-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||     

HOME   ଜିଲ୍ଲା

ଭାରତ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଲୁଟ ଘଟଣା, ଅଭିଯୋଗକାରୀ ହିଁ ଅଭିଯୁକ୍ତ , ୩ ଲୁଟେରା ଗିରଫ।

24-Aug-2022



ରେଢାଖୋଲ,(ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ଚାରମାଲ ଥାନା ହେମନ୍ତଖୋଳ ଗ୍ରାମ ନିକଟସ୍ଥ ରାସ୍ତାରୁ ଭାରତ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଗତ ତା ୧୨.୦୮. ୨୨ରିଖ ଅପରାହ୍ନ ଅଢେଇଟା ବେଳେ  ୨ଜଣ ଯୁବକ ବାଇକରେ ଆସି ଠେଙ୍ଗାରେ ମାଡ଼ ମାରି ଟଙ୍କା , ଲାଵଟଵ ଆଦି ଲୁଟି ନେଇଥିଲେ।ଏହାପରେ ଭାରତ ମାଇକ୍ରୋ ଫାଇନାନ୍ସର କର୍ମଚାରୀ ଜ୍ୟୋତି ଲାଲ ବିଶ୍ୱାଳ ଚାରମାଳ ଥାନାର ଦ୍ୱାରସ୍ଥ ହୋଇ ଲୁଟ ଘଟଣା ସମ୍ୱନ୍ଧରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ | ଅଭିଯୋଗ ପରେ ପୋଲିସ ଚାରମାଳ ଥାନା କେସ ନମ୍ବର ୧୧୩/୨୨ରେ ତା୧୨.୦୮.୨୨ରେ ଏକ ମାମଲା ରୁଜୁ କରି ତଦନ୍ତ କରି ଥିଲା। ହେଲେ ଲୁଟ ଘଟଣାର ପୋଲିସକୁ ସଫଳତା ମିଳିଛି। ହେଲେ ଲୁଟ ଘଟଣାରେ ଅଭିଯୋଗକାରୀ ହିଁ  ଅଭିଯୁକ୍ତ ବୋଲି ପୋଲିସ ଜାଣିବାକୁ ପାଇ ଅଟକ ରଖି ଥିଲା  |  ଯାହାକି  ତଦନ୍ତ ପରେ  ଅଭିଯୋଗକାରୀ ହିଁ ମୁଖ୍ୟ ଲୁଟେରା ତଥା ଅଭିଯୁକ୍ତ ବୋଲି ପ୍ରମାଣିତ ହେବା ସହ ପୋଲିସ ମଧ୍ୟ ତାକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ମାନେ ହେଲେ ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ଅନ୍ତର୍ଗତ କଦଳିପାଲି ଗ୍ରାମର ମୁଖ୍ୟ ଅଭିଯୁକ୍ତ ତଥା ଭାରତ ଫାଇନାନ୍ସ ଫାଇନାନ୍ସର  କର୍ମଚାରୀ  ଜ୍ୟୋତି ଲାଲ ବିଶ୍ୱାଳ(୨୨),   ମୁଖ୍ୟ ଅଭିଯୁକ୍ତର କାକା  ସେହି ଗ୍ରାମର ଶୁଭ୍ର ପ୍ରସାଦ ବିଶ୍ୱାଳ(୨୫) ଓ   କିରାପାଲି ଗ୍ରାମର ଗୌତମ ପ୍ରଧାନ(୨୫)। ପୋଲିସ  ଗିରଫ ଅଭିଯୁକ୍ତ ମାନଙ୍କ ପାଖରୁ ୨ଟି ବାଇକ, ନଗଦ ୭ହଜାର ଟଙ୍କା, ୩ଟି ମୋବାଇଲ ଫୋନ, ଗୋଟିଏ ସାମସଙ୍ଗ ଟାଵଲେଟ, ଗୋଟିଏ ପାୱାର ବ୍ୟାଙ୍କ ଓ ବ୍ୟାଗ ସହ କିଛି କାଗଜପତ୍ରକୁ  ପୋଲିସ ଜବତ କରିଛି।  ହେଲେ ଏହି ଘଟଣାରେ ଗିରଫ ଅଭିଯୁକ୍ତଙ୍କୁ ବୁଧବାର ରେଢାଖୋଲ ଏସଡ଼ିଜେଏମ କୋର୍ଟକୁ ଚାଲାଣ କରାଯାଇଛି ବୋଲି ରେଢାଖୋଲ  ଉପଖଣ୍ଡ ଆରକ୍ଷୀ ଅଧିକାରୀ ପ୍ରଶାନ୍ତ କୁମାର ମେହେର ପ୍ରକାଶ କରିଛନ୍ତି।| 

 ଘଟଣାରୁ ଜଣା ଯାଇଛି ଯେ ଗତ ଅଗଷ୍ଟ ୧୨ତାରିଖ ଦିନ ବୌଦ୍ଧ ସ୍ଥିତ ଭାରତ ଫାଇନାନ୍ସ କର୍ମଚାରୀ ଜ୍ୟୋତି ଲାଲ ବିଶ୍ୱାଳ ରେଢାଖୋଲ ବ୍ଲକ ଚାରମାଳ ଥାନା ଅଞ୍ଚଳର କେତେକ ଗ୍ରାମକୁ ଯାଇ  ବିଭିନ୍ନ ମହିଳା ଏସଏଚଜି ଗ୍ରୁପ ମାନଙ୍କରୁ ଟଙ୍କା ଆଦାୟ କରି  ହେମନ୍ତଖୋଳ ଗ୍ରାମରୁ ବୌଦ୍ଧ ଅଭିମୁଖେ ଯାଉଥିଲେ।  ହେଲେ  କର୍ମଚାରୀ ଜଣଙ୍କ ଟଙ୍କା ଆଦାୟ କରି  ଯାଉ ଥିବା ୨ଜଣ ଯୁବକ ବାଇକରେ ଆସି ଠେଙ୍ଗାରେ  ଫାଇନାନ୍ସ କର୍ମଚାରୀ ଙ୍କୁ ମାଡ଼ ମାରି ଟଙ୍କା  ଆଦି  ଲୁଟି ନେଇଥିଲେ। ଏନେଇ ଅଭିଯୋଗ ପରେ ପୋଲିସ ତଦନ୍ତ କରି ୩ ଜଣଙ୍କୁ ଗିରଫ କରିବା ସହ ଲୁଟ ସାମଗ୍ରୀ ଉଦ୍ଧାର କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026

You Might Also Like