-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ଇଣ୍ଡିଗୋ କାର ସହ ୭୯ କେଜି ଗଞେଇ ଜବତ ଘଟଣା - ଫେରାର୍ ଅଭିଯୁକ୍ତକୁ ଛେଣ୍ଡିପଦା ରୁ ଗିରଫ, କୋର୍ଟ ଚାଲାଣ

27-Aug-2022



ନାକଟିଦେଉଳ(କନ୍ଦର୍ପ ବେହେରା)-ଗତ ଅପ୍ରେଲ ମାସରେ କୁଡାନାଳୀ କୋଇଲିପଦା ଜଙ୍ଗଲରୁ ୭୯ କେଜି ଗଞେଇ ଜବତ କରିଥିଲା ନାକଟିଦେଉଳ ପୋଲିସ୍ । ହେଲେ ପୋଲିସ୍ କୁ ଚକମା ଦେଇ ଏଥିରେ ସଂପୃକ୍ତି ଥିବା ଡ୍ରାଇଭର ଘଟଣା ସ୍ଥଳରୁ ଫେରାର୍ ହେବାରେ ସକ୍ଷମ ହୋଇଥିଲା । ପୋଲିସ୍ ସେଇ ଦିନ ଠାରୁ ସେଇ ଅଭିଯୁକ୍ତକୁ ଖୋଜୁଥିଲା । ଆଜି ନାକଟିଦେଉଳ ପୋଲିସ୍ ସେଇ ଗଞେଇ କାରବାରରେ ସଂପୃକ୍ତି ଥିବା ଛେଣ୍ଡିପଦାର ପବିତ୍ର ମୋହନ ସାହୁ କୁ ଛେଣ୍ଡିପଦାରୁ  ଗିର‘ କରିବାରେ ସ‘ଳ ହୋଇଛି । ଆଜି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ନାକଟିଦେଉଳ ଥାନାଧିକାରୀ ପ୍ରକାଶ କରିଛନ୍ତି ।
ସୂଚନା ଥାଉକି ଗତ ଅପ୍ରେଲ୍ ମାସ ୭ ତାରିଖ ସଂଧ୍ୟାରେ ରେଢାଖୋଲ ରୁ ନାକଟିଦେଉଳ ପଟକୁ  ଏକ ଧଳା ଇଣ୍ଡିଗୋ କାର୍ (ଓଡି ୦୨ ଡି ୪୫୭୪) ରେ ଚୋରାରେ ଗଞେଇ ଅନୁଗୁଳ ଅଂଚଳକୁ ଆସୁଥିବାର ନାକଟିଦେଉଳ ଥାନାଧିକାରୀ ସୂଚନା ପାଇ ସଦଳବଳେ ଚରଡପଶି ନିକଟରେ ରାସ୍ତାକୁ ବନ୍ଦ କରିଦେଇଥିଲେ । ଗଞେଇ ବେପାରୀ ପୋଲିସ୍ ଥିବାର ଜାଣି ପାରି ସେ ଚରଡପଶି ନିକଟରୁ ଗାଡିକୁ ପଛକୁ କରି ଶିମିଳିପାଳ ଛକରୁ କୁଡାନାଳି ରାସ୍ତା ପଟକୁ ଦୃତ ଗତିରେ େ‘ରାର୍ ହୋଇଯାଇଥିଲା । ପୋଲିସ୍ କାର୍ କୁ ପିଛା କରି ଥିଲା । ପୋଲିସ୍ ଆସୁଥିବା ଜାଣି ଜାମୁଜୋରି ପଂଚାୟତର କୁଡାନାଳି ନିକଟ କୋଇଲିପଦା ନିକଟସ୍ଥ ଜଙ୍ଗଲରେ କାରକୁ ଛାଡି ଡ୍ରାଇଭର େ‘ରାର୍ ହେବାରେ ସକ୍ଷମ ହୋଇଥିଲା । ପୋଲିସ୍ ପହଂଚିଲା ବେଳକୁ  ଡ୍ରାଇଭର ନ ଥିଲା । । ପୋଲିସ୍ କାରରେ ଥିବା ଏକ ବସ୍ତାରେ ୭୯ କେଜି ଗଞେଇ ଜବତ କରିବା ସହ କାରକୁ ନାକଟିଦେଉଳ ଥାନାକୁ ଆଣିଥିଲା । କାରର୍ ଓରିଜିନାଲ୍ ଆର୍ ସି ବହି ଏବଂ ଇନ୍ ସୁରାନସ୍ ଥିବାର ଜାଣି ବାକୁ ପାଇଥିଲା । ନାକଟିଦେଉଳ ଥାନାଧିକାରୀ ସୂଚନା ପାଇ ଯାଇଥିଲେ କାର୍ ର ମାଲିକ ଅନୁଗୋଳ ଜିଲ୍ଲାର ବୋଲି । ନାକଟିଦେଉଳ ପୋଲିସ୍ ସେଇ ଦିନଠାରୁ ଗଞେଇ ଛାଡି େ‘ରାର୍ ଥିବା ଅଭିଯୁକ୍ତକୁ ଖୋଜୁଥିଲା । ନାକଟିଦେଉଳ ଥାନା କେସ୍ ନଂ ୭୦-ତା୮/୪/୨୦୨୨ ୟୁ/ଏସ୍ ୨୦(ବି)(ଆଇଆଇ)(ସି)ଏନ୍‌ଡିପିଏସ୍ ଆକ୍ଟ ରେ କେସ୍ ରୁଜୁ ମଧ୍ୟ ହୋଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like