-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ପୌରକେଲା ରେ ପଂଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର।

29-Aug-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଂଚାୟତ ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ବିଡ଼ିଓ ପ୍ରିୟଦର୍ଶନୀ ମିର୍ଧା, ଭାରପ୍ରାପ୍ତ ତହସିଲଦାର ଦିଲୀପ ପାତ୍ର, ସରପଞ୍ଚ ଯଶୋଶ୍ୱିନୀ ଧରୁଆ, ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ କେଦାର ନାଥ ଖମାରି,ବିଏସ ଏସ ଓ ସସ୍ମିତା ପଟେଲ,ଯୋଗାଣ ଅଧିକାରୀ ସନ୍ତାକାର ପ୍ରଧାନ, ସମେତ ବ୍ଲକ ସ୍ତରୀୟ ଅନ୍ୟାନ୍ୟ ସମସ୍ତ ବିଭାଗ ପକ୍ଷରୁ କର୍ମଚାରୀ ମାନେ ଉପସ୍ଥିତ ଥିଲେ।ଏଥିରେ ମୋଟ ୨୨୭ ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ରାସନ କାର୍ଡ,ଆବାସ ଯୋଜନା,ଭତ୍ତା ଭଳି ଅନେକ ଅଭିଯୋଗ ହୋଇଥିଲା। ଜନ ଶୁଣାଣୀ ଶିବିର କୁ ଗ୍ରାମ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବରାଜ ରଣା, ଗ୍ରାମ ରୋଜଗାର ସେବକ ଗଜାନନ ଗହୀର, ଯୋଗାଣ ସହାୟକ ତରୁଣ ସେନ ସାହୁ,ଓ ସମସ୍ତ ୱାର୍ଡ ସଭ୍ୟା/ସଭ୍ୟ ଆୟୋଜନ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like