-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ସଦାଇପାଲି ସ୍କୁଲ ପରିଦର୍ଶନ କଲେ ନରସିଂହ ପର୍ଯ୍ୟାପ୍ତ ଶ୍ରେଣୀ ଗୃହ ନିର୍ମାଣ ଉପରେ ଗୁରୁତ୍ୱ

27-Aug-2022



ବଲାଙ୍ଗିର,- ଆଜି ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ସଦର ବ୍ଲକ ସ୍ଥିତ ସଦାଇପାଲି ପଂଚାୟତ ଅନ୍ତର୍ଗତ ସଦାଇପାଲି ବିଦ୍ୟାଳୟକୁ ପରିଦର୍ଶନରେ ଯାଇଥିଲେ । ପୂର୍ବରୁ ବିଧାୟକ ଶ୍ରୀ ମିଶ୍ର ସରକାରଙ୍କ ସ୍କୁଲ ରୁପାନ୍ତିକରଣ ଯୋଜନାରେ ଏହି ସ୍କୁଲ ସାମିଲ କରିବା ପାଇଁ ସୁପାରିଶ କରିଥିବାରୁ ଆଜି ସ୍କୁଲ ପରିଚାଳନା କମିଟି ସଭାପତି ଫକିର ଥାଟି, ପ୍ରଧାନ ଶିକ୍ଷକ ତଥା ଅନ୍ୟାନ୍ୟ କର୍ମଚାରୀଙ୍କ ସହ ସ୍କୁଲର ଅଭାବ ଅସୁବିଧା ବାବଦରେ ଆଲୋଚନା କରିଥିଲେ । ସ୍କୁଲରେ ପାଚେରୀ ତଥା ଶ୍ରେଣୀ ଗୃହର ଅଭାବ ବିଷୟରେ ଆଲୋଚନା ହୋଇଥିଲା । ଯେହେତୁ ସଦାଇପାଲି ିନିକଟବର୍ତ୍ତି ଅଂଚଳରେ ନିର୍ମାଣଧିନ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ରୁ ହୋଇଥିବା ବିସ୍ତାପିତ ପରିବାରଙ୍କୁ ଥଇଥାନ କରାଯାଇଛି ତେଣୁ ସେହି ବିସ୍ଥାପିତ ପରିବାରଙ୍କ ପୁଅ ଝିଅମାନେ ପାଠ ପଢିବା ପାଇଁ ଏହି ସ୍କୁଲ ଉପରେ ନିର୍ଭର କରନ୍ତି ତେଣୁ ଏଠାରେ ସ୍କୁଲ ଶ୍ରେଣୀ ଗୃହ ନିର୍ମାଣକୁ ପ୍ରାଥମିକତା ଦିଆଯିବ ବୋଲି ବିଧାୟକ ଶ୍ରୀ ମିଶ୍ର କହିଥିଲେ ଏବଂ ଶ୍ରେଣୀ ଗୃହ ନିର୍ମାଣ ପାଇଁ ଏକ ଚିଠି ଅଧ୍ୟକ୍ଷ ଡବ୍ଲୁଓଡିସି ଓ ତାର ନକଲ ତାଙ୍କୁ ଓ ଜିଲ୍ଲାପାଳଙ୍କୁ ପ୍ରଦାନ କରିବା ପାଇଁ କହିଥିଲେ ତା ସହ ନିଜ ବିଧାୟକ ପାଣ୍ଠି ରୁ ଅନୁଦାନ ପ୍ରଦାନ କରିବେ ବୋଲି କହିଥିଲେ । ଉପସ୍ଥିତ ଥିବା ବ୍ଲକ ଶିକ୍ଷାଧିକାରୀ, ବ୍ଲକ ସହକାରୀ ଯନ୍ତ୍ରୀଙ୍କୁ ମନରେଗା ପାଣ୍ଠି ଲଗାଇ ଖେଳ ପଡିଆ ଉନ୍ନତିକରଣ କରାଯାଉ ବୋଲି ନିର୍ଦ୍ଦେଶ ଦେଇଥିଲେ । ସଦାଇପାଲିର

ଅନେକ ଗରିବ  ଓ ଭୂମିହୀନ ତାଙ୍କ ପାଇଁ ଉଦ୍ଦିଷ୍ଟ ଜମି ପଟ୍ଟା ପାଇଥିଲେ ହେଁ ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇନଥିବାରୁ ବୈଠକରେ ଉପସ୍ଥିତ ଥିବା ତହସିଲଦାରଙ୍କୁ ଶିଘ୍ର ଜମି ଚିହ୍ନଟ କରି ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଶେଷରେ ସ୍କୁଲ ରୁପାନ୍ତିକରଣ କାମ ଯେମତି ଉଚ୍ଚ ମାନର ହେବ ସେ ଉପରେ ଶିକ୍ଷକ, କର୍ମଚାରୀ ତଥା ପରିଚାଳନା କମିଟି ବିଶେଷ ଧ୍ୟାନ ଦେବା ପାଇଁ ଅନୁରୋଧ କରିଥିଲେ । ସଦାଇପାଲିରୁ ଫେରିବା ବାଟରେ  ମାଧିଆପାଲି ହାଇସ୍କୁଲର ଶିକ୍ଷାଦାନ ଏବଂ ଅନ୍ୟାନ୍ୟ ଅଭାବ ଅସୁବିଧା ଭାବରେ ବିଧାୟକ ଶ୍ରୀ ମିଶ୍ର ଆଲୋଚନା କରି ଯାହା କିଛି ଅଭାବ ଅସୁବିଧା ଅଛି ତାଙ୍କୁ ଏକ ତାଲିକା ପ୍ରଦାନ କଲେ ସେ ସବୁର ସମାଧାନ କରିବା ପାଇଁ ପଦକ୍ଷେପ ନେବେ ବୋଲି ସ୍କୁଲ କର୍ତ୍ତୃପକ୍ଷଙ୍କୁ କହିଥିଲେ । ଏହି ଗସ୍ତ ସମୟରେ ସଦାଇପାଲି ର ବୁଦ୍ଧିଜିବୀ ଡା. ଶିିଦ୍ଧେଶ୍ୱର ମିଶ୍ର, ଶିକ୍ଷାବିତ୍ ବାମଦେବ ମିଶ୍ର, ଡାକ୍ତର ପ୍ରଶାନ୍ତ ପ୍ରଧାନ, ରମେଶ ନାଏକ, ତ୍ରିଲୋଚନ ମହାପାତ୍ର, ବରଞ୍ôଚ ସାଏ ଏବଂ ଯୁବ ନେତା ଅଜୟ ବାଲି ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like