-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||     

HOME   ଜିଲ୍ଲା

ନୂଆଁଖାଇ ରେ ୩ ଦିନ ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସହକାରୀ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ କଳା କୋଶଳ ମୁକ୍ତି ମୋର୍ଚ୍ଚା

27-Aug-2022



ପାଟଣାଗଡ଼(ସଚ୍ଚିଦାନ ନ୍ଦମହାକୁର) : ପଶ୍ଚିମ ଓଡ଼ିଶା ପ୍ରମୁଖ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ୩ ଦିନ ଛୁଟି ପାଇଁ କୋଶଳ ମୁକ୍ତି ମୋର୍ଚ୍ଚା ତରଫରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର ସହକାରୀ ଜିଲ୍ଲାପାଳ କ୍ଷୀରୋଦ ସାହୁଙ୍କୁ ପ୍ରଦାନ କରାଯାଇଛି । ବିଶେଷ କରି ପଶ୍ଚିମ ଓଡ଼ିଶାର ଅନେକ ଲୋକ ରାଜ୍ୟ ବାହାରେ ଚାକିରି କରୁଥିବାରୁ ସେମାନେ ଆସିବା ପାଇଁ ନାନା ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି । ଅନ୍ୟ ପକ୍ଷରେ ରାଜ୍ୟ ସରକାର ପୂର୍ବ ଓଡ଼ିଶାର ରଜ ପର୍ବକୁ ଛୁଟି ଘୋଷଣା କରୁଥିବା ବେଳେ ସେହିଭଳି ସମଗ୍ର ପଶ୍ଚିମ ଓଡ଼ିଶାରେ ମଧ୍ୟ ନୂଆଁଖାଇ ଗଣପର୍ବ ପାଇଁ ୩ ଦିନ ଛୁଟି ଘୋଷଣା କରିବାକୁ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଦାବୀ କରାଯାଇଛି । କୋଶଳ ମୁକ୍ତି ମୋର୍ଚ୍ଚା ଆବାହକ ସୁଶୀଲ କୁମାର ଗୁରୁଙ୍କ ନେତୃତ୍ୱରେ କଚେରୀ ଛକରୁ ଏକ ଶୋଭାଯାତ୍ରାରେ ବାହାରି ବିଭିନ୍ନ ନାରାବାଜି ଦେଇ ଉପଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ରାଜ୍ୟ ସରକାର ସବୁବେଳେ ପଶ୍ଚିମ ଓଡ଼ିଶା ପ୍ରତି ବୈମାତୃକ ମନୋଭାବ ଓ ଅଣଦେଖା କରୁଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । ଆଗାମୀ ଦିନରେ ସରକାର ଏ ଦିଗରେ ପଦକ୍ଷେପ ନ ନେଲେ ଜନ ଆନ୍ଦୋଳନ ହେବ ବୋଲି ସଂଗଠନ ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି । ଏହି ଶୋଭାଯାତ୍ରାରେ ଯୁବରାଜ ବଗାର, ବିପିନ ବରିହା, ରୁଷବ ବାଗ ଓ ନନ୍ଦଲାଲ ସାହୁଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026

You Might Also Like