-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ବୀରମହାରାଜପୁର କଲ୍ୟାଣ ମଣ୍ଡପ ଠାରେ ବ୍ଲକସ୍ତରୀୟ ଜନଶୁଣାଣି

26-Aug-2022



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର‌ ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ମହିଳା ଶିଶୁ ବିକାଶ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଜଳ ବିଭାଜିକା, ଜଳ ପରିମଳ ଯୋଜନା, ଜଙ୍ଗଲ ବିଭାଗ, ଉଦ୍ୟାନ ବିଭାଗ  ହିତାଧିକାରୀ ମାନଙ୍କ ସମସ୍ୟା ଊପରେ ଜନଶୁଣାଣୀ ହୋଇଥିଲା l ଅତିରିକ୍ତ ଜିଲ୍ଲାପାଳ ନିଶିମଣି ମିଞ୍ଜ, ବିଡ଼ିଓ ମୋତିଲାଲ ସୁଲିଆ, ମହିଳା ଶିଶୁଵିକାଶ ଜିଲ୍ଲା ଅଧିକାରୀ ଗୌରୀମଣି ହାଁସଦା, ସହକାରୀ ଯନ୍ତ୍ରୀ ବିନିତ ଲାକ୍ରା,ପରିଚାଳନା ସମିତି ସଦସ୍ୟ କିଶୋର ହୋତା, ଚମ୍ପାମାଲ ସରପଞ୍ଚ ମହେନ୍ଦ୍ର ଜଗଦଲା, କମିରା ସୁରୁ ପ୍ରଧାନ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ର ସଫଳତା, ସମସ୍ୟା ଓ ସମାଧାନ ଉପରେ ହିତାଧିକାରୀ ମାନଙ୍କୁ ବୁଝାଇ ଥିଲେ l ପ୍ରଳ୍କଳ୍ପ ଅଧିକାରୀ  ସମୀତ ମହାକୁର ସଭା କୁ ପରିଚାଳନା କରିଥିଲା l  l ଏହି କାର୍ଯ୍ୟକ୍ରମ ରେ ପଞ୍ଚାୟତ ର ସମସ୍ତ ସରପଞ୍ଚ, ସମିତି ସଭ୍ୟ ବ୍ଲକ ର ସମସ୍ତ ଯନ୍ତ୍ରୀ,ଭି. ଆର. ପି. ସାଧାରଣ  ଜନତା ଯୋଗଦାନ କରିଥିଲେ l ପରିଚାଳନା କମିଟି ଅନ୍ୟତମ ସଦସ୍ୟ ପ୍ରଭଞ୍ଜନ କର୍ମୀ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like