-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

ମେଲେରିଆ ଓ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ

23-Aug-2022



ବଲାଙ୍ଗୀର,(ବିନୋଦ ଦୀପ) - ସଇଁନ୍ତଲା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମରେ ରେଡକ୍ରସ କର୍ମୀମାନଙ୍କ ତରଫରୁ ଗ୍ରାମବାସୀମାନଙ୍କୁ ମେଲେରିଆ ଓ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରେଡକ୍ରସ କର୍ମୀ ରାମ ନାରାୟଣ ଦାଶଙ୍କ ତତ୍ତ୍ୱାବଧାନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଡେଙ୍ଗ ସରପଞ୍ଚ ଈତିଶ୍ରୀ ସାହୁ ଓ ସମ୍ମାନୀତ ଅତିଥି ଭାବରେ ଗୁଡଭେଲା ବ୍ଲକ ଅନ୍ତର୍ଗତ ଘୁନା ହାଇସ୍କୁଲର ଜୁନିୟର ରେଡକ୍ରସ କାଉନ୍ସେଲର ପ୍ରଭାକର ଛନ୍ଦ ଓ ଦେଓଗାଁ ବ୍ଲକ ଅନ୍ତର୍ଗତ ସାଲେପାଲି ହାଇସ୍କୁଲର ଜୁନିୟର ରେଡକ୍ରସ

କାଉନ୍ସେଲର ଅରବିନ୍ଦ କୁମ୍ଭାର ଯୋଗଦାନ କରିଥିଲେ । ମାଈ ଏନୋଫିଲିଶ ମଶା ଦ୍ୱାରା ମେଲେରିଆ ଓ ଏଡିସ ମଶା କାମୁଡିବା ଦ୍ୱାରା ଡେଙ୍ଗୁ ବ୍ୟାପିଥାଏ । ଏଡିସ୍ ମଶା ଜମି ରହିଥିବା ପରିଷ୍କାର ପାଣିରେ ଅଣ୍ଡା ଦେଇ ବଂଶ ବୃଦ୍ଧି କରିଥାଏ ଏବଂ ଦିନ ବେଳା କାମୁଡିଥାଏ । ନିୟମିତ ମଶାରୀ ବ୍ୟବହାର କରିବା । ପୁରା ଦେହକୁ ଘୋଡାଇ ରଖିଲା ପରି ପୋଷାକ ପିନ୍ଧିବା । ପାଣି ରଖିବା ପାଇଁ ପାଣିଟାଙ୍କି,କୁଲର ଇତ୍ୟାଦି ଥରକୁ ଥର ସଫା ପାଣି ବଦଳାଇବା, ଘର ଚାରିପଟେ ପରିଷ୍କାର ପରିଚ୍ଛନ୍ନ ରଖିବା, ପାଣି ଜମା ହେବା ପାଇଁ ଦେବା ନାହିଁ । ଏହି ରୋଗର ଲକ୍ଷଣ ହେଲା ମାତ୍ରେ ତୁରନ୍ତ ସ୍ୱାସ୍ଥ୍ୟକର୍ମୀ ଓ ଡାକ୍ତରଖାନାର ପରାମର୍ଶ ନେବା ବୋଲି ଅତିଥିଗଣ ମତପ୍ରକାଶ କରିଥିଲେ । ଏହି ଅବସରରେ ଗ୍ରାମର କାନ୍ଥମାନଙ୍କୁ ସଚେତନତା ପୋଷ୍ଟର ମରାଯାଇଥିଲା  ଓ ଗ୍ରାମବାସୀମାନଙ୍କୁ ଲିଫଲେଟ୍ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମରେ ରେଡକ୍ରସ କର୍ମୀ ଶେଖର ମେହେର ପରିଚାଳନା କରିଥିବା ବେଳେ ସୁମିତ ମହାନନ୍ଦ ଧନ୍ୟବାଦ ଅର୍ପର୍ଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like