-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଆଞ୍ଚଳିକ କୃଷକ ଶ୍ରମିକ ସଂଘ ପକ୍ଷରୁ ବୀମାରାଶି ମିଳିବା ନେଇ ଉପଜିଲ୍ଲାପାଳ ଙ୍କୁ ଦାବି

24-Aug-2022



ପଦ୍ମପୁର(ନରହରୀ ବଗର୍ତ୍ତୀ)ପଦ୍ମପୁର ଉପଖଣ୍ଡ  ଆଞ୍ଚଳିକ କୃଷକ ଶ୍ରମିକ ସଂଘ ସଭାପତି ଶ୍ରୀ ଗୋବର୍ଦ୍ଧନ ଭୂଏଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରଦାନ ଦାବୀ,ମରୁଡ଼ି ର ସ୍ଥାୟୀ ପ୍ରତିକାର ପାଇଁ ଅଙ୍ଗ ନଦୀବନ୍ଧ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ଉପ ଜିଲ୍ଲାପାଳ ପଦ୍ମପୁରଙ୍କ ଜରିଆରେ  ମୂଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଥିଲେ। ପଦ୍ମପୁର

ସବଡିଭିଜନ ଅନ୍ତର୍ଗତ ଅନେକ ଶିକ୍ଷିତ ଯୁବକ ନିଜ ନାମ ପଞ୍ଜିକରଣ ପାଇଁ ପଦ୍ମପୁର ସବ ରେଜିଷ୍ଟ୍ରାର ଅଫିସ ନ ଥିବାରୁ ବରଗଡ଼ ଯାଇ ଖର୍ଚ୍ଚାନ୍ତ ଏବଂ ହଇରାଣ ହେଉଛନ୍ତି। ସେଥିପାଇଁ ଆଜି ବୁରୋମୁଣ୍ଡା, ଫିରିଙ୍ଗିମାଳ ର ଯୁବକ ମାନଙ୍କ ସହ ଉପ ଜିଲ୍ଲାପାଳଙ୍କୁ ପଦ୍ମପୁର ରେ ସବ ରେଜିଷ୍ଟ୍ରାର ଅଫିସ ଖୋଲିବାକୁ ଦାବୀ କରିଥିଲେ । ଆଗାମୀ ଦିନରେ ଯଦି ଦାବି ପୁରଣ ନ ହୁଏ ତେବେ ଆନ୍ଦୋଳନତ୍ମକ ପନ୍ଥା ଗ୍ରହଣ କରିବାକୁ ସଂଘ ପକ୍ଷରୁ ଚେତାବନୀ ଦିଆ ଯାଇଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like