-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ସ୍ୱାଧୀନତାର ୭୫ବର୍ଷ ପୁର୍ତ୍ତି ଅବସରରେ ରାଜ୍ୟ ପରିକ୍ରମା କରୁଥିବା ଅହିଂସା ରଥକୁ ବୌଦ୍ଧ ଜିଲାରେ ଭବ୍ୟ ସମ୍ବର୍ଦ୍ଧନା

26-Aug-2022



ବୌଦ୍ଧ (ପ୍ରେରଣା ଖବର) ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ପରିକ୍ରମା କରୁଥିବା ଅହିଂସା ରଥଦ୍ବୟକୁ  ଦ୍ଵିତୀୟ ଦିବସରେ ଉଭୟ ଅହିଂସା ରଥ ୧ ଓ  ୨ ବୌଦ୍ଧ ପଂଚାୟତ ସମିତି କାର୍ଯ୍ୟାଳୟରୁ ଆଜି ବାହାରି ଅହିଂସା ରଥ -୧ ମନମୁଣ୍ଡା, 5-T ବିଦ୍ୟାଳୟ, ମିଳିତ ଗ୍ରାମ ପଂଚାୟତ ଉଚ୍ଚ  ବିଦ୍ୟାଳୟ, ପଳସାଗୋରା, କଣ୍ଟାମାଲ ପଂଚାୟତ ସମିତି କାର୍ଯ୍ୟାଳୟ ପରିସର, ସମଲେଶ୍ୱରୀ ଉଚ୍ଚ ବିଦ୍ୟାଳୟ, ଘଣ୍ଟାପଡା, ଉଚ୍ଚ ବିଦ୍ୟାଳୟ, ଆମ୍ବଗାଁ ଏବଂ ଆଦିବାସୀ ଉଚ୍ଚ ବିଦ୍ୟାଳୟ ନୂଆପାଲି ଅଭିମୁଖେ ଯାତ୍ରା କରିଥିଲା  l ରୁଟ ଚାର୍ଟ

ଆନୁଯାୟୀ ଉକ୍ତ ସ୍ଥାନ ଗୁଡିକରେ ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଭ୍ୟ ଓ ଅଧ୍ଯକ୍ଷ ଜିଲ୍ଲାପରିଷଦ ମଧ୍ୟ ଯୋଗଦାନ ପୂର୍ବକ  ସାଦର ସ୍ୱାଗତ ସହ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ସମ୍ପୃକ୍ତ  ବିଦ୍ୟାଳୟ, ମହାବିଦ୍ୟାଳୟ, ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ପଂଚାୟତ ରାଜ ଅନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ ଗୁଡିକ, ସାମାଜିକ ଅନୁଷ୍ଠାନ, ଜନପ୍ରତିନିଧି, ଜିଲ୍ଲାପରିଷଦ ଉପାଧକ୍ଷ ଶଙ୍କର୍ଷଣ ପ୍ରଧାନ, ବିଡ଼ିଓ କଣ୍ଟାମାଲ କଳାକୃଷ୍ଣ ପ୍ରଧାନ, ଏବିଡ଼ିଓ, ବ୍ଲକ ଚେୟାରମେନ ସସ୍ମିତା ସେନାପତି, ଜିଲ୍ଲା ପରିଷଦ ସଭ୍ୟା ପଦ୍ମାଲୟା ପ୍ରଧାନ, ବ୍ଲକ ଉପାଧକ୍ଷ ମହିନ୍ଦ୍ର ରଣା, ସିଡିପିଓ ଜୋସ୍ନାରାଣୀ  ପାଢ଼ୀ ଯୋଗଦାନ କରି କାର୍ଯ୍ୟକ୍ରମକୁ ସଫଳ କରିଥିବାବେଲେ ଏହି କାର୍ଯ୍ୟକ୍ରମ ଗୁଡିକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବାଲିଆରସିଂହ ଓ  ଜିଲ୍ଲା କଲା ସଂସ୍କୃତି ସଂଘର ଉପସଭାପତି ଦିବ୍ୟସଙ୍କର  ରାଉତ ପରିଚାଳନା କରିଥିଲେ l ଏବଂ ବ୍ଲକ ର କର୍ମଚାରି ଆଦି ପ୍ରମୁଖ ସହଯୋଗ କରି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ l ବିଭିନ୍ନ ସ୍ଥାନରେ ଭବ୍ୟ ସମ୍ବର୍ଦ୍ଧନା ପୂର୍ବକ ଦେଶତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଦେଶଭକ୍ତି ଚଳଚିତ୍ର ପରିବେଷଣ କରାଯାଇଥିଲା l ଦ୍ଵିତୀୟ ରଥଟି ଏବିଡ଼ିଓ, ବୌଦ୍ଧ  ପ୍ରମୋଦ କୁମାର ମିଶ୍ର ଏବଂ ଜିଲ୍ଲା

ସଂଯୋୟକ ବସନ୍ତ କୁମାର ସାହୁଙ୍କ ତତ୍ୱାବଧାନରେ ବନପାଳି ଭାରତ ମାତା ମନ୍ଦିରରେ  ପହଂଚି ଆୟୋଜିତ ସଭାରେ ପାଞ୍ଚଟି ସ୍ବାଧୀନତା ସଂଗ୍ରାମୀ  ପରିବାରକୁ ସମର୍ଦ୍ଧିତ କରାଯାଇଥିଲା l ତଥ୍ ପରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ବାଉଁଶୁଣି, ମହାବିଦ୍ୟାଳୟ ବାଉଁ ଶୁଣି, ଦହ୍ୟା ଉଚ୍ଚ ବିଦ୍ୟାଳୟ, ଦହ୍ୟା  ଆଦି ଠାରେ ସଂକୀର୍ତ୍ତନ୍ୟ, ମଟର ସାଇକେଲ ରାଲୀ, ଘୋଷ ବାଦନ ପୂର୍ବକ ଅହିଂସା ରଥକୁ ସ୍ୱାଗତ କରାଯାଇଥିଲା l ବିଭିନ୍ନ ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବାବେଳେ ସମ୍ପୃକ୍ତ ସରପଞ୍ଚ, ସମିତି ସଭ୍ୟ, ଏସ ଏଚ ଜି ଗ୍ରୁପ ସାମାଜିକ କର୍ମୀ, ସାମ୍ବାଦିକ ପ୍ରମୁଖଙ୍କ ଯୋଗଦାନ ଓ ବହୁ ସଂଖ୍ୟକ ଜନସାଧାରଣ ଯୋଗଦାନ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ l ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ  ୨ ଟି ରଥ  ସାଙ୍ଗରେ ଡାକବାଜି ଯନ୍ତ ଯୋଗେ ବୌଦ୍ଧ ଜ଼ିଲ୍ଲା ସାରା  ଦେଶାତ୍ମ ବୋଧକ ସଂଗୀତ, ଦେଶ ଭକ୍ତି ସଂଗୀତ ବାଦନ ପୂର୍ବକ ୨ଟି ଗାଡି    ସାରା ବୌଦ୍ଧ ପରିକ୍ରମା କରିଥିଲା l ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ  ଏହି କାର୍ଯ୍ୟକ୍ରମ କୁ ସଫଳ କରିବା ପାଇଁ ଏହି ପ୍ରୟାସ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like