-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ରାଜ୍ୟ

ଋାଧାନଗର  ମନ୍ଦିର ଠାରେ ସମ୍ପର୍କର ସେତୁ କାର୍ଯ୍ୟକ୍ରମ

24-Aug-2022



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ଜଉଁରାଭଉଁରା ପଂଚାୟତର ରାଧାନଗର ମନ୍ଦିର ଠାରେ ସମ୍ପର୍କର ସେତୁ କାର୍ଯ୍ୟକ୍ରମ ବୁଧୁବାର ଅନୁଷ୍ଠିତ ହୋଇଛି । ଜିଲ୍ଲା ପ୍ରଶାସନ ଓ ବ୍ଲକ ପ୍ରଶାସନ ପକ୍ଷରୁ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମକୁ ଜିଲ୍ଲାପାଲ ଆବୋଲି ସୁନିଲ ନରୱାଣେ ଯୋଗଦେଇ ଲୋକଙ୍କ ବିଭିନ୍ ଆପତି ଅଭିଯୋଗ ଶୁଣିଥିଲେ । ବିଶେଷକରି ଜଉଁରାଭଉଁରା ପଂଚାୟତ ଉପାନ୍ତ ଅଂଚଲରେ ରହିଥିବା ବେଲେ ପ୍ରାୟତଃ ଆଦିବାସୀ ସଂପ୍ରଦାୟର ଲୋକମାନେ ବସବାସ କରୁଛନ୍ତି । ସରକାରଙ୍କ କାର୍ଯ୍ୟକାରୀ ହେଉଥିବା ଯୋଜନା ଗୁଡିକ ସମସ୍ତଙ୍କ ପାଖରେ ପହଂଚାଇବା ଏହି କାର୍ଯ୍ୟକ୍ରମର ମୁଲ ଲକ୍ଷ ବୋଲି ଜିଲ୍ଲାପାଲ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମସ୍ତ ବିଭାଗର ଅଧିକାରୀ ମାନେ ଯୋଗଦେଇ କାର୍ଯ୍ୟକାରୀ ହେଉଥିବା ଯୋଜନା ବିଷୟରେ ଲୋକଙ୍କୁ ଅବଗତ କରାଇବା ସହ କିକି ସୁବିଧା ସୁଯୋଗ ପାଇପାରିବେ ସେ ଉପରେ ବୁଝାଇଥିଲେ । ଏହି ଅବଶରରେ ପଂଚାୟତ ବାସୀଙ୍କ ପକ୍ଷରୁ ଜଉଁରାଭଉଁରା ଠାରେ ଏକ ଆଦିବାସୀ ହସ୍ଟେଲ, ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର , ଯାତାୟାତ ଏକ ବସ ଚଲାଚଲର ସୁବିଧା ଏବଂ ଧାନ ମଣ୍ଡି ଖୋଲିବା ପାଇଁ ଦାବି କରିବା ସହ ବିଭିନ୍ନ ସମସ୍ୟା ନେଇ ଲିଖିତ ଭାବରେ ଜିଲ୍ଲାପାଙ୍କ ଠାରେ ଅଭିଯୋଗ କରିଥିଲେ ।    କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ପିଡିଆରଡିଏ ନିହାର ରଞ୍ଜନ କହଁର, ସିଡିଏମଓ ବିଶ୍ୱ ରଂଜନ ପତି, ଉଲୁଣ୍ଡା ବିଡିଓ ହେମସାଗର ଭୋଇ, ଡିଏସଡବ୍ଲୁଓ ଗୌରିମଣୀ ହାଂସଦା, ସ୍ଥାନୀୟ ସରପଂଚ ସୁନିତା ସିଙ୍ଗରା, ସମିତ ସଭ୍ୟା ଶୁଷମା ଭୋଇ ପ୍ରମୁଖ ମଂଚାସୀନ ହୋଇଥିଲେ । ପିଇଓ ସ୍ୱୟମ୍ଭୁ ପୁରୋହିତ ଏବଂ ଜିଆରଏସ ମନମୋହନ ମିଶ୍ର ସହଯୋଗ କରିଥିଲେ ।    
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like