-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||     

HOME   ଅପରାଧ

ସଇଁନ୍ତଳା ରେଞ୍ଜ ଝିଙ୍କେମାଲ ଓ ମିର୍ଦ୍ଧା ପଡା ଗାଁ ରେ ବନବିଭାଗର ଚଢ଼ଉ, କାଠ ପଟା ଓ ପଲଙ୍କ ଜବତ, ଅଭିଯୁକ୍ତ ଫେରାର୍ 

28-Aug-2022



ସଇଁନ୍ତଳା, ବଲାଙ୍ଗୀର ବନବିଭାଗର ର ନିର୍ଦ୍ଦେଶରେ ତଥା ସଇଁନ୍ତଳା ରେଞ୍ଜର ସହାୟତାରେ ଆଜି ସଇଁନ୍ତଳା ରେଞ୍ଜ ଅନ୍ତର୍ଗତ ଝିଙ୍କେମାଲ ଓ ମିର୍ଦ୍ଧା ପଡା ଗାଁ ରେ  ପୃଥକ ପୃଥକ ଭାବରେ l ଦୁଇ ଜଣ ବ୍ଯକ୍ତିଙ୍କ ଘରେ ଚଢ଼ଉ କରାଯାଇଥିଲା । ଡୁମେରଜୋର୍ ବିଟ୍ ଅଧୀନରେ ଥିବା ଏହି ଦୁଇ ଗାଁ ରେ ଏକକାଳୀନ ଚଢ଼ଉ କରାଯାଇଥିଲା । ଝିଙ୍କେରମା ଗାଁ ର ମଗଶିର ମିର୍ଦ୍ଧା ଓ ମିର୍ଦ୍ଧାପଡା ଗାଁ ର ରଂଜିତ ମିର୍ଦ୍ଧା ଙ୍କ ଘରୁ ବିପୁଳ ପରିମାଣରେ କାଠ ଜବତ କରିଛି ବନ ବିଭାଗ । ବଲାଙ୍ଗୀର ଡିଭିଜନାଲ ଫେରଷ୍ଟ ଅଫିସ ର ଏସିଏଫ୍ ଙ୍କ ନେତୃତ୍ୱରେ ଏହିଚଢ଼ଉ ହୋଇଥିବା ବେଳେ ଅଭିଯୁକ୍ତଙ୍କ ଘରୁ ୩୨ ଟି ବିଜା ପଟା, ୧୬ଟି ଶାଗୁଆନ କାଠର ଓ ଗୋଟିଏ ବିଜା କାଠର ପଲଙ୍କ ଜବତ କରାଯାଇଛି । ଏହି ଘଟଣାରେ ସଂପୃକ୍ତ ଥିବା ଦୁଇ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର୍ ମାରିଛନ୍ତି ।  ରେଞ୍ଜ ଅଫିସର ସଂଘମିତ୍ରା ଭୋଇ, ବ୍ୟାସଦେବ ଭୋଇ, ଫରେଷ୍ଟର କାମେଶ୍ୱର ତାଣ୍ଡି, ରମେଶ ଧରୁଆଙ୍କ ସମେତ ଫରେଷ୍ଟ ଗାର୍ଡ ସତ୍ୟାନନ୍ଦ ପ୍ରଧାନ. ରଂଜିତ କୁମ୍ଭାର, ଅଶୋକ ସେଠ ପ୍ରମୁଖ ଙ୍କ ତତ୍ତ୍ୱାବଧାନରେ ଏହି ଚଢ଼ଉ ହୋଇଥିଲା । 
(ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026

You Might Also Like