-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଉଲୁଣ୍ଡା ପଂଚାୟତ ସମିତି କଲେଜରେ ମେଗା ରକ୍ତଦାନ ଶିବିର- ୫୦୯ ୟୁନିଟ ରକ୍ତ ସଂଗ୍ରହ

24-Aug-2022



ଉଲୁଣ୍ଡା (ଗୌରଚନ୍ଦ୍ର ପରିଛା)  ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ପଂଚାୟତ ସମିତି କଲେଜ ଠାରେ ମେଗା ରକ୍ତଦାନ ଶିବିର ବୁଧୁବାର ଅନୁଷ୍ଠିତ ହୋଇଛି । ଥାନା ପକ୍ଷରୁ ଆୟୋଜିତ ହୋଇଥିବା ଏହି ରକ୍ତଦାନ ଶିବିରକୁ ସୁବର୍ଣ୍ଣପୁର ଜିଲ୍ଲାପାଲ ଆବୋଲି ସୁନିଲ ନରୱାଣେ ,ଏସପି ଅମରେଶ ପଣ୍ଡା ଅତିଥି ଭାବରେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢି,ଏସଡିପିଓ ଡୋଲାମଣୀ ଭୋଇ, ଆରଟିଓ ରବିନ ପଟ୍ଟନାଏକ, ବ୍ଲକ ଶିକ୍ଷାଧିକାରୀ ରାଜେନ୍ଦ୍ର ମିଶ୍ର ଯୋଗଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ତେବେ ଜିଲ୍ଲାର ସମସ୍ତ ଥାନା ମଧ୍ୟରୁ ଉଲୁଣ୍ଡା ଥାନାରେ ସର୍ବାଧିକ ରକ୍ତ ସଂଗ୍ରହ ହୋଇଥିବା ବେଳେ ୫୭ ଜଣ ଛାତ୍ରୀ ଓ ମହିଳାଙ୍କ ସମେତ ୫୦୯ ଜଣ ରକ୍ତଦାନ କରିଥିଲେ ।  ବୁର୍ଲା, ବରଗଡ ଏବଂ ସୋନପୁର ଦାକ୍ତରଖାନାରୁ ଦାକ୍ତର ମାନେ ଆସି ରକ୍ତସଂଗ୍ରହ କରିଥିଲେ । ଆଇଆଇସି ଚନ୍ଦ୍ର ମୋହନ ସିଂଙ୍କ ତତ୍ୱାବଧାନରେ ହୋଇଥିବା ଏହି ଶିବିରରେ ଆମ ପୁଲିସ ସମତିର ସଭାପତି ନରେନ୍ଦ୍ର ଆଚାର୍ଯ୍ୟଙ୍କ ସମେତ ପଶ୍ଚିମ ଓଡିଶା ଯୁବମଂଚ, ଡ୍ରାଇଭର ମହାସଂଘ, ସିନ୍ଦ୍ରିଆବାହାଲ ରଘୁନାଥ ଯୁବକ ସଂଘ, କୋଟସମଲାଇ ଜଗନ୍ନାଥ ଯୁବକ୍ଲବ, ବଣୀକ ସଂଘ, ସ୍ୱଚ୍ଛଭାରତ ସଂଗଠନ ସୋନପୁର, ବାଘପାଲି ଚନ୍ଦ୍ରମଣି ଯୁବକ ସଂଘ, ଉଲୁଣ୍ଡା ଯୁବ ମହାସଂଘ, ଉଲୁଣ୍ଡା ଆମ ପୁଲିସ ସମିତି, ବିଦ୍ୟୁତ ବିଭାଗ, ବନବିଭାଗ, ଅଗ୍ନିଶମ ବିଭାଗ, ସମସ୍ତ ଜିଲ୍ଲାପରିଷଦ, ସରପଂଚ, ସମିତିସଭ୍ୟ  ମାନେ  ଯୋଗଦେଇ ସହଯୋଗ କରିଥିଲେ । ଏହି ଅବଶରରେ ଅତିଥି ଗଣ ରକ୍ତଦାତା ମାନଙ୍କୁ ମାନପତ୍ର ପ୍ରଦାନ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like