-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||     

HOME   ଜିଲ୍ଲା

*ଲିଓ ଓ ଲାୟନ୍ସ କ୍ଳଵ ପକ୍ଷରୁ ମହିଳା ସଶକ୍ତିକରଣ ସଭା ଅନୁଷ୍ଠିତ

25-Aug-2022



ପାଟଣାଗଡ଼,(ସଚ୍ଚିଦାନନ୍ଦ ମହାକୁର) : ପାଟଣାଗଡ଼ ସ୍ଥାନୀୟ ଲିଓ ଏବଂ ଲାୟନ୍ସ କ୍ଲବ୍‌ର ମିଳିତ ଉଦ୍ୟମରେ ୱମ୍ୟାନ ଇମ୍ପପାୱାର ମେଣ୍ଟ ବା (ମହିଳା ସଶକ୍ତିକରଣ) ଉପରେ ଏକ ସଭା ଭୋକେସନାଲ ପବ୍ଲିକ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ସଭାରେ ପାଟଣାଗଡ଼ ତହସିଲଦାର ଡ଼. ପୁଷ୍ପାଞ୍ଜଳି ପଣ୍ଡା, ଉପଖଣ୍ଡ ଡାକ୍ତରଖାନାର ମହିଳା ଓ ଶିଶୁରୋଗ ବିଶେଷଜ୍ଞ ସ୍ମିତାରାନୀ ଶତପଥି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଲିଓ କ୍ଲବ୍‌ ଅଧ୍ୟକ୍ଷ ମହେଶ ଜୈନ, ଲାୟନ୍ସ କ୍ଲବ୍ ଅଧ୍ୟକ୍ଷ କେଶବ ଛାପଡିଆ ମଞ୍ଚାସୀନ ଥିଲେ । ସମ୍ମାନିତ ଅତିଥି ଡ଼. ଶତପଥି ବର୍ତ୍ତମାନ ଯୁଗରେ ମହିଳାମାନେ ସ୍ୱାଧୀନ ଓ ସ୍ୱାଭିମାନରେ ବଞ୍ଚିବା ଓ ବଢିବା ସହ ବିଭିନ୍ନ କ୍ଷେତ୍ରରେ ମହିଳାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଛି ବୋଲି ତାଙ୍କ ବକ୍ତବ୍ୟରେ କହିଥିଲେ । ସେ ଆହୁରି କହିଥିଲେ ଯେ, ମହିଳା ସବୁବେଳେ ଆଗକୁ କିପରି ବଢିବା କ୍ୱାଲିଟି ଓ କ୍ୱାନ୍‌ଟିଟି ଉପରେ ବୁଝାଇ ଥିଲେ । ମୁଖ୍ୟ ଅତିଥି ଡ଼. ପଣ୍ଡା ଓ ସମ୍ମାନିତ ଅତିଥି ଶ୍ରୀମତୀ ଡ଼. ଶତପଥି ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରି ଭଲ ପାଠ ପଢିବାକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଆୟୋଜିତ ବକ୍ତୃତା ପ୍ରତିଯୋଗିତାରେ କୃତି ଅର୍ଜନ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ଦେଇ ସମ୍ମାନିତ କରିଥିଲେ । ଲିଓ ମନିଷ ଜୈନ ସଭା ପରିଚାଳନା କରିଥିବା ବେଳେ କେଶବ ଛାପଡିଆ ସ୍ୱାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନା କରିଥିଲେ । ଲିଓ କ୍ଲବ ଅଧ୍ୟକ୍ଷ ମହେଶ ଜୈନ ଧନ୍ୟବାଦ ଅର୍ପଣ କରିଥିଲେ।*


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026

You Might Also Like