-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ବିଦ୍ୟାଳୟ ସ୍ତରୀୟ ବିଜ୍ଞାନମେଳା କୋଶଳ ଆବାସିକ ବିଦ୍ୟାଳୟ ସୋନପୁରେ ଉଦଘାଟିତ

29-Aug-2022



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ମିଳିଥିବା ସୂଚନା ଅନୁସାରେ ଆଜି ଜିଲ୍ଲା ର ଅଗ୍ରଣୀ ଶିକ୍ଷାନୁଷ୍ଠାନ କୋଶଳ ଆବାସିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନମେଳା ଉଦଘାଟିତ ହୋଇଯାଇଛି । ଇତ୍ୟବସରରେ ମୁଖ୍ୟ ଅତିଥି ଭାବେ ସୋନପୁର ମହାବିଦ୍ୟାଳୟର ପ୍ରାଣୀ ବିଜ୍ଞାନ ବିଭାଗର ବରିଷ୍ଠ ପ୍ରଧ୍ୟାପକ ଶ୍ରୀଯୁକ୍ତ ଉମାକାନ୍ତ ନାଗ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଗତିକୃଷ୍ଣ ମିଶ୍ର ଓ କୋଣ ଅନୁକୋଣରେ ସୁନାମ ଅର୍ଜନ କରିଥିବା ବିଶିଷ୍ଟ ସମାଜସେବୀ ତଥା ବିଦ୍ୟାଳୟର ସଭାପତି ଦାୟିତ୍ୱ ଵହନ କରିଥିବା ଶ୍ରୀଯୁକ୍ତ ଶ୍ରୀବତ୍ସ ମଲ୍ଳିକ ପ୍ରମୁଖ ଯୋଗଦେଇ ବିଜ୍ଞାନ ର ବିଭିନ୍ନ ମାଧ୍ୟମରେ ପ୍ରୟୋଗ ଓ ବ୍ୟବହାର ସମ୍ବନ୍ଧରେ ନୂତନ ଚିନ୍ତାଧାରାର ଆବିଷ୍କାର ପ୍ରସଙ୍ଗ ଶିଶୁମାନଙ୍କୁ ଅବଗତ କରାଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପରମା ନାଏକ ଅତିଥି ପରିଚୟ ପ୍ରଦାନ କରିଥିବାବେଳ ସମ୍ପାଦକ ଶ୍ରୀଯୁକ୍ତ ସଞ୍ଜୟ କୁମାର ସାହୁ ସମସ୍ତନ୍କ ଉଦ୍ଧେଶ୍ୟରେ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ମେଳାରେ ୫୦ରୁ ତଦୁର୍ଦ୍ଧ୍ବ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ବିଭିନ୍ନ ବିଦ୍ୟାଳୟର ଶିଶୁ, ଶିକ୍ଷକ ଓ ଅବିଭାବକମାନେ ମେଳା ଦେଖିବାକୁ ଆସି ଆନନ୍ଦ ଉପଭୋଗ କରିଥିଲେ। ପଡୋଶୀ ବିଦ୍ୟାଳୟ ସାଇକୃପା ଶିକ୍ଷା ନିକେତନ ଓ କିଡ୍ସ  ଇଂରାଜୀ ମାଧ୍ୟମ ବିଦ୍ୟାଳୟର ୩ଜଣ ଶିକ୍ଷକ ଶ୍ରୀ ସଞ୍ଜୟ ସାହୁ, ରିତିକ୍ ମହାରଣା ଓ କେଶବ ଚନ୍ଦ୍ର ମିଶ୍ର ବିଚାରକ ଭାବରେ ଯୋଗଦାନ କରି ପ୍ରକଳ୍ପଗୁଡିକର  ଫଳାଫଳ ଘୋଷଣା କରିଥିଲେ। ବିଦ୍ୟାଳୟର ବିଜ୍ଞାନ ଶିକ୍ଷକଗୁଡିକ ତ୍ରିଲୋଚନ ଓତା,ସୁଜିତ ବିଶ୍ବାଳ, ଜାମିନି ସାହୁ ଓ ରୀନା ବୁଡେକ ଗାଇଡ୍ ଶିକ୍ଷକ ଭାବରେ କାର୍ଯ୍ୟ କରିଥିଲେ।ସହ ପ୍ରଧାନ ଶିକ୍ଷୟିତ୍ରୀ ସ୍ମିତା ରାଣୀ ନାୟକ ମଞ୍ଚ ପରିଚାଳନା କରିବା ସହ ପ୍ରମୋଦ କୁମାର ସାହୁ, ନିରାକାର କୁରୁକୁରିଆ, ସଙ୍ଗୀତା ପ୍ରଧାନ,ସରିତା ମେହେର,ରମିଲା ସାହୁ, ଯଶୋବନ୍ତି ଗାଇଗରିଆ, କଲ୍ୟାଣୀ ଉରେକ, ସୁଜାତା ନାୟକ, ଗଣେଶ ଝାଙ୍କର ଆଦି କାର୍ଯ୍ୟକ୍ରମକୁ ସଫଳ ରୁପାୟନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like