-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା ରେ ପ୍ରଧାନମନ୍ତ୍ରୀ ଙ୍କ ମନ କି ବାତ୍ କାର୍ଯ୍ୟକ୍ରମ

29-Aug-2022



ଲୋଇସିଂହା, (ବିନୋଦ କୁମାର ଦୀପ) ପଲ୍ଲୀ ଆଲୋକ ପାଠାଗାର ନଅଗାଁ (ଖ ) ସ୍ଥିତ କନଫରେନ୍ସ ହଲ ଠାରେ ମୋଦିଜୀ ଙ୍କ 'ମନ କି ବାତ  କାର୍ଯ୍ୟକ୍ରମ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଉଦବୋଧନ ଦେଇଥିଲେ l ଏହି ପରିପେକ୍ଷୀରେ ଅଯୋଜିତ କାର୍ଯ୍ୟକ୍ରମରେ ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ ଅଧ୍ୟକ୍ଷତାରେ ଓ ନଅଗାଁ ଗ୍ରାମର ବରିଷ୍ଟ ନାଗରିକଙ୍କ  ଉପସ୍ଥିତରେ ମୋଦି ଜି ଙ୍କ ମନ କି ବାତ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ l ପ୍ରଥମେ ପଶ୍ଚିମ ଓଡିଶା ଗଣ ପର୍ବ ନୂଆଖାଇ ଜୁହାର ଅଭିନନ୍ଦନ ଜଣାଇଥିଲେ l ଦେଶର ସାମ୍ପ୍ରତିକ ପରିସ୍ଥିତିରେ ବିକାଶ ଉପରେ ପଙ୍ଖାନୁପୁଙ୍କ ଆଲୋକପାତ କରିବା ସହ ଆଗକୁ ସାମୁହିକ ସ୍ତରରେ ସମସ୍ତଙ୍କ ଉଦ୍ୟମରେ କାର୍ଯ୍ୟକାରୀ ହୋଇପାରିବ ବୋଲି ମତାମତ ଦେଇଥିଲେ l ମୋଦିଜୀଙ୍କ ମନ କି ବାତ କାର୍ଯ୍ୟକ୍ରମ ସମାପ୍ତ ପରେ ବିଧାୟକ ଓ ଗ୍ରାମର ବରିଷ୍ଠ ନାଗରିକ ମଧ୍ୟରେ ଗାଁ ଓ ଅଂଚଳ ବିଭିନ୍ନ ସମସ୍ୟା ଓ ତାର ସମାଧାନ ଉପରେ ମତାମତ ପ୍ରଦାନ କରିଥିଲେ l ନଅଗାଁ ରେ ଏକ ମହିଳା କଲେଜ ଖୋଲିବା ପାଇଁ ବୈଠକରେ ବରିଷ୍ଠ ନାଗରିକ ମାନେ ମତ ଦେବା ସହ ଆଗାମୀ ସମୟରେ ଏ କ୍ଷେତ୍ରରେ ଆଲୋଚନା କରାଯାଇ ଗ୍ରାମ ଚୂଡ଼ାମଣି ବିଶ୍ୱାଳ, ସଦାନନ୍ଦ ପସାୟତ, ଗୋପୀନାଥ ଦୀପ, ଅନିରୁଦ୍ଧ କୁଅଁର, ନରସିଂହ ସାହୁ, ପ୍ରଶାନ୍ତ ନାୟକ, ରାଜେନ୍ଦ୍ର ଦଣ୍ଡସେନା  ଦେବେନ୍ଦ୍ର ବିଶ୍ୱାଳଙ୍କୁ ଦାୟିତ୍ୱ ପ୍ରଦାନ କରାଗଲା l ଶେଷରେ ଲଳିତ ମୋହନ ସାହୁ ଧନ୍ୟବାଦ ଅର୍ପଣକରି ସଭା ସାଙ୍ଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026

You Might Also Like