-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||     

HOME   ଜିଲ୍ଲା

ଦୁର୍ଘଟଣା ବ୍ୟକ୍ତି ପାଇଁ ଗୋଲଡେନ ଆୱାର ମୁହୁର୍ତ୍ତପୂର୍ଣ୍ଣ: ରକ୍ଷକ

25-Aug-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ)- ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର ଠାରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ବଲାଙ୍ଗିର ତରଫରୁ ରକ୍ଷକ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟ ତାଲିମ ରାସ୍ତା କଡରେ ଥିବା ବିଭିନ୍ନ ଦୋକାନୀ, ରାସ୍ତା ବ୍ୟବହାରକାରୀ ତଥା ସ୍ୱେଚ୍ଛାସେବୀମାନଙ୍କୁ ତାଲିମ ପ୍ରଦାନ କରାଯାଇଛି । ଆରଟିଓ ଦାସ ପ୍ରଭାସ କୁମାରଙ୍କ ସଭାପତିତ୍ୱ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ର ଯୋଗଦାନ କରିଥିଲେ । ଅନ୍ୟ ସମ୍ମାନିତ ଅତିଥି ଭାବରେ

ବଲାଙ୍ଗିର ତହସିଲଦାର ଅମୃତଲାଲ ବେହେରା, ବଲାଙ୍ଗିର ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଅଶୋକ କୁମାର ମହାପାତ୍ର, ବଲାଙ୍ଗିର ଟ୍ରାଫିକ ଇନସପେକ୍ଟର ଯଶୋବନ୍ତ ଚିନାରା, ଏମ୍‌ଭିଆଇ କାହ୍ନୁଚରଣ ବାନାରା ପ୍ରମୁଖ ମଂଚାସିନ ଥିଲେ । ବିଭିନ୍ନ ସମୟରେ ତଥା ବିଭିନ୍ନ ସ୍ଥାନରେ ସେ ଯାନ୍ତ୍ରିକ ତୃଟି ହେଉ କି ମାନବକୃତ ପ୍ରତିଦିନ ସଡକ ଦୁର୍ଘଟଣା ସଂଖ୍ୟା ବୃଦ୍ଧି ପାଉଛି । ଧନ ଜୀବନ ହାନି ଘଟିବା ସହିତ ଅନେକ ପରିବାର ସର୍ବହରା ହୋଇ ପଡୁଛନ୍ତି । ତେଣୁ ଦୁର୍ଘଟଣା ସମୟରେ ମାନବିକତା ଗୁଣ ନେଇ ପ୍ରତ୍ୟେକ ବ୍ୟକ୍ତି ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିମାନଙ୍କୁ ଯଥାଶୀଘ୍ର ପ୍ରଥମିକ ସହାୟକ ଭାବରେ କାର୍ଯ୍ୟ କରି ଡାକ୍ତରଖାନାକୁ ପହଞ୍ଚାଇବା ଜଣେ ରକ୍ଷକର କାର୍ଯ୍ୟ ଅଟେ । ଦୁର୍ଘଟଣାର ପ୍ରଥମ ଏକ ଘଣ୍ଟା  ଆହତ ବ୍ୟକ୍ତି ପାଇଁ ଅତି ଗୁରୁତ୍ୱପୂର୍ଣ୍ଣ । ଏହି ସମୟ ମଧ୍ୟରେ ସଠିକ୍ ଚିକିତ୍ସା କରାଗଲେ ବ୍ୟକ୍ତିର ଜୀବନ ବଞ୍ଚାଯାଇ ପାରିବ । ତେଣୁ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ପାଇଁ ଗୋଲଡେନ ଆୱାର ଅତ୍ୟନ୍ତ ମହତ୍ୱପୂର୍ଣ୍ଣ ବୋଲି ଅତିଥିଗଣ ମତପ୍ରକାଶ କରିଥିଲେ । ରକ୍ଷକ ତାଲିମଦାତା ମଦନ ମୋହନ ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଡ.ଦୈତାରି ପୂଝାରୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଠାରୁ ରାମ ନାରାୟଣ ଦାଶଙ୍କୁ ଗୁଡ୍ ସମରିଟାନ ଭାବରେ ପ୍ରମାଣପତ୍ର ସହିତ ୨ହଜାର ଅର୍ଥ ରାଶିି ଚେକ୍ ମାଧ୍ୟମରେ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । ତାଲିମଦାତା ଭାବରେ ବିରଞ୍ôଚ

ନାରାୟଣ ଦାଶ, ରଶ୍ମିରାଣୀ ଦାଶ, ଦୁର୍ଯ୍ୟୋଧନ ପଶାୟତ, ପୂର୍ଣ୍ଣଚନ୍ଦ୍ର ତ୍ରିପାଠି, ଅରବିନ୍ଦ କୁମ୍ଭାର, ପ୍ରଭାକର ଛନ୍ଦ କାର୍ଯ୍ୟ ତୁଳାଇଥିଲେ । ପ୍ରାରମ୍ଭରେ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ ପରିବହନ କାର୍ଯ୍ୟାଳୟର ଜେଆରଏ ଶ୍ରୀକାନ୍ତ ନାଏକ କରିଥିବା ବେଳେ ସେକ୍ସନ ଅଫିସର କୁତାର୍ଥ କାଲସାଏ ଧନ୍ୟବାଦ ଅର୍ପଣ କରିଥିଲେ । ପରିବହନ କାର୍ଯ୍ୟାଳୟର ଦିପକ ନାଏକ, ଉମେଶ ବାଗ, ଯୋଗିନ୍ଦ୍ର ମନହିରା, ସୁମନ୍ତ ମଲ୍ଲିକ ପ୍ରମୁଖ ତଥା ମହାବିଦ୍ୟାଳୟର କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026

You Might Also Like