-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||     

HOME   ଜିଲ୍ଲା

କୁଜଙ୍ଗ ଉପ-ମଣ୍ଡଳ ତରଫରୁ ଏରସମା ବ୍ଲକର କୃଷ୍ଣଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟାଳୟରେ ଡାକମେଳା ଅନୁଷ୍ଠିତ

23-Aug-2022



ଜଗତସିଂହପୁର (ପ୍ରେରଣା ଖବର ବ୍ୟୁରୋ) ଗତ ୨୩.୦୮.୨୦୨୨ ରିଖ ଅପରାହ୍ନ ୫ ଟାରେ କୃଷ୍ଣଚନ୍ଦ୍ରପୁର ପଞ୍ଚାୟତ ଗୃହରେ କଟକ ଦକ୍ଷିଣ ଡାକମଣ୍ଡଳ  ଅଧୀନରେ ଥିବା କୁଜଙ୍ଗ ଉପ-ମଣ୍ଡଳ ତରଫରୁ ଏକ ଡାକମେଳାର ଆୟୋଜନ କରାଯାଇଥିଲା। ପ୍ରଥମେ ସମସ୍ତ ଅତିଥିବୃନ୍ଦ ପ୍ରଦୀପ ପ୍ରଜ୍ବଳନ କରିସାରିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ଆରଡେଇ ପୋଷ୍ଟମାଷ୍ଟର ଆଲିସା ବାରିକ ଏହି ମେଳାରେ ସ୍ଵାଗତ ଅଭିଭାଷଣ ଏବଂ କୁଜଙ୍ଗ ଉପମଣ୍ଡଳର ଓଭରସିଅର ଅମରେନ୍ଦ୍ର ପଲେଇ ଅତିଥି ପରିଚୟ ଦେଇଥିଲେ। ମୁଖ୍ୟ ଅତିଥି ଭାବରେ କୃଷ୍ଣଚନ୍ଦ୍ରପୁର ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ସ୍ବର୍ଣ୍ଣପ୍ରଭା ଦଳାଇ,ମୁଖ୍ୟ ବକ୍ତା ଭାବେ କଟକ ଦକ୍ଷିଣ ଡାକମଣ୍ଡଳର ଡାକ ଅଧିକ୍ଷକ ଶ୍ରୀଯୁକ୍ତ ଗଜେନ୍ଦ୍ର ପ୍ରସାଦ କର, ସମ୍ମାନନୀୟ ଅତିଥି ଭାବରେ ଏରସମା ବ୍ଲକ ଚେୟାରମ୍ୟାନ ଶ୍ରୀମତୀ ଲଷ୍ମୀପ୍ରିୟା ମହାପାତ୍ର ମହୋଦୟା ଯୋଗଦେବା ସହିତ ମେଳାରେ ଉପସ୍ଥିତ ଥିବା ବାଲିତୁଠ ପଞ୍ଚାୟତର ୨୦୦ ରୁ ଅଧିକ ୱାର୍ଡମେମ୍ବର,ଅଙ୍ଗନବାଡି କର୍ମଚାରୀ, ଆଶା ଦିଦି,ସ୍ୱୟଂସହାୟକ ଗୋଷ୍ଠୀର କର୍ମଚାରୀମାନଙ୍କ ସହିତ କୃଷ୍ଣଚନ୍ଦ୍ରପୁର ଗ୍ରାମର ସମସ୍ତ ଗ୍ରାମବାସୀମାନଙ୍କୁ ଡାକଘରେ ଉପଲବ୍ଧ ହେଉଥିବା ବିଭିନ୍ନ ଯୋଜନା ଯେପରକି ସଞ୍ଚୟ ଜମା,ସୁକନ୍ୟା,ଆର୍ଡି, ଫିକ୍ସ, ସିନିଅର ସିଟୀଜେନ,ନ୍ୟାସନାଲ ଶେଭିଂ ସାର୍ଟିଫିକେଟ, RPLI, PLI,IPPB,ଆଧାର କାର୍ଡ,ପାନ କାର୍ଡ, ଟ୍ରେନ ଟିକଟ ଆଦି ଯୋଜନା ସହିତ ବର୍ତ୍ତମାନ ହେଉଥିବା ବାଲ ଆଧାରରେ ସମସ୍ତେ କିପରି ପିଲାମାନଙ୍କର କରିପାରିବାର ସୁଫଳ ବିଷୟରେ ଅବଗତ କରାଇଥିଲେ । ପୋଷ୍ଟଅଫିସରେ ଉପଲବ୍ଧ ସମସ୍ତ ଯୋଜନା କିପରି ପ୍ରତେକ ଗାଁର କୋଣ ଅନୁକୋଣ ତଥା ଘରେ ଘରେ ପ୍ରତେକ ବ୍ୟକ୍ତିମାନଙ୍କ ପାଖରେ ଅତି ସହଜରେ ପହଞ୍ଚି ପାରିବା ସହିତ ଏହାର ସୁବିଧା ଯେପରି ଅତି ସହଜରେ ମିଳିପାରିବ ଏହାହିଁ ଏହି ଡାକମେଳାର ମୂଳ ଉଦେଶ୍ୟ ବୋଲି ମୁଖ୍ୟ ବକ୍ତା ଶ୍ରୀଯୁକ୍ତ କର କହିଥିଲେ । ସମ୍ମାନନୀୟ ଅତିଥି ଶ୍ରୀମତୀ ମହାପାତ୍ର ମହୋଦୟା ନିଜ ଅଭିଭାଷଣ ମାଧ୍ୟମରେ ସଞ୍ଚୟ ଖାତା ଖୋଲି ନିଶ୍ଚିତ ରହିବା ସହ ଭାରତ ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗ ଉପରେ ପୁଙ୍ଖାନୁପୁଙ୍ଖ ଆଲୋକପାତ କରି ନିଜ ଅଭିଜ୍ଞତାକୁ ସମସ୍ତଙ୍କ ସମ୍ମୁଖରେ ଅତି ସୁନ୍ଦର ଭାବରେ

ଉପସ୍ଥାପନା କରିଥିଲେ । ଏହି ମେଳାରେ ତିରଣ ଉପ-ଡାକଘର, ନିମୋଳ ଏବଂ ଭିରଙ୍ଗ ଶାଖାଡାକ ଘର ଅଧୀନରେ ଥିବା ସମସ୍ତ କର୍ମଚାରୀବୃନ୍ଦଙ୍କ ସହିତ କୃଷ୍ଣଚନ୍ଦ୍ରପୁରର ବି.ଆର.ଏସ ଏବଂ ନୋଡାଲ ଅଫିସର ମଧ୍ୟ୍ୟ ଉପସ୍ଥିତ ଥିଲେ । କୁଜଙ୍ଗ ଉପମଣ୍ଡଳର ଓଭରସିଅର ଶ୍ରୀଯୁକ୍ତ ଅମରେନ୍ଦ୍ର ପଲେଇ ଓ ସନ୍ତୋଷ ସାହୁ ଏହି ମେଳାକୁ ଆୟୋଜନ କରିଥିଲେ । ଶେଷରେ ଓଭରସିଅର ସନ୍ତୋଷ ସାହୁ ଧନ୍ୟବାଦ ଅର୍ପଣ କରି ସଭାକୁ ସାଙ୍ଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026

You Might Also Like