-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ବ୍ଲକ ପ୍ରଶାସନ ଓ ଜନ ପ୍ରତିନିଧିଙ୍କ ହସ୍ତକ୍ଷେପ ପରେ ବାଟ ଫିଟିଲା ସୋମବାର ଠୁଁ ପିଲା ଯିବେ ସ୍କୁଲ

28-Aug-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ଦାଣ୍ଡିଭଜା ପ୍ରାଥମିକ ବିଦ୍ୟାଳୟ କୁ ଅଭିଭାବକ ମାନେ ପିଲା ନ ଛାଡିବା ଘଟଣା ର ୨୭ ଦିନ ପରେ ଶନିବାର ବ୍ଲକ ପ୍ରଶାସନ  ଜନ ପ୍ରତିନିଧି ଙ୍କ ହସ୍ତକ୍ଷେପ ପରେ ସୋମବାର ଠାରୁ ପିଲା ଙ୍କୁ ସ୍କୁଲ ଛାଡିବାକୁ ଅଭିଭାବକ ମାନେ ରାଜି ହୋଇଥିବା ଜଣା ପଡ଼ିଛି। ସୂଚନା ମତେ ଏହି ବିଦ୍ୟାଳୟ ରେ  ପ୍ରଥମ ରୁ ପଞ୍ଚମ ଶ୍ରେଣୀ ମୋଟ ୨୨ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିଲେ।ତେବେ ସ୍କୁଲର ତତ୍କାଳୀନ ପ୍ରଧାନ ଶିକ୍ଷକ ସ୍କୁଲ ଅନୁଦାନ ଟଙ୍କା , ଏମଡିଏମ ଟଙ୍କା ଓ ଅନ୍ୟାନ୍ୟ ସରକାରୀ ସହାୟତା ରାଶି ର,ହେରଫେର କରିଥିବା ଅଭିଯୋଗ କରି ପ୍ରଧାନ ଶିକ୍ଷକ ଙ୍କୁ ନିଲମ୍ବିତ ଓ ଅର୍ଥ ରିକୋଭରି ନ କରିବା ଯାଏଁ ସ୍କୁଲ କୁ ପିଲା ଙ୍କୁ ନ ଛାଡିବାକୁ ଲିଖିତ ଭାବେ ଜଣାଇଥିଲେ।ଅଭିଯୋଗ ପାଇବା ପରେ ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗ ପକ୍ଷରୁ ଅଭିଯୋଗର ତଦନ୍ତ ସହ ପ୍ରଧାନ ଶିକ୍ଷକଙ୍କୁ ବଦଳି ଓ ନିଲମ୍ବିତ କରିଥିଲେ।ତେବେ ସୁଦ୍ଧା ଅଭିଭାବକ ମାନେ ସ୍କୁଲକୁ ପିଲା ନ ଛାଡିବାର ୨୭ ଦିନ ପରେ ଶନିବାର ବ୍ଲକ ଅଧକ୍ଷ୍ୟା କୁନି ସାହୁଙ୍କ ନେତୃତ୍ୱରେ ବିଡ଼ିଓ ପ୍ରିୟଦର୍ଶିନୀ ମିର୍ଧା, ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପୀମଣି ଜାନୀ,ରେଗଡା ସରପଞ୍ଚ ଦିପ୍ତୀ ରାଣୀ ସାହୁ, ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ଏବିଇଓ ସହଦେବ ସୁନା,  ସିଆରସିସି ସଞ୍ଜୟ ଦାଶ୍ ପ୍ରମୁଖ ଦାଣ୍ଡିଭଜା ସ୍କୁଲକୁ ଯାଇ ଗ୍ରାମବାସୀ ତଥା ଅଭିଭାବିକା /ଅଭିଭାବକ, ସ୍କୁଲ ପରିଚାଳନା କମିଟିର କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରି ସ୍କୁଲକୁ ପିଲାଙ୍କୁ ଛାଡିବାକୁ ବୁଝେଇବା ପରେ ସୋମବାର ଠୁଁ ସ୍କୁଲକୁ ପିଲାଙ୍କୁ ପାଠ ପଢିବା ପାଇଁ ଛାଡିବାକୁ ଅଭିଭାବକ ମାନେ ରାଜି ହୋଇଥିବା ଏବିଇଓ ସହଦେଵ ସୁନା ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like