-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||     

HOME   ଜିଲ୍ଲା

ଟାଉନ ବାଳିକାହାଇସ୍କୁଲରେ ଆଜାଦି କା ଅମୃତମହୋତ୍ସବର ପୁରସ୍କାର ବିତରଣ ଉତ୍ସବ, ଭବିଷ୍ୟତର ସଂକଳ୍ପ ନେଲେ ସଫଳତା ମିଳିଥାଏ

23-Aug-2022



ବଲାଙ୍ଗିର: ଛାତ୍ରାବସ୍ଥାରୁ ଭବିଷ୍ୟତର ନିଜର ଲକ୍ଷ୍ୟସ୍ଥିର କରି  ସଂକଳ୍ପ ନେଇ କାମ କଲେ ନିଶ୍ଚୟ ସଫଳତା ମିଳିଥାଏ ବୋଲି ଆଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ ଉତ୍ସବରେ ଯିଗଦେଇଥିବା ଅତିଥିଗଣ ମତବ୍ୟକ୍ତ କରିଛନ୍ତି ।  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ରନାଥ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ସହକାରୀ କଲେକ୍ଟର ତଥା ଏଷ୍ଟାବ୍ଲିସ୍‌ମେଣ୍ଟ ଅଫିସର୍‌ ସୁଶ୍ରୀ ସୌମ୍ୟାଶ୍ରୀ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଧୈର୍ଯ୍ୟର ସହିତ ବଡହେବାକୁ ଇଚ୍ଛାକଲେ ଆଗକୁ ବଢିବାରେ ସଫଲତା ମିଳିଥାଏ ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନବୀନ କୁମାର ନାୟକ, ‘କୋଶଳ ପ୍ରବାହ’ର ସଂପାଦକ ଆନଂଦ ଚଂଦ୍ର ସାହୁ, ‘ପ୍ରଗତିବାଦୀ’ର ଜିଲ୍ଲା ପ୍ରତିନିଧି ପୂର୍ଣ୍ଣଚନ୍ଦ୍ର ପଣ୍ଡା ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ‘ପ୍ରମେୟ’ର ପଶ୍ଚିମ ଓଡ଼ିଶା ମୁଖ୍ୟ ଅଖିଳ ଚନ୍ଦ୍ର ହୋତା ମଂଚାସୀନ ଥିଲେ । ଅତିଥିମାନେ ନିଜ ବକ୍ତବ୍ୟ ମାଧ୍ୟମରେ ବିଦ୍ୟାଳୟର ଛାତ୍ରୀମାନଙ୍କୁ ଆଗାମୀ ଭାରତର ଜଣେ ଜଣେ ସୁନାଗରିକ ହେବା ପାଇଁ ଆହ୍ୱାନ କରିବା ସହ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ବିଦ୍ୟାଳୟର ଖେଳ ଶିକ୍ଷୟିତ୍ରୀ କସ୍ତୁରୀ ରଥ ମଂଚ ପରିଚାଳନା କରିଥିଲେ । ଶିକ୍ଷୟିତ୍ରୀ ତପସ୍ୱିନୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀ ଅରୁନ୍ଧତୀ ବଢେଇ, ନନ୍ଦିନୀ ସାହୁ, ସତ୍ୟାନନ୍ଦ ବିଶ୍ୱାଳ, କୃଷ୍ଣଚନ୍ଦ୍ର ବାଗ, ଝୁନିତା ଭୋଇ, ବନ୍ଦିତା ତରିଆ, ସୁଚିତ୍ରା ବସ୍ତିଆ, ଦମୟନ୍ତୀ ଚନ୍ଦନ, ନିବେଦିତା ପଣ୍ଡା, ଟିକେ ଜାଲ ପ୍ରମୁଖ ଉତ୍ସବ ଆୟୋଜନରେ ସହଯୋଗ କରିଥିଲେ । ବିଦ୍ୟାଳୟର ସମସ୍ତ ଛାତ୍ରୀ ଉତ୍ସବରେ ଯୋଗଦାନ କରି ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026

You Might Also Like