାଗର, ଦିପକ ତିଉଆରୀ, କୃଷ୍ଣଚନ୍ଦ୍ର ପଧାନ, ନନ୍ଦଗୋପାଲ ବନଛୋର ଓ ପଦ୍ମନାଭ ବୁଡେକ ପ୍ରମୁଖ ଅଂଶଗ୍ରହଣ କରି ଛାତ୍ର ମାନଙ୍କୁ ଉତ୍ସାହିତ କରିଥିଲେ। ଶେଷରେ ଉପସ୍ଥିତ ଛାତ୍ର,ଶିକ୍ଷକ, ଶିକ୍ଷଯିତ୍ରୀ ଓ କର୍ମଚାରୀ ମାନଙ୍କୁ ଅଁଳା ଚାରା ପ୍ରଦାନ କରାଯାଇ ବୃକ୍ଷରୋପଣ ଓ ସଂରକ୍ଷଣ କରିବାକୁ ପରାମର୍ଶ ଦିଆଯାଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026

You Might Also Like