-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ବିଲେଇସର୍ଡା ହାଇସ୍କୁଲ ତରଫରୁ ଆଲୋଚନାଚକ୍ର  “କବି ଗଙ୍ଗାଧରଙ୍କ ସୃଷ୍ଟି ଜଗତରେ ବିଚରଣ କରୁଥିବା ପ୍ରତ୍ୟେକଟି ଚରିତ୍ର ଅତି ଶୃଙ୍ଖଳାର ସହ ଚିତ୍ରିତ”

26-Aug-2022



ବଲାଙ୍ଗିର(ପ୍ରେରଣା ଖବର)  ପୁଇଁନ୍ତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ହାଇସ୍କୁଲ ତରଫରୁ  ମାଟିର କବି ଗଙ୍ଗାଧର ଶୀର୍ଷକ ଆଲୋଚନା ଚକ୍ର ପ୍ରଧାନ ଶିକ୍ଷକ ସୁଧାଂଶୁ ଶେଖର ପଧାନଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଯାଇଛି । ଅତିଥିମାନେ ଗଙ୍ଗାଧର ମେହେରଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ମୁଖ୍ୟ ବକ୍ତା ଭାବେ ‘କୋଶଳ ପ୍ରବାହ’ ର ସଂପାଦକ ତଥା ଯୁବ କବି ଆନନ୍ଦ ଚନ୍ଦ୍ର ସାହୁ  ଯୋଗଦେଇ ନିଜ ବକ୍ତବ୍ୟରେ ଗଙ୍ଗାଧର ମେହେରଙ୍କୁ ମାଟିର କବି ଭାବେ ବର୍ଣ୍ଣନା କରିଥିଲେ ।  ଅମୃତ ସନ୍ତାନ ଗଙ୍ଗାଧରଙ୍କ ସୃଷ୍ଟିରେ ପ୍ରକୃତି ଯେଭଳି ଜୀବନ୍ତ, ଚିନ୍ତା ଚେତନା ସେଭଳି ଭଗବତ ଭାବରେ ପରିମାର୍ଜିତ । ତାଙ୍କ ସାହିତ୍ୟରେ ମାଟି ମନସ୍କତା ପ୍ରତି ଛତ୍ରେ ଛତ୍ରେ ଅନୁଭବ କରିହୁଏ । ପ୍ରକୃତିର ପରମ ଉପାସକ ତଥା କାବ୍ୟ କବିତା ତପସ୍ୱୀ ସ୍ୱଭାବ କବି ଗଙ୍ଗାଧରଙ୍କ ସୃଷ୍ଟି ଜଗତରେ ବିଚରଣ କରୁଥିବା ପ୍ରତ୍ୟେକଟି ଚରିତ୍ର ଅତି ଶୃଙ୍ଖଳାର ସହ ଚିତ୍ରିତ ହୋଇଥିବା ବେଳେ ଦୃଶ୍ୟ, ଚିତ୍ରକଳ୍ପ, ରୂପକଳ୍ପ ସବୁ ବେଶ ଚଳଚଂଚଳ । ‘ମୁଁ ଯେ ଅମୃତ ସାଗର ବିନ୍ଦୁ’.... ଭଳି ଭାବ ଗମ୍ଭୀର କାବ୍ୟ ସ୍ୱର ଯେଉଁ କବିଙ୍କ ମୁହଁରୁ ସ୍ଫୁରଣ ହୋଇପାରିଛି, ତାଙ୍କର ସ୍ମରଣ ହିଁ ଆଜିର

ନିମ୍ନଗାମୀ ସମାଜକୁ ଉଦ୍ଧାର କରି ପାରିବ  ବୋଲି ଶ୍ରୀ ସାହୁ ନିଜ ବକ୍ତବ୍ୟରେ କହିଥିଲେ ।  ମୁଖ୍ୟ ଅତିଥି ଭାବେ ରାଧାଶ୍ୟାମ ଆଂଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପୁରୁଷୋତ୍ତମ ଭଞ୍ଜ ଯୋଗ ଦେଇ ପ୍ରକୃତି  ଓ ମଣିଷ ମଧ୍ୟରେ ଗଙ୍ଗାଧର ଅଭେଦ କଳ୍ପନା କରିଛନ୍ତି । ପ୍ରକୃତି ତାଙ୍କ ପାଇଁ ସ୍ଫୂର୍ତ୍ତିମୟୀ, ଚଳଚଂଚଳ ଓ ବାକ୍‌ଦାୟିନୀ । କବିଙ୍କ ଲେଖନୀରେ ସମଗ୍ର ପ୍ରକୃତି ଜୀବନ୍ତ ମାନବୀୟ ରୂପ ଧରି ପାଠକ ସମ୍ମୁଖରେ ଉଭା ହୋଇଛି ବୋଲି କହିଥିଲେ । ପୂର୍ବରୁ ଆୟୋଜିତ ସୁନ୍ଦର ହସ୍ତାକ୍ଷର ପ୍ରତିଯୋଗିତାରେ ଅର୍ଚ୍ଚିତା ପଣ୍ଡା, ଚିନମ୍ମାଲକ୍ଷ୍ମୀ ପ୍ରଧାନ, ମଞ୍ଜିଲ ପଧାନ, ପ୍ରତିଭା ସେଲମା, ଗାୟତ୍ରୀ ତ୍ରିପାଠୀ, ସିମ୍ରନ୍ ବାଗ, ପ୍ରତିଜ୍ଞା ତ୍ରିପାଠୀ ପ୍ରମୁଖଙ୍କୁ ପୁରସ୍କୃତ କରାଯାଇଥିଲା । ଛାତ୍ରୀ ଚୁମକି ପଧାନ ଓ ଜାହ୍ନବୀ ସାହୁ ଗଙ୍ଗାଧର ମେହେରଙ୍କ ଉପରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ । କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଶିକ୍ଷକ ରଂଜିତ ମିଶ୍ର । କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ପ୍ରଦୀପ୍ତ ଦଣ୍ଡସେନା, ପଙ୍କଜ ମେହେର, ମୁରାରୀ ମୋହନ ପରଡିଆ, ରାଜକୁମାର ପଧାନ, ତପନ ବୁଡେକ, ଅଶ୍ୱିନୀ ମହାଲିଙ୍ଗ, ସୁବାସିନୀ ସେଠୀ, ସୁଷମା ମେହେର, ନିରୋତ୍ତମ ବିଶ୍ୱାଲ, ଶିକ୍ଷାକର୍ମଚାରୀ ଅମୂଲ୍ୟ ଦୋରା, ଜଗନ୍ନାଥ ଯୋଶୀ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like