-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘର ବୈଠକ, ସେପ୍ଟେମ୍ବର ୧୧ ଭୁବନେଶ୍ୱର ଆନ୍ଦୋଳନରେ ଯୋଗଦେବା ପାଇଁ ସଂଘର ନିଷ୍ପତ୍ତି

30-Aug-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) ବଲାଙ୍ଗିର ସହର ସ୍ଥିତ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘର ସଭାପତି ସୁଧାଂଶୁ ଶେଖର ବାରିକଙ୍କ ସଭାପତିତ୍ୱରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା । ସଭାରେ ଚୁକ୍ତିଭିତ୍ତିକରେ ଥିବା ପୂର୍ବତନ ସଭାପତି ଓ ନେତୃବୃନ୍ଦ ଡୋଳାମଣି ସାହୁ, ନରେଶ ଦ୍ୱାରି, ଦୂତିରଞ୍ଜନ ମହାଲିଙ୍ଗ, ଦେବାଶିଷ ବିଶି, ସୁଦର୍ଶନ ଦାଶ, ବିର କିଶୋର ସୁନା, ରାମ

ନାରାୟଣ ଦାଶ, ବିନୋଦ କୁମାର ମିଶ୍ର, ଅରବିନ୍ଦ କୁମ୍ଭାର, ସର୍ଜନ ପାତ୍ର, ଦିବ୍ୟ ରଂଜନ ପଣ୍ଡା ପ୍ରମୁଖ ମଂଚାସିନ ଥିଲେ । ସରକାରଙ୍କ ଚୁକ୍ତି ଭିତ୍ତିକ ନିଯୁକ୍ତି ତଥା ଉଚ୍ଛେଦ ଏବଂ ୬ ବର୍ଷ ଚୁକ୍ତି ଭିତ୍ତିକ ଚାକିରି କୁ ମୂଳ ଚାକିରିରେ ଯୋଗ କରିବା ଏକ ଯୁକ୍ତି ଯୁକ୍ତ ବୋଲି ଉପସ୍ଥାପନା କରି ସରକାରଙ୍କ ବିରୋଧରେ ରାଜ୍ୟ ଚୁକ୍ତି ଭିତ୍ତିକ ମହାସଂଘ ଓଡିଶା ତରଫରୁ ସେପ୍ଟେମ୍ବର ୧୧ ଡାକରା ହୋଇଥିବା ଆନ୍ଦୋଳନକୁ ଦୃଢ ସମର୍ଥନ ଦିଆଯିବ ବୋଲି ସର୍ବ ସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଥିଲା । ସଭା ମଧ୍ୟରେ ଓଡିଶା ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘର ରାଜ୍ୟ ସଭାପତି ପଂଚାନନ ଜେନା ଭିଡିଓ କଲ ମାଧ୍ୟମରେ ସେପ୍ଟେମ୍ବର ୧୧ ଧାରଣା ବିଷୟରେ ଅବଗତ କରିଥିଲେ । ଏହି ଅବସରରେ ବଲାଙ୍ଗିର ଜିଲ୍ଲାରେ ନୂତନ ଭାବରେ ପ୍ରାରମ୍ଭିକ ନିଯୁକ୍ତି ପାଇଥିବା ହାଇସ୍କୁଲ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା । ପୂର୍ବରୁ ଅନ୍‌ଲାଇନ ମାଧ୍ୟମରେ ବ୍ଲକ ସ୍ତରୀୟ ଚୁକ୍ତି ଭିତ୍ତିକ ସଂଘର ବୈଠକ ହୋଇଥିଲା । କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଶତାଧିକ ଚୁକ୍ତି ଭିତ୍ତିକ ଶିକ୍ଷକ ଓ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ । ଦିପେଶ କୁମାର ଗଡୁଆ ଓ ଅର୍ଚ୍ଚନା ଶୁଭଦର୍ଶିନୀ ହନୁମାନଙ୍କୁ ନୂତନ ଭାବରେ

ଜିଲ୍ଲା ଚୁକ୍ତି ଭିତ୍ତିକ ସଂଘର ଉପ-ସଭାପତି ଭାବରେ ଚୟନ କରାଯାଇଥିଲା । ୨୦୨୨ ବ୍ୟାଚର ଦଳପତି ଭାବରେ ମିଥୁନ କୁମାର, ବୁଲୁ ମେହେର, ହରିପ୍ରିୟା ଧରୁଆ, ଝୁନିତା ଭୋଇ ପ୍ରମୁଖଙ୍କୁ ଚୟନ କରାଯାଇଥିଲା । ସୌଦାମିନୀ  ଧରୁଆ ମହିଳା ମୋର୍ଚ୍ଛା ର ନେତୃତ୍ୱ ନେଉଛନ୍ତି । କାର୍ଯ୍ୟକ୍ରମରେ ଯଦୁମଣି ବଗର୍ତ୍ତି  , ଗଣନାଥ ସାହୁ,  ବିକର୍ମ ପୁରୋହିତ, ହରପ୍ରିୟା ଧରୁଆ, ସୌଦାମିନୀ ଧରୁଆ, ବନ୍ଦିତା ତରିଆ, ଧୃବ ଚରଣ ସାହୁ, ବିକ୍ରମ ପୁରୋହିତ, ଶୁଭେନ୍ଦୁ ନାଥ, ବିକାଶ ସାହୁ, ଭୋଜରାଜ ମେହେର, ରାଜକିଶୋର ନାଗ, ବିଦ୍ୟାପତି ପ୍ରଧାନ, ରଶ୍ମିତା ନାଏକ, ସନ୍ତୋଷ ବେହେରା, ଶୁଭେନ୍ଦୁ ନାଥ, ପୂଜା ତ୍ରିପାଠୀ, ସନ୍ଧ୍ୟା ରାଣୀ ମିଶ୍ର, ଝୁନିତା ଭୋଇ, ଅରୁଣ କୁମାର ସାହୁ, ବାଳକୃଷ୍ଣ ରଣା, ସଂଗ୍ରାମ କେଶରୀ ପଣ୍ଡା, ବିବେକ କୁମାର ଭୋଇ, ଅନିଶ କୁମାର ବାଗ, ରାଜକୁମାର ବେନିଆ, ପଞ୍ଚାନନ ସାହୁ, ରଶ୍ମିତା ନାୟକ,ପଙ୍କଜ ମେହେର, ରମଣୀ ରଞ୍ଜନ ନାଏକ, ସୁମନ୍ତ ପରୁଆ ପ୍ରମୁଖ ଉପସ୍ଥିତ ଥିଲେ  । କାର୍ଯ୍ୟକ୍ରମକୁ ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘର ଉପସଭାପତି ସୁଧିର କୁମାର ପଧାନ ପରିଚାଳନା କରିଥିବା ବେଳେ ଉପସଭାପତି ହେମନ୍ତ ନାଗ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026

You Might Also Like