-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||     

HOME   ଜିଲ୍ଲା

ସ୍କଟଲାଣ୍ଡରେ ପିଏଚଡି କରିବାକୁ ରିଷିଡାର ପରେଶ ରଣା ମନୋନୀତ

23-Aug-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
ଯୁକ୍ତରାଜ୍ୟ (ୟୁ.କେ) ସ୍ଥିତ ସ୍କଟଲାଣ୍ଡ ର ଇଡିନବର୍ଗ ବିଶ୍ୱବିଦ୍ୟାଳୟରେ ପିଏଚଡି କରିବାକୁ  ପରେଶ କୁମାର ରଣା ମନୋନୀତ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ରିଷିଡା ନିବାସୀ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରହଲ୍ଲାଦ ରଣା ଓ ଶିକ୍ଷୟତ୍ରୀ ସ୍ୱର୍ଗତା ଜୟନ୍ତୀ ପଣ୍ଡା ଙ୍କ ପୁତ୍ର ପରେଶ ଇଡିନବର୍ଗ ବିଶ୍ୱବିଦ୍ୟାଳୟରେ କୋଷ ବିଜ୍ଞାନ ଉପରେ ପିଏଚଡି ଅଧ୍ୟୟନ କରିବେ । ଏଥିସହିତ “ଡାରୱିନ ଟ୍ରଷ୍ଟ ଅଫ ଇଡିନବର୍ଗ ସ୍କୋଲାରସିପ୍‌” ପାଇବା ପାଇଁ ମଧ୍ୟ ସେ ଯୋଗ୍ୟ ବିବେଚିତ ହୋଇଛନ୍ତି । ଛୋଟବେଳୁ ମେଧାବୀ ଥିବା ପରେଶ ପ୍ରାଥମିକ ଶିକ୍ଷା ରିଷିଡା ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର  ରେ ଅଧ୍ୟୟନ କରିଥିବା ବେଳେ ପରବର୍ତୀ ଶିକ୍ଷା  ଶ୍ରୀ ଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ ପାଟଣାଗଡ, ବିଦ୍ୟାସାଗର ଏକାଡେମୀ ବରଗଡ,ଓ.ଡି.ଏମ ପବ୍ଲିକ ସ୍କୁଲ ଭୁବନେଶ୍ୱର ରେ ଅଧ୍ୟୟନ କରିସାରିବା ପରେ କୋଲକାତା ସ୍ଥିତ ‘ଆଇଜର’ ରେ ବି.ଏସ.ସି ଓ ଏମ.ଏସ.ସି ଶିକ୍ଷାଲାଭ କରିଥିଲେ । ଆଇଜର ରେ ଅଧ୍ୟନରତ ଥିବାବେଳେ ‘କିଶୋର ବୈଜ୍ଞାନିକ ପ୍ରୋତ୍ସାହନ ଯୋଜନା’ ରେ ସର୍ବଭାରତୀୟ ସ୍ତରରେ ୩୩ ନମ୍ବର ର‌୍ୟାଙ୍କ ହାସଲ କରିଥିଲେ । ଏଥିସହିତ ଆଇ.ଜି.ଇ.ଏମ(୨୦୧୮) ପ୍ରୋଗ୍ରାମ ର ଇନଟରନ୍ୟାସନାଲ ସେନ୍‌ଥେଟିକ ବାୟୋଲୋଜି କମ୍ପିଟିସନ (ପ୍ରୋଜେକ୍ଟ- ବେକମ୍ୟାନ) ରେ ଆଇଜର କୋଲକାତା ଟିମ ର ନେତୃତ୍ୱ ନେଇ ସ୍ୱର୍ଣପଦକ ହାସଲ କରିଥିଲେ । ଏଇ ପ୍ରୋଗ୍ରାମରେ ବିଶ୍ୱର  ପ୍ରାୟ ଦେଢଶହ ରୁ ଅଧିକ ଦେଶର ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ । ସେ ନିଜ କୃତିତ୍ୱ ପାଇଁ ମଣିପାଳ ବିଶ୍ୱବିଦ୍ୟାଳୟ,ଉତ୍କଳ ବିଶ୍ୱବିଦ୍ୟାଳୟ,ଆଇଆଇଟି ମୁମ୍ବାଇ, ସିସିଏମବି ଆଣ୍ଡ ସିଡିଏଫଡି ହାଇଦ୍ରାବାଦ ରୁ ପୁରସ୍କୃତ ଓ ସମ୍ବର୍ଦ୍ଧିତ ହୋଇଛନ୍ତି । ତାଙ୍କର ଏଇ କୃତିତ୍ୱ ପାଇଁ ରିଷିଡା ଅଂଚଳ ର ବିଭିନ୍ନ ଅନୁଷ୍ଠାନ ଶୁଜେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026

You Might Also Like