-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ପରୀକ୍ଷା ନୀରିକ୍ଷକଙ୍କ ତୃଟି ଯୋଗୁଁ ଦ୍ୱନ୍ଦରେ ଏ.ଏସ.ଓ ପରୀକ୍ଷାର୍ଥି

30-Aug-2022



ବିନିକା(ହିମାଂଶୁ ଶେଖର ପୁଟେଲ): ସଦ୍ଯ ସମାପିତ ଓଡିଶା ଲୋକ ସେବା ଆୟୋଗ(ଓ.ପି.ଏସ.ସି) ଆସିଷ୍ଟାଣ୍ତ ସେକ୍ସନାଲ ଅଫିସର(ଏ.ଏସ.ଓ) ପରୀକ୍ଷାରେ ପରୀକ୍ଷା ନୀରିକ୍ଷକ ତୃଟି କରିଥିବା ନେଇ ଜଣେ ପରୀକ୍ଷାର୍ଥି ଅଭିଯୋଗ କରିଛନ୍ତି।ଅଭିଯୋଗକାରୀ ପରୀକ୍ଷାର୍ଥି ଆର୍ତ୍ତତ୍ରାଣ ଖୁର୍ଡିଆଙ୍କ ସୂଚନାନୁସାରେ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର,ସୋନପୁର(ରୁମ ନଂ‐୧୦) ଠାରେ ତାଙ୍କର ପରୀକ୍ଷା କେନ୍ଦ୍ର ଧାର୍ଯ୍ଯ ହୋଇଥିଲା।ଦ୍ୱିତୀୟ ପର୍ଯ୍ଯାୟ ପରୀକ୍ଷା ସମୟରେ ପରୀକ୍ଷା ନିରୀକ୍ଷକ ସୁଶାନ୍ତ କୁମାର ଜେନା ଓ.ଏମ.ଆର ସିଟରେ ଦସ୍ତଖତ କରିବା ସମୟରେ ପରିକ୍ଷାର୍ଥୀଙ୍କୁ ନ ପଚାରି 'ସି' ସେଟ ସ୍ଥାନରେ 'ଡି' କୁ ରାଉଣ୍ତ କରିଦେଇଥିଲେ।ପରୀକ୍ଷାର୍ଥି ଜଣକ ଦେଖି ଅଭିଯୋଗ କରିବା ପରେ ନୀରିକ୍ଷକ ଜଣକ ହଡବଡଇ ଯାଇଥିଲେ ଏବଂ ସ୍ଥାନୀୟ ଅଧ୍ଯକ୍ଷଙ୍କ ପରାମର୍ଶ ନେଇ ଭୁବନେଶ୍ୱରର ଅଧିକାରୀଙ୍କ ସହ କଥାବାର୍ତ୍ତା ହୋଇ ଏହା କିଛି ହେବ ନାହିଁ  ଏବଂ ଏଥି ପାଇଁ ସେ ନିଜେ ଉତ୍ତରଦାୟୀ ହେବେ ବୋଲି କହିବା ସହ ପୁଣି 'ସି' ସେଟ ସ୍ଥାନରେ ରାଉଣ୍ତ କରିଥିଲେ।ଯଦି ଏଥି ନିମିତ୍ତ ପରୀକ୍ଷାର୍ଥିଙ୍କୁ ବାଦ ଦିଆଯାଏ  ତାହେଲେ ଏଥିପାଇଁ ଦାୟୀ ହେବ କିଏ ଏବଂଓଡିଶା ଲୋକ ସେବା ଆୟୋଗ(ଓ.ପି.ଏସ.ସି)ପରୀକ୍ଷାରେ ନୀରିକ୍ଷକଙ୍କ ଏତାଦୃଶ ଦାୟିତ୍ୱହୀନ ଭୁଲକୁ ନେଇ ପରୀକ୍ଷାର୍ଥି ଓ ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।ଅନ୍ୟ ପକ୍ଷରେ ପରୀକ୍ଷାର୍ଥୀ ଆର୍ତ୍ତତ୍ରାଣଙ୍କ ଭଳି ଆହୁରି ଅନେକ ପରିକ୍ଷ୍ୟର୍ଥି ମଧ୍ୟ ତାଙ୍କ ଉତ୍ତର ସେଟକୁ ନେଇ ଦ୍ବନ୍ଦରେ ଥିବା ଶୁଣାଯାଉଛି । ଉକ୍ତ ସମସ୍ୟା ଉପରେ ଆର୍ତ୍ତତ୍ରାଣ ସୁବର୍ଣ୍ଣପୁର ଜିଲ୍ଲାପାଳ,ଲୋକ ସେବା ଆୟୋଗର ଚେୟାରମେନ,ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଟୁଇଟ ଯୋଗେ ଜଣାଇଥିଲେ ମଧ୍ୟ କୌଣସି ରିପ୍ଲା ଅଦ୍ୟାବଧି ଆସି ନଥିବାରୁ ସନ୍ଦେହ ଘନୀଭୂତ ହେବାରେ ଲାଗିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like