-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||     

HOME   ଜିଲ୍ଲା

ମୋ ଚାଟଶାଳୀ ସେଚ୍ଛା ସେବୀ ଭାଇ ଓ ଭଉଣୀ ମାନଙ୍କୁ ଦୁଇ ଦିନିଆ ତାଲିମ ଶିବିର ଅନୁଷ୍ଠିତ

24-Aug-2022



କଳାହାଣ୍ଡି,ଜୟପାଟଣା(ତ୍ରିନାଥ ଵେଶ୍ରା)
କରୋନା ସମୟରେ ଦିର୍ଘ 2 ବର୍ଷରୁ ଉର୍ଦ୍ଧ୍ୱ ବିଦ୍ୟାଳୟଗୁଡିକ ବନ୍ଦ ରହିଥିଲା ଫଳରେ ଛାତ୍ରଛାତ୍ରୀମାନେ ଶିକ୍ଷାଦାନ ପାଇବାରୁ ବଞ୍ଚିତ ହୋଇ ରହିଥିଲେ। ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡିକରେ ପିଲାମାନଙ୍କର ପାଠ ପଢ଼ାରେ ରୋକ ଲଗାଯାଇଥିଲା ଏହାକୁ ଦୃଷ୍ଟିରେ ରଖି ପିଲାମାନେ କିପରି ନିୟମିତ ପାଠ ପଢି ପାରିବେ ସେଥିପାଇଁ କଳାହାଣ୍ଡି ଜିଲ୍ଲାସ୍ତରୀୟ   ନାଗରିକ ବିକାଶ ସଂଗଠନ  ରାଜ୍ୟସ୍ତରୀୟ ଓଡିଶା ଶ୍ରମଜୀବୀ ମଞ୍ଚ ଓ ମହିଳା ଶ୍ରମଜୀବୀ ମଞ୍ଚ ଓଡିଶା ଆନୁକୁଲ୍ୟରେ କଳାହାଣ୍ଡି ଜିଲ୍ଲାର 10 ଗୋଟି ବ୍ଲକରେ ଗ୍ରାମାଞ୍ଚଳରେ ରହୁଥିବା ଶିକ୍ଷିତ ଯୁବକ, ଯୁବତୀ ମାନଙ୍କୁ ଗ୍ରାମ କମିଟି ମାଧ୍ୟମରେ ସ୍ଵେଚ୍ଛାସେବୀ  ଚୟନ କରାଯାଇ କରୋନା ସମୟରେ ତଥା ଲକ୍ ଡାଉନ୍ ସମୟରେ ମୋ ଚାଟଶାଳୀ ଦ୍ବାରା  ଛାତ୍ରଛାତ୍ରୀ ମାନଙ୍କୁ ପାଠପଢାଇ ଥିଲେ। ତେଣୁ  ସ୍ଵେଚ୍ଛାସେବୀ ମାନଙ୍କୁ ଅଭିବାଦନ ଜଣାଇବା ଉଦ୍ଦେଶ୍ୟରେ ଏବଂ OSM, MSMO ଓ ଆତ୍ମଶକ୍ତି ଟ୍ରଷ୍ଟର ଲୋକସେବୀ ମହତ୍ ଉଦ୍ଦେଶ୍ୟକୁ ଅବଗତ କରାଇବା ପାଇଁ ଧର୍ମଗଡ, ଜୟପାଟଣା ଏବଂ କୋକସରା ବ୍ଲକରେ ମୋ ଚାଟଶାଳୀରେ ପାଠ ପଢାଉଥିବା ସ୍ଵେଚ୍ଛାସେବୀ ମାନଙ୍କୁ ନେଇ ଜୟପାଟଣା ବ୍ଲକ ଖୋଲିଆଭଟ୍ଟା ଗ୍ରାମପଞ୍ଚାୟତର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ  ଦୁଇ ଦିନିଆ  ତାଲିମ୍ ଶିବିର ଅନୁଷ୍ଠିତ କରାଯାଇଛି।

ନାଗରିକ ବିକାଶ ସଂଗଠନ ତରଫରୁ ଅନୁଷ୍ଠିତ ଏହି ତାଲିମ ଶିବିରରେ  ତିନି ଗୋଟି ବ୍ଲକରୁ 
30 ରୁ ଉର୍ଦ୍ଧ୍ବ ସ୍ଵେଚ୍ଛାସେବୀ ଉପସ୍ଥିତ ଥିଲେ । ଏହି ଶିବିର ଆୟୋଜନ କରାଯିବାର ମୁଖ୍ୟ ବିଷୟ ହେଉଛି, ଏହି ଦୁଇ ଦିନ ମଧ୍ୟରେ ସେମାନଙ୍କ ମୋ ଚାଟଶାଳୀର ଅଭିଜ୍ଞତା ଉଲ୍ଲେଖ କରି ଆସନ୍ତା ସମୟରେ ଜଣେ ସ୍ଵେଚ୍ଛାସେବୀ 12 ଜଣ ସାଥୀଙ୍କୁ ଯୋଡି ବ୍ୟକ୍ତି ନିର୍ମାଣ ଏବଂ ସମାଜ ନିର୍ମାଣ ରାସ୍ତାରେ ଅଗ୍ରସର ହେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଆତ୍ମଶକ୍ତି ଟ୍ରଷ୍ଟର ପ୍ରଶିକ୍ଷଣ କାର୍ଯ୍ୟକର୍ତ୍ତା ଶ୍ରୀଯୁକ୍ତ ବାଳକୃଷ୍ଣ ପଟ୍ଟନାୟକ ଉପସ୍ଥିତ ରହି ଉପରୋକ୍ତ କାର୍ଯ୍ୟକ୍ରମକୁ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ବହୁତ ସୁନ୍ଦର ଭାବେ ପରିଚାଳନା କରିଥିଲେ। 
ଶେଷରେ ସମସ୍ତ ସ୍ଵେଚ୍ଛାସେବୀ ମାନଙ୍କୁ ପ୍ରସଂଶା ପତ୍ର ପ୍ରଦାନ କରାଯାଇଥିଲା। ଏହି ଶିବିରରେ କୁଚା ଗାଁ ପଞ୍ଚାୟତ ର ସମିତି ସଭ୍ୟ ଶ୍ରୀଯୁକ୍ତ ଇସମାଇଲ ବାଗ, କମିଟି ମେମ୍ବର ଦିବ୍ୟ ନାଗ, ସୁଶାନ୍ତ ସୁନାନୀ ଏବଂ ଯୋଗାଣ ସହାୟକ ଯଦୁମଣି ଛତ୍ରିଆ ପ୍ରମୁଖ ଉପସ୍ଥିତ ରହି ମୋ ଚାଟଶାଳୀର ଆବଶ୍ୟକତା ସମ୍ପର୍କରେ କହିଥିଲେ। କଳାହାଣ୍ଡି ଜିଲ୍ଲା ନାଗରିକ ବିକାଶ ସଂଗଠନ ମେନେଜର ଶ୍ରୀମତୀ କଲ୍ୟାଣୀ ଦାସ ଓ ଜୁନାଗଡ଼ ବ୍ଲକ ସଂଯୋଜକ ମଧୁ ସୁଦନ ନାୟକ ଓ ଏକାଉଣ୍ଟ୍ରର ଗୌତମ ଭୋଇ ଯୋଗଦାନ୍ କରିଥିଲେ ଓ ଉକ୍ତ ଶିବିର କାର୍ଯ୍ୟକ୍ରମକୁ ଧର୍ମଗଡ ବ୍ଲକ୍ ସଂଯୋଜକ ଜଗନ୍ନାଥ ଶଗଡ଼ିଆ ଏବଂ କୋକସରା ବ୍ଲକ ସଂଯୋଜକ ଉପେନ୍ଦ୍ର ସୁନାନୀ ସମେତ ଜନସାଥୀ ପର୍ଶୁରାମ ଠାକୁର, ଗୋକୁଳ ଛତ୍ରିଆ, ନବୀନ ସୁନାନୀ,ଯୋଗେନ୍ଦ୍ର ଖମାରି, ମୁକ୍ତା ଠାକୁର ଏବଂ ତ୍ରିନାଥ ବେଶ୍ରା  ପୂର୍ଣ୍ଣ ସାହାଯ୍ୟ ସହୋଯାଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026

You Might Also Like