-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ସ୍ୱାଧୀନତା ଉସ୍ୱାଚ୍ଛ ପାଳନ, ସହିଦ୍ ପରିବାରକୁ କରାଗଲା ସମ୍ବର୍ଦ୍ଧନା

27-Aug-2022



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲାରେ 'ଆଜି ସ୍ୱାଧୀନତା ଉସ୍ୱାଚ୍ଛ ପାଳନ ହୋଇଯାଇଛି l ଦେଶ ସ୍ୱାଧୀନତା ୭୫ ବର୍ଷ ପାଳନ ଅବସରରେ ଜିଲ୍ଲା ପ୍ରଶାସନ ଓ ବ୍ଲକ ପ୍ରଶାସନ ମିଳିତ ଉଦ୍ୟମରେ ସଭା ଶୋଭାଯାତ୍ରା ଓ ନୃତ୍ୟ ପରିବେଷଣ କରା ଯାଇଥିଲା l ମାଓବାଦୀଙ୍କ ଗୁଳି ରେ ସହିଦ ନରସିଂହ ମହାକୁର ଓ ସହିଦ ବିଭୀଷଣ ସାହୁଙ୍କୁ ତାଙ୍କ

ଗ୍ରାମ ଚମ୍ପାମାଲ ଓ ପାଣ୍ଡିଆ ପାଳି ଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା l ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷl ଶାନ୍ତି ଲୁହା,ବି ଡି ଓ ମୋତିଲାଲ ସୁଲିଆ ସରପଞ୍ଚ ମହେନ୍ଦ୍ର  ମହାନନ୍ଦ,ସମିତି ସଭ୍ୟ ଲକ୍ଷ୍ମୀ ନାରାୟଣ ପୁରୋହିତ , ସହିଦ ଙ୍କ ଧର୍ମ ପତ୍ନୀ ସୁଭାଷିନୀ ମହାକୁର, ଭାଇ ଶେଷଦେବ ମହାକୁର, ପୁଅ ବୀରେନ୍ଦ୍ର ମହାକୁର ପ୍ରମୁଖ ମଞ୍ଚାସିନ ଥିଲେ l ସହିଦ ପରିବାର ଙ୍କୁ ଉପଢୌକନ ଦେଇ ସମ୍ୱର୍ଦ୍ଧନା ଦିଆ ଯାଇଥିଲା l ଚମ୍ପାମାଲ ଗ୍ରାମର ବିଶିଷ୍ଠ ଶିକ୍ଷାବିତ ରାମକୃଷ୍ଣ ହୋତା ଏବଂ ସମାଜସେବୀ କିଶୋର ହୋତା ସହିଦ ଙ୍କ ଶ୍ରୁତି ଚାରଣ କରି ଉଦବୋଧନ ଦେଇଥିଲେ l ସଭାକୁ ସୂଚନା ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ପରିଚାଳନା କରିଥିଲେ l ବ୍ଲକ ନିର୍ବାହୀ ଯନ୍ତ୍ରୀ ବିନିତ ଲାକ୍ରା, ଏ ବିଡିଓ ଗ୍ରାମପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୌରାଙ୍ଗ ମହାପାତ୍ର, ପୋଲସ ବିଭାଗ ର ଅଧିକାରୀ, ସ୍ୱୟଂ ସହାୟକ ଗୋଷ୍ଠି ମହିଳା ଓ ଗ୍ରାମବାସୀ ଉପସ୍ଥିତ ଥିଲେ l ଏହି ଅବସରରେ, ଉଫୁଲା ର ମହିଳା କୀର୍ତ୍ତନ, ବୀରମହାରାଜପୁର ବାଳିକା ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ମାନଙ୍କ ଦ୍ୱାରା ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ,ଓ ରାଜ୍ୟ ସୂଚନା ପ୍ରସାରଣ ଦ୍ୱାରା ଭିଡ଼ିଓ କରାଯାଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like