-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ପ୍ରତ୍ୟେକ ରକ୍ଷକ ଜଣେ ଜଣେ ଜୀବନଦାତା ଅଟନ୍ତି

24-Aug-2022



,ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ ), ବଲାଙ୍ଗିର ଜିଲାର ଦେଓଗାଁ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଦେଓଗାଁ ଠାରେ ବଲାଙ୍ଗିର ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ରକ୍ଷକର ଦ୍ୱିତୀୟ ପର୍ଯ୍ୟାୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ ଦାସ ପ୍ରଭାସ କୁମାର ବାଘାଲାଙ୍କ ସଭାପତିତ୍ୱ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ସବ୍ ଡିଭିଜନର ଉପଜିଲ୍ଲାପାଳ କୁମାର ନାରାୟଣ ଭୂଷଣ ଓ ସମ୍ମାନିତ ଅତିଥି ଭାବରେ ଦେଓଗାଁ ତହସିଲଦାର ଯୁଗଲ କିଶୋର ବିଶ୍ୱାଲ, ଦେଓଗାଁ ଅତିରିକ୍ତ ଥାନା ଅଧିକାରୀ ଜଗତ୍ ଜିବନ ସା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ  ରମେଶ ଚନ୍ଦ୍ର ପ୍ରଧାନୀ ପ୍ରମୁଖ ଯୋଗଦାନ ଦେଇଥିଲେ । ଜୀବନ ଏକ ଅମୂଲ୍ୟ ରତ୍ନ ଏବଂ ତାର ସୁରକ୍ଷା ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ ଅଟେ । ସଡକ ଦୁର୍ଘଟଣାରେ ଆହତ ବ୍ୟକ୍ତିକୁ ରକ୍ଷକ ସେବା ମନୋବୃତ୍ତି ନେଇ ଡାକ୍ତରଙ୍କ ପାଖରେ ବା ଡାକ୍ତରଖାନାରେ ପହଞ୍ଚାଇ ଆଘାତପ୍ରାପ୍ତ ବ୍ୟକ୍ତି ଜୀବନ ବଞ୍ଚାଇଥାଏ । ତେଣୁ ଯଥାର୍ଥରେ  ପ୍ରତ୍ୟେକ ରକ୍ଷକ ଜଣେ ଜଣେ ଜୀବନଦାତା ଅଟନ୍ତି ବୋଲି ଉପସ୍ଥିତ ଅତିଥି ଗଣ ମତପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ ବ୍ଲେକ ସ୍ପର୍ଟ ନିକଟବର୍ତ୍ତି ଉଠା ଦୋକାନୀ, ଚା ଦୋକାନୀ ତଥା ସ୍ୱେଚ୍ଛାସେବୀମାନଙ୍କୁ ରକ୍ଷକ ତାଲିମଦାତାଗଣ ତାଲିମ ପ୍ରଦାନ କରିଥିଲେ । ତାଲିମଦାତା ଭାବରେ ରେଡ଼କ୍ରସ କାଉନସିଲର ପ୍ରଭାକର ଛନ୍ଦ, ଡ. ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ, ବିରଞ୍ôଚ ନାରାୟଣ ଦାସ, ମଦନ ମୋହନ ପ୍ରଧାନ, ଡ. ଦୈତାରୀ ପୁଝାରୀ, ରଶ୍ମିରାଣୀ ଦାଶ, ଦୁର୍ଯ୍ୟୋଧନ ପଶାୟତ, ରାମନାରାୟଣ ଦାଶ କାର୍ଯ୍ୟ ତୁଳାଇଥିଲେ । କାର୍ଯ୍ୟକ୍ରମରେ ପରିବହନ କାର୍ଯ୍ୟାଳୟର ସେକ୍ସନ ଅଫିସର କୁତାର୍ଥ ସେଲମା, ଜିଆରଏସ୍ ଶ୍ରୀକାନ୍ତ ନାଏକ, ଉମେଶ ବାଗ, ଜିତେନ୍ଦ୍ର ମନହିରା, ସୁମନ୍ତ ମଲ୍ଲିକ, ହଳଧର ନାଏକ ପ୍ରମୁଖ ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ରକ୍ଷକ ତାଲିମଦାତା ଅରବିନ୍ଦ କୁମ୍ଭାର ପରିଚାଳନା କରିଥିବା ବେଳେ ଚଞ୍ଚଳ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like