-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||     

HOME   ଜିଲ୍ଲା

ବୌଦ୍ଧରେ ଜାତୀୟ କ୍ରିଡା ଦିବସ ଅନୁଷ୍ଠିତ

30-Aug-2022



ବୌଦ୍ଧ, : ଅଦ୍ୟ ତା ୨୯.୦୮.୨୦୨୨ ରିଖ ସୋମବାର ଦିନ ବୌଦ୍ଧଠାରେ ଜାତୀୟ କ୍ରିଡା ଦିବସ ଅବସରରେ ଏକ ସଚେତନତା ରାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରିଥିଲା । ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁ ସବୁଜ ପତାକା ଦେଖାଇ ଏହି ରାଲିକୁ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା,ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର,ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ,ଜିଲ୍ଲା କ୍ରିଡା ସଂଘର ସଂପାଦକ ରବିନ୍ଦ୍ର କୁମାର ରାଉତ.ଜିଲ୍ଲା କ୍ରିଡା ଅଧିକାରୀ ପବିତ୍ର କୁମାର ରାଉତ,ଆଇପିଇ ଆନନ୍ଦ ବେହେରା ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କ୍ରିଡା ଶିକ୍ଷକ ମମତା ଦାଶ ପ୍ରମୁଖ ଉପସ୍ଥିତ ଥିଲେ । ଏହି ରାଲି ଜିଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି କୋର୍ଟଛକ ଦେଇ ଷ୍ଟାଡିୟମରେ ପହଞ୍ଚିଥିଲା । ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ,ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଏନଏସି ଓ ସ୍କାଉଟ ର ଛାତ୍ରଛାତ୍ରୀ ଏହି ରାଲିରେ ଅଂଶଗ୍ରହଣ କରିଥିଲେ । ଅପରାହ୍ନରେ ଆଇଆରବି ପଡିଆଠାରେ ବଲାଶିଙ୍ଗା ୫ମ ଆଇଆରବି ବାଟାଲିୟନ ଓ ବୌଦ୍ଧ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୁର୍ଣ୍ଣ ଫୁଟବଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏଥିରେ

ବୌଦ୍ଧ ଏକାଦଶ ବିଜୟୀ ହୋଇଥିଲା । ଆଇଆରବି କମାଣ୍ଡାଣ୍ଟ୍ ଦୁର୍ବାଶା ନାୟକ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିବା ସହିତ ଉତ୍ସାହିତ କରିଥିଲେ । ଏହି ଅବସରରେ ଡେପୁଟି କମାଣ୍ଡାଣ୍ଟ ଗୋପବନ୍ଧୁ ତ୍ରିପାଠୀ ଉପସ୍ଥିତ ଥିଲେ । ପରେ ପରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର କ୍ରିଡା ପୁରସ୍କାର ମହୋତ୍ସବ ଆଭାସି ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସାହୁଙ୍କ ସମେତ ସମସ୍ତ ଅଧିକାରୀ ଉପସ୍ଥିତ ରହି ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ ।


News Comment