-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ବରିକେଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ ଲଗାଇବା କାର୍ଯ୍ୟକ୍ରମ

24-Aug-2022



ବରଗଡ଼:-ପଦ୍ମପୁର ବ୍ଳକ ଅନ୍ତର୍ଗତ ରାଜବୋଡାସମ୍ବର ହାଇସ୍କୁଲ ରେ ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ ଲଗାଇବା କାର୍ଯ୍ୟକ୍ରମ ର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ଏକ ସଭାରେ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ରାମଚନ୍ଦ୍ର ସାହୁ ସଭାପତିତ୍ବ କରିଥିଲେ। ପ୍ରକୃତି ବଂଧୁ ମୀନକେତନ ସାହୁ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଜଳବାୟୁ ପରିବର୍ତ୍ତନ, ବିଶ୍ବ ଉତ୍ତାପନ ଓ ପୃଥିବୀ ଉପରେ ଏହାର କୁ ପ୍ରଭାବ ସଂପର୍କରେ ବିସ୍ତୃତ ଆଲୋଚନା କରି ଥିଲେ। ଛାତ୍ର ଛାତ୍ରୀ ମାନଙ୍କୁ ଏ

ଦିଗରେ ସଚେତନ କରିବା ସହ ଏହାର ସମାଧାନ ପାଇଁ ପ୍ରତ୍ୟେକ ଗ୍ରାମରେ ଜନ ସଚେତନତା ସହିତ   ସବୁଜ ବଳୟ ସୃଷ୍ଟି କରିବା ପାଇଁ ଆହ୍ୱାନ ଦେଇଥିଲେ। ସଭାରେ ଧିରୋଜ କୁମାର ପଟ୍ଟନାୟକ, କୌଶଲ୍ଯା ଭୋଇ, ଭାରତୀ ସାମନ୍ତରାୟ  ଦୟାନିଧି ବେହେରା, ରୁଦ୍ର କୁମାର ଦାଶ, ଜି.ସସ୍ମିତା ଦୋରା , ଅଂଜନା ତାଣ୍ଡି,  ସୁନନ୍ଦା ସାହୁ ,ଈଶ୍ଵର ଦିଶ୍ରି,ଦୀପକ କୁମାର ପଣ୍ଡା  ଓ ଶୁକ୍ରୁ ବଗର୍ତ୍ତୀ ପ୍ରମୁଖ ଅଂଶଗ୍ରହଣ କରି ଛାତ୍ର ଛାତ୍ରୀ  ମାନଙ୍କୁ ଉତ୍ସାହିତ କରିଥିଲେ।  ଶିକ୍ଷୟିତ୍ରୀ ସୁନନ୍ଦା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ଉପସ୍ଥିତ ଛାତ୍ର ଛାତ୍ରୀ ମାନଙ୍କୁ ଅଁଳା ଚାରା ବଣ୍ଟନ କରାଯାଇଥିଲା ଓ ନିଜ ଜାଗାରେ  ରୋପଣ କରି ସୁରକ୍ଷିତ ରଖିବାକୁ ଅନୁରୋଧ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like