-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ଜାତୀୟ କ୍ରୀଡା ଦିବସ ଉପଲକ୍ଷେ ସାଇକ୍ଲୋଥନ

29-Aug-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) - ସଇଁନ୍ତଲା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ କେରମେଲି ତରଫରୁ ଜାତୀୟ କ୍ରୀଡା ଦିବସ ଉପଲକ୍ଷେ ସାଇକ୍ଲୋଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ସରୋଜ ମିଶ୍ରଙ୍କ ସଭାପତିତ୍ୱ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ

ଡେଙ୍ଗ ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ର ଓ ସମ୍ମାନୀତ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଯଜେ୍ଞଶ୍ୱର ଦାଶ ଓ ଡେଙ୍ଗ ବିଦ୍ୟାଳୟର ଜୁନିୟର ରେଡକ୍ରସ କାଉନସିଲର ରାମ ନାରାୟଣ ଦାଶ ଯୋଗ ଦେଇଥିଲେ । ପ୍ରଥମରେ ସବୁଜ ପତକା ଦେଖାଇ ସାଇକ୍ଲୋଥନ୍ କାର୍ଯ୍ୟକ୍ରମ କୁ ଅତିଥି ଗଣ ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟରୁ ବାହାରି ଗ୍ରାମ ପରିକ୍ରମା ପରେ ଛାତ୍ର ଛାତ୍ରୀଗଣ ପୁଣି ବିଦ୍ୟାଳୟକୁ ଫେରି ଥିଲେ । ତତ୍ ପରେ ପ୍ରଧାନଶିକ୍ଷକଙ୍କ ସଭାପତିତ୍ୱ ବୈଠକରେ ସମ୍ମାନିତ ଅତିଥି ଗଣ ଜାତୀୟ କ୍ରୀଡା ଦିବସ ପାଳନର ମହତ୍ୱ ବୁଝାଇ ହକି ଯାଦୁଗର ଧ୍ୟାନ ଚାନ୍ଦଙ୍କ ଖେଳ ଜୀବନ ସହ ଭାରତର କୃତିକୁ ସ୍ମୃତି ଚାରଣ କରିଥିଲେ । ପୂର୍ବରୁ ବକ୍ତୃତା, ଚିତ୍ରାଙ୍କନ, ରଚନା ତଥା ଖୋଖୋ ଓ କବାଡି ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । କୃତି

ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥି ଠାରୁ ସମ୍ମାନିତ କରାଯାଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷୟତ୍ରୀ ସବିତା ଏକ୍କା, ରଶ୍ମିତା ନାୟକ, ମିନତୀ ଦାଶ, ଶିକ୍ଷକ ସୌମ୍ୟ ରଞ୍ଜନ ମହାନ୍ତି, ପ୍ରସାନନ୍ଦ ବାଗ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷୟତ୍ରୀ ସୁହାଶିନୀ ଗୁରୁ ପରିଚାଳନା କରିଥିବା ବେଳେ ଶିକ୍ଷୟତ୍ରୀ ମୋନାଲିସା ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like