-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ଦାଦନ ଶ୍ରମିକ ଅଧିକାର ଓ ଶ୍ରମ କାର୍ଡ ପଞ୍ଜିକରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।

30-Aug-2022



ପାଟଣାଗଡ-(ସଚ୍ଚିଦାନନ୍ଦମହାକୁର) : ଖପ୍ରାଖୋଲ ବ୍ଲକର ଚଚରାଭଟା ଗ୍ରାମରେ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଖପ୍ରାଖୋଲର ନେତୃତ୍ୱରେ ଦାଦନ ଶ୍ରମିକମାନଙ୍କ ସଚେତନତା ପାଇଁ ଏକ ଶିବିର ଆୟୋଜିତ ହୋଇଯାଇଛି । ଉକ୍ତ ସଭାରେ ବ୍ଲକ ଡ଼. ସୁଜିତ କୁମାର ଶତପଥୀ ଅଧ୍ୟକ୍ଷତା କରି ଦାଦନ ଶ୍ରମିକମାନଙ୍କୁ ସରକାରୀ ଯୋଜନା, ଶ୍ରମ ଆଇନ୍, ମାନବାଧିକାର ନିୟମାବଳି, ସ୍ଵେଚ୍ଛାକୃତ ପଞ୍ଜିକରଣ ତଥା ଶ୍ରମ କାର୍ଡ ତିଆରି, ନବୀକରଣ ତଥା ଜବ୍ କାର୍ଡ ତିଆରି ସମ୍ପର୍କରେ ସଚେତନ କରିଥିଲେ ଏବଂ ସରକାରଙ୍କ ଯୋଜନା ଗୁଡ଼ିକୁ ନିଜ ନିଜ ଭିଟା ମାଟିରେ ରହି ସଫଳ ରୂପାୟନ କରିବାକୁ ମାନସିକ ସ୍ତରରେ ପ୍ରସ୍ତୁତ କରାଇଥିଲେ । ଦାଦନ ଖଟିବାକୁ ବାହାର ରାଜ୍ୟକୁ ନ ଯାଇ ନିଜ ଗ୍ରାମରେ ରହି ଗ୍ରାମର ତଥା ନିଜ ନିଜର ଆର୍ଥିକ ଉନ୍ନତି କରିବା ଦିଗରେ ଡ଼ ଶତପଥୀ ସୂଚନା ଓ ପରାମର୍ଶ ପ୍ରଦାନ କରିଥିଲେ । ଉକ୍ତ ଶିବିରରେ ସମ୍ମାନିତ ଅତିଥି ଭାବରେ ଖପ୍ରାଖୋଲ ରେଞ୍ଜର ଗିରିଧାରୀ ନାଗ, ମିଶନ ଶକ୍ତି ବିପିସି ଲକ୍ଷ୍ମୀକାନ୍ତ ବିଶି, ପ୍ରାଣୀଧନ ନିରୀକ୍ଷକ ସୁରେଶ ସେଲମା, ଗଣେଶ ପ୍ରଧାନ, ପ୍ରୋଗ୍ରାମ ଆସିଷ୍ଟାଣ୍ଟ ସମରେଶ ଭୋଇ ତଥା ଗ୍ରାମର ସ୍ଵୟଂ ସହାୟକ ଗୋଷ୍ଠୀର ସଭ୍ୟା, ୱାର୍ଡ ମେମ୍ବର ତଥା ଗ୍ରାମବାସୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like