-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ବେଡ୍ ମିଣ୍ଟନ୍ ଚାମ୍ପିୟନସିପ୍ ଉଦଘାଟିତ

30-Aug-2022



ବଲାଙ୍ଗିର (ପ୍ରେରଣା ଖବର) ଆଜି ବଲାଙ୍ଗିର ଜିଲ୍ଲା ବେଡ୍ ମିଣ୍ଟନ୍ ଏସୋସିଏସନ ଆନୁକୁଲ୍ୟରେ ସ୍ଥାନୀୟ ମନୋହରପୁର ପୋଲିସ ପଡିଆ ଇଣ୍ଡୋର୍ ଷ୍ଟାଡିୟମ୍ ଠାରେ ରାଜ୍ୟସ୍ତରୀୟ ବେଡ୍ ମିଣ୍ଟନ୍ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି l ଆସନ୍ତା

ତିନି ଦିନ ଧରି ଚାଲିବାକୁ ଥିବା ଏହି ଟୁର୍ନାମେଣ୍ଟ କୁ ଆଜି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଫିତା କାଟି ଉଦଘାଟନ କରିଥିଲେ l ସମ୍ମାନିତ  ଅତିଥି ଭାବେ ବଲାଙ୍ଗିର ଜିଳ୍ଲାପାଳ ଚଞ୍ଚଲ ରlଣl ଓ ବଲାଙ୍ଗିର ମୁନିସିପାଲିଟି ପୌରାଧକ୍ଷl ଶ୍ରୀମତୀ ଲିକା ସାହୁ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l ବଲାଙ୍ଗିର ଜିଲ୍ଲା ବେଡ୍ ମିଣ୍ଟନ୍ ଏସୋସିଏସନ

ପକ୍ଷରୁ ପ୍ରତିବର୍ଷ ଏପରି ଟୁର୍ନାମେଣ୍ଟ ଆୟୋଜନ କରି ନୂଆଁ ନୂଆଁ ଖେଳାଳି ମାନଙ୍କ ପ୍ରତିଭାକୁ ରାଜ୍ୟସ୍ତରରେ ଉଜାଗର କରି ପାରୁଛି ବୋଲି ଅତିଥି ମାନେ ମତ ଦେଇଥିଲେ l କାର୍ଯ୍ୟକ୍ରମକୁ ସଫଳ ପରିଚାଳନା କ୍ଷେତ୍ରରେ ବେଡ୍ ମିଣ୍ଟନ୍ ଏସୋସିଏସନ ର ଉଦ୍ୟୋକ୍ତା ମାନଙ୍କ ଉଦ୍ୟମକୁ  ଅତିଥିଗଣ ଭୂୟସୀ ପ୍ରଶଂସା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026

You Might Also Like